ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

ED

ଜିଏସ୍‌ଟି ସହ ଜଡିତ ମାମଲାର ତଦନ୍ତ କରିବ…

ନୂଆଦିଲ୍ଲୀ : କେନ୍ଦ୍ର ସରକାର ମନି ଲଣ୍ଡ୍ରିଂ ଆଇନରେ ସଂଶୋଧନ ଆଣି ଦେଶରେ ଦ୍ରବ୍ୟ ଏବଂ ସେବା ଟିକସ (ଜିଏସ୍‌ଟି) ନିୟମକୁ ଅଧିକ କଡ଼ାକଡ଼ି କରିଛନ୍ତି। ଏହି ଅନୁଯାୟୀ, ନେଟୱାର୍କ (ଜିଏସ୍‌ଟିଏନ୍)କୁ ପ୍ରିଭେନସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ (ପିଏମ୍‌ଏଲ୍‌ଏ) ଅଧୀନକୁ ଅଣାଯାଇଛି। ଏହାଦ୍ବାରା ଏଣିକି ଆଉ…

‘ଇଡି’ରେ ହାଜର ହେଲେ ‘କେସିଆର୍‌’ଙ୍କ ଝିଅ…

ନୂଆଦିଲ୍ଲୀ : ଦିଲ୍ଲୀର ଅବକାରୀ ଦୁର୍ନୀତିରେ ଫସି ରହିଥିଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ତଥା ବିଆରଏସ ବିଧାୟକ କେ. କବିତା ଇଡିରେ ସୋମବାର ହାଜର ହୋଇଛନ୍ତି। କବିତା ଦିଲ୍ଲୀର ପିତାଙ୍କ ବାସଭବନରୁ ଇଡି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ମଦ ନୀତି ମାମଲାରେ ଟଙ୍କା ନେଣଦେଣକୁ ନେଇ…

ଅର୍ଥ ହେରଫେର ମାମଲାରେ ଅଭିନେତ୍ରୀ…

ନୂଆଦିଲ୍ଲୀ: ଅଡୁଆରେ ତେଲୁଗୁ ଫିଲ୍ମର ଜଣାଶୁଣା ଅଭିନେତ୍ରୀ ରକୁଲପ୍ରୀତ ସିଂ । ଡ୍ରଗ୍ସ ଓ ମନି ଲଣ୍ଡ୍ରିଂ ମାମଲାରେ ରକୁଲଙ୍କୁ ନୋଟିସ ପଠାଇଛି ଇଡି । ଡିସେମ୍ବର ୧୯ରେ ଇଡି ଏହି ମାମଲାରେ ରକୁଲ୍ ପ୍ରୀତଙ୍କୁ ଜେରା କରିବ। ଏହି ମାମଲାରେ ଇଡି ପୂର୍ବରୁ ତେଲୁଗୁ ଫିଲ୍ମ ଇଣ୍ଡଷ୍ଟ୍ରିର ବହୁ ସେଲିବ୍ରିଟିଙ୍କୁ…

ଅଡୁଆରେ ‘ଲାଇଗର’ର ନିର୍ମାତା;…

ନୂଆଦିଲ୍ଲୀ: ବିଜୟ ଦେବରକୋଣ୍ଡା ଏବଂ ଅନନ୍ୟା ପାଣ୍ଡେଙ୍କ ଅଭିନୀତ ‘ଲାଇଗର’ ଚଳଚ୍ଚିତ୍ରରେ ବିଦେଶୀ ପାଣ୍ଠି ଲାଗିଥିବା ସନ୍ଦେହ କରାଯାଉଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏହି ମାମଲାରେ ଚଳଚ୍ଚିତ୍ରର ନିର୍ଦ୍ଦେଶକ ପୁରୀ ଜଗନ୍ନାଧ ଏବଂ ନିର୍ମାତା ଚାର୍ମି କୌରଙ୍କୁ ୧୨ ଘଣ୍ଟା ପର୍ଯ୍ୟନ୍ତ ଜେରା କରିଛି।…

ଅଫିସ ଅଫ ପ୍ରଫିଟ ମାମଲା: ଇଡି ଅଫିସରେ…

ରାଞ୍ଚି: ଇଡି ଅଫିସରେ ହାଜର ହେଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଅବୈଧ ଖଣି ଖନନ ମାମଲାରେ ସୋରେନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମନ କରିଥିଲା । ଇଡିରେ ହାଜର ହେବା ପୂର୍ବରୁ ସୋରେନ ସମର୍ଥକଙ୍କୁ ସମ୍ବୋଧିତ କରିଥିଲେ । ମାଇନିଂ ମାମଲାରେ ତାଙ୍କୁ ଫସାଯାଉଥିବା ସୋରେନ କହିଛନ୍ତି ।…

ଇଡି ଓ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ…

ରାଞ୍ଚି: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ କେନ୍ଦ୍ରୀୟ ତଦନ୍ତକାରୀ ଦଳ ପ୍ରବର୍ତ୍ତନ ନିର୍ଦ୍ଦେଶାଶୟ ମୁହାଁମୁହିଁ  ହୋଇଛନ୍ତି। ଇଡିରୁ ନୋଟିସ ଆସିବା ସ୍ୱତେ କାର୍ଯ୍ୟାଳୟରେ ହାଜର ହେଉ ନାହାଁନ୍ତି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ବେଆଇନ୍‌ ଖଣି ଖନନ ମାମଲାରେ ଝାଡଖଣ୍ଡରେ ଇଡିର ଖୋଲତାଡ ଜାରି…

ମନି ଲଣ୍ଡରିଂ ମାମଲା: ବଲିଉଡ୍‌…

ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ବଲିଉଡ୍‌ ଅଭିନେତ୍ରୀ ଜ୍ୟାକ୍‌ଲିନ ଫର୍ଣ୍ଣାଣ୍ଡିଜ୍‌ଙ୍କ ଜାମିନ ଅବଧି ନଭେମ୍ବର ୧୦ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଅଭିନେତ୍ରୀଙ୍କ ଜାମିନ ଆବେଦନର ଶୁଣାଣି କରି ପଟିୟାଲା ହାଉସ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି। ତେବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏହି…

ଇଡିର ରେଡ୍‌ ବେଳେ ଝାଡଖଣ୍ଡ…

ରାଞ୍ଚି: ବେଆଇନ ଖଣି ଖନନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହଯୋଗୀ ପ୍ରେମ ପ୍ରକାଶଙ୍କ ଘରେ ଚଢାଉ କରିଥିଲା। ଏହି ସମୟରେ ତାଙ୍କ ଘରର ଆଲମିରାରୁ ୨ଟି ଏକେ-୪୭ ମିଳିଛି। ଏଥିସହ ବିପୁଳ ପରିମାଣର ଅଫୁଟା ଗୁଳି ମଧ୍ୟ ଜବତ କରାଯାଇଛି। ସେ ବେଆଇନ ଭାବେ…

ଆପ୍‌କୁ ଛାଡି ଆମ ସହ ସାମିଲ ହୁଅ,…

ନୂଆଦିଲ୍ଲୀ : ନୂଆ ଅବକାରୀ ନୀତିରେ ଦୁର୍ନୀତି ନେଇ ସିବିଆଇ ରାଡାରରେ ଥିବା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଚାଞ୍ଚଲ୍ୟକର ଦାବି କରିଛନ୍ତି । ସିସୋଦିଆ ଅଭିଯୋଗ କରିଛନ୍ତି ଯେ ଆମ୍ ଆଦମୀ ପାର୍ଟି (ଆପ୍)କୁ ଭାଙ୍ଗିବା ପାଇଁ ବିଜେପି ତାଙ୍କୁ ମେସେଜ୍ ପଠାଇଛି । ଏବଂ ଏପରି କଲେ ତାଙ୍କ ବିରୋଧରେ ସବୁ…

ଇଡି ହେପାଜତକୁ ଗଲେ ଶିବସେନା ନେତା ତଥା…

ନୂଆଦିଲ୍ଲୀ:  ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶିବସେନା ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ରାଉତଙ୍କୁ ହେପାଜତକୁ ନେଇଛି। ମହାରାଷ୍ଟ୍ରରେ ୧୦୦ କୋଟିରୁ ଅଧିକ ମୂଲ୍ୟର ପାତ୍ର ଚାୱାଲ୍ ଜମି ସ୍କାମ ମାମଲାରେ ଇଡି ଟିମ୍ ସଞ୍ଜୟ ରାଉତଙ୍କୁ ପଚରାଉଚରା କରିଥିଲେ। ଜୁଲାଇ ୨୭ରେ ତାଙ୍କୁ ଇଡି ଡକାଯାଇଥିଲା।…