Browsing Tag

Education

ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ମେଧା…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ସ୍ୱୟଂଶାସିତ ମହାବିଦ୍ୟାଳୟରେ ପିଜି ନାମଲେଖା ପାଇଁ ମେଧା ତାଲିକା ସୋମବାର ପ୍ରକାଶ ପାଇଛି। ରାଜ୍ୟୱାରୀ ମେଧା ତାଲିକା ପ୍ରକାଶ ପାଇଥିବାବେଳେ ବାଣିଜ୍ୟରେ ପିଜି ନାମଲେଖା ପାଇଁ ୩୧୭୩ ଜଣ ଛାତ୍ରଛାତ୍ରୀଙ୍କୁ ର‍୍ୟାଙ୍କ ପ୍ରଦାନ କରାଯାଇଛି।…

ଆଜି ଅନୁଦାନପ୍ରାପ୍ତ କଲେଜରେ ନିଯୁକ୍ତ…

ଭୁବନେଶ୍ୱର: ଶିକ୍ଷା ରୂପାନ୍ତରଣ ପ୍ରକ୍ରିୟାରେ ସରକାର ଆଉ ଏକ ପାଦ ଆଗକୁ ବଢ଼଼ାଇଛନ୍ତି। ଗୁଣାତ୍ମକ ଶିକ୍ଷାକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଉଥିବା ବେଳେ ଆସନ୍ତାକାଲି ରାଜ୍ୟର ଅନୁଦାନପ୍ରାପ୍ତ ବିଭିନ୍ନ ଡିଗ୍ରି କଲେଜରେ ୨୭୪ ଜଣ ଅଧ୍ୟାପକ ନିଯୁକ୍ତି ପାଇବେ। ରାଜ୍ୟର ବିଭିନ୍ନ ସରକାରୀ ଓ ଅନୁଦାନପ୍ରାପ୍ତ…

ସ୍ନାତକରେ ଇଣ୍ଟର୍ଣ୍ଣସିପ୍ ବାଧ୍ୟତାମୂଳକ…

ଭୁବନେଶ୍ଵର: ଛାତ୍ରଛାତ୍ରୀ ଏଣିକି ସ୍ନାତକ ସ୍ତରରେ ମଧ୍ୟ ଇଣ୍ଟର୍ଣ୍ଣସିପ୍ ଅଧୟନ କରିବେ । ଏନେଇ ବିଶ୍ଵବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଗୁରୁତ୍ବ ଦେଉଛି । ଆସନ୍ତା ଶିକ୍ଷା ବର୍ଷରୁ ଏହାକୁ ଲାଗୁ କରାଯିବାକୁ ଥିବାବେଳେ ଏ ସମ୍ପର୍କିତ ସବିଶେଷ ମାର୍ଗଦର୍ଶିକା ପରବର୍ତ୍ତୀ ସମୟରେ ପ୍ରକାଶ ପାଇବ ବୋଲି…

ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ…

ଭୁବନେଶ୍ୱର: ରାଜ୍ୟରେ କାଲିଠାରୁ ପ୍ରଥମରୁ ପଞ୍ଚମ ସ୍କୁଲ ଖୋଲିବାକୁ ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ କରାଯାଇଛି । ସ୍କୁଲ ଖୋଲିବା ନିଷ୍ପତ୍ତି ସାମୟିକ ସ୍ଥଗିତ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀଠାରୁ…

ଆଜି ଲୋକାର୍ପିତ ହେବ ୫ ଜିଲ୍ଲାର ୧୩୦…

ଭୁବନେଶ୍ୱର: ପିଲାଙ୍କ ଭବିଷ୍ୟତକୁ ସୁନ୍ଦର, ଶ୍ରେଷ୍ଠ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ହାଇସ୍କୁଲ 'ରୂପାନ୍ତରଣ' ପରି ଅନନ୍ୟ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ‘୫-ଟି'ର ଏହି ରୂପାନ୍ତରଣ କାର୍ଯ୍ୟକ୍ରମରେ ସରକାରୀ ହାଇସ୍କୁଲର ଭିତ୍ତିଭୂମିରେ ଆମୂଳଚୂଳ ପରିବର୍ତ୍ତନ କରାଯାଉଛି। ଯାହାକୁ ନେଇ…

ମାଓପ୍ରବଣ ଅଞ୍ଚଳରେ ଜ୍ଞାନର ଦୀପ…

ଅଜ୍ଞାନର ଅନ୍ଧକାରରୁ ଯିଏ ଆଲୋକ ଦେଖାନ୍ତି ସେ ହେଉଛନ୍ତି ଗୁରୁ। ଏଭଳି ଜଣେ ଶିକ୍ଷକ ହେଉଛନ୍ତି ଛତିଶଗଡ଼ର କାେଙ୍କର ଜିଲ୍ଲାର ମଙ୍ଗଳ ରାମ ଉସେଣ୍ଡି। ଯିଏକି ଏହି ମାଓପ୍ରବଣ ଅଞ୍ଚଳରେ ଜ୍ଞାନର ଦୀପ ଜାଳିବାକୁ ପଣ କରିଛନ୍ତି। ମଙ୍ଗଳରାମ ହେଉଛନ୍ତି ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ। ଯିଏ କି…

ଶିକ୍ଷା ଉପରେ କରୋନା ମାଡ଼: ସ୍କୁଲ ଯିବାରୁ…

ନ୍ୟୁୟର୍କ: ସାରା ବିଶ୍ବରେ ବିପର୍ଯ୍ୟୟ ସୃଷ୍ଟି କରିଛି ଚୀନର ଉହାନରୁ ବ୍ୟାପିଥିବା କରୋନା ଭୂତାଣୁ। ଏ ପର୍ଯ୍ୟନ୍ତ ଏହି ମହାମାରୀରେ ୪୨ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଥିବାବେଳେ ୨୦ କୋଟିରୁ ଊର୍ଦ୍ଦ୍ବ ଲୋକ ସଂକ୍ରମିତ ହେଲେଣି। ଅର୍ଥନୀତି, ବାଣିଜ୍ୟ ବ୍ୟବସାୟ ଏବଂ ନିଯୁକ୍ତି ଆଦି ସମସ୍ତ କ୍ଷେତ୍ରକୁ…

ଅଗଷ୍ଟ ୧୬ରୁ କ୍ଲାସରୁମ୍‌ରେ ଆରମ୍ଭ ହେବ…

ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ଅଗଷ୍ଟ ୧୬ରୁ ଆରମ୍ଭ ହେବ ୟୁଜି ଓ ପିଜି ପାଠପଢ଼ା। ପ୍ରଥମ ବର୍ଷର ପିଜି ଏବଂ ୟୁଜିର ପ୍ରି-ଫାଇନାଲ ବର୍ଷର ପାଠପଢ଼ା କ୍ଲାସ୍ ରୁମ୍‌ରେ ଚାଲିବ। ତେବେ ୟୁଜି ଓ ପିଜି ଶେଷ ବର୍ଷର ଛାତ୍ରଛାତ୍ରୀମାନଙ୍କର ଅନଲାଇନ୍‌ରେ ପରୀକ୍ଷା ହେବ। ଛାତ୍ରଛାତ୍ରୀମାନଙ୍କ ପାଇଁ ହଷ୍ଟେଲ ଖୋଲିବ।…

୩୦% କମିବ ନବମ ଓ ଦଶମ ଶ୍ରେଣୀର ସିଲାବସ୍…

କୋଭିଡ୍ ପ୍ରଭାବରୁ ଚଳିତ ବର୍ଷ ମଧ୍ୟ କମିବ ନବମ ଓ ଦଶମ ଶ୍ରେଣୀର ପାଠ୍ୟକ୍ରମ । ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ। ଅର୍ଥାତ ୭୦ ପ୍ରତିଶତ ସିଲାବସରୁ ହିଁ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । କରୋନାର ଦ୍ୱିତୀୟ ଲହରକୁ…