ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Election Commission of India

ସବୁ ଦଳ ପ୍ରତି ସମାନ ଆଚରଣ ପ୍ରଦର୍ଶନ…

ଭୁବନେଶ୍ୱର: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଉଭୟ ବିଧାନସଭା ଏବଂ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତି କଲେଣି ସମସ୍ତ ରାଜନୈତିକ ଦଳ। ଏହାରି ଭିତରେ ତିନି ଦିନିଆ ଓଡିଶା ଗସ୍ତରେ ଆସି ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ମାରାଥନ୍‌ ବୈଠକ କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର।…

ସାଧାରଣ ନିର୍ବାଚନ ପାଇଁ ୩ ଦିନିଆ ଓଡ଼ିଶା…

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ତିନି ଦନିଆ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରୀୟ ନିର୍ବାଚନ ଆୟୋଗ। ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଓ ତାଙ୍କ ଟିମ ଓଡ଼ିଶାରେ ପହଞ୍ଚିଛନ୍ତି । ଓଡିଶାରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। EVM ସ୍ଥିତି, ବୁଥ୍ ସ୍ତରରେ…

ଆଜିଠୁ ତିନିଦିନିଆ ଓଡିଶା ଗସ୍ତରେ…

ଭୁବନେଶ୍ୱର: ଆଜିଠୁ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିସନର । ଓଡିଶାରେ ୧୭ ତାରିଖ ଯାଏ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । CEC ରାଜୀବ କୁମାରଙ୍କ ନେତୃତ୍ୱରେ ୭ଜଣିଆ ଟିମ୍ ଓଡିଶା ଗସ୍ତରେ ଆସୁଛନ୍ତି।  ଆସନ୍ତା ଲୋକସଭା ଓ…

ଏଣିକି ଦେଶର ଯେ କୌଣସି ସ୍ଥାନରେ ଥିଲେ ବି…

ନୂଆଦିଲ୍ଲୀ: ଏଣିକି ଦେଶର ଯେଉଁ ସ୍ଥାନରେ ଥିଲେ ବି, ସେଠାରେ ରହି ନିଜ ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀଙ୍କୁ ଦେଇପାରିବେ ଭୋଟ୍‌ । ଏଥିପାଇଁ ପରୀକ୍ଷାମୂଳକ ଭାବେ ରିମୋଟ ଭୋଟିଂ ବ୍ୟବସ୍ଥା ଲାଗି ପ୍ରସ୍ତୁତ ହେଉଛନ୍ତି ଭାରତୀୟ ନିର୍ବାଚନ କମିଶନ। ଏହାକୁ ରିମୋଟ୍‌ ଇଲେକଟ୍ରୋନିକ୍‌ ଭୋଟିଂ ମେସିନ ବା RVM…

ଆଜି ଘୋଷଣା ହୋଇପାରେ ଗୁଜରାଟ ଓ…

ନୂଆଦିଲ୍ଲୀ: ଆଜି ଘୋଷଣା ହୋଇପାରେ ଗୁଜରାଟ ଓ ହିମାଚଳପ୍ରଦେଶ ନିର୍ବାଚନ ତାରିଖ । ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନର ପ୍ରେସମିଟ୍ କରିବେ ବୋଲି ଜଣାପଡ଼ିଛି। ଦିଲ୍ଲୀର ବିଜ୍ଞାନ ଭବନରେ ଭାରତୀୟ ନିର୍ବାଚନ ଆୟୋଗଙ୍କ ପ୍ରେସ କନଫରେନ୍ସ ଡକାଯାଇଛି। ସାମ୍ବାଦିକ ସମ୍ମିଳନୀରେ ଗୁଜରାଟ ଓ ହିମାଚଳ…

୫ ରାଜ୍ୟରେ କିଏ କରିବ ଶାସନ, ଚଳିତ…

ନୂଆଦିଲ୍ଲୀ : କରୋନା କାଳରେ ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ। ଲୋକସଭା ନିର୍ବାଚନର ସେମି ଫାଇନାଲ୍ କୁହାଯାଉଥିବା ଉତ୍ତର ପ୍ରଦେଶ ସମେତ ୫ ରାଜ୍ୟର ନିର୍ବାଚନ ତାରିଖ ଆଜି ଘୋଷଣା କରିଛନ୍ତି ନିର୍ବାଚନ କମିଶନ।ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ଗୋଆ ଓ ମଣିପୁର ନିର୍ବାଚନ୍…

୭ଟି ପର୍ଯ୍ୟାୟରେ ହେବ ୫ ରାଜ୍ୟର…

ନୂଆଦିଲ୍ଲୀ : ଦେଶର ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ନେଇ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଉତ୍ତରପ୍ରଦେଶ, ପଞ୍ଜାବ, ଗୋଆ, ମଣିପୁର ଓ ଉତ୍ତରାଖଣ୍ଡରେ ହେବାକୁ ଥିବା ନିର୍ବାଚନ ୭ଟି ପର୍ଯ୍ୟାୟରେ ହେବ। ୪୦୩ ବିଧାନସଭା ଆସନ ବିଶିଷ୍ଟ ଉତ୍ତର ପ୍ରଦେଶରେ ଫେବୃଆରୀ ୧୦ରୁ ସାତଟି…

ଆଜିଠୁ ଆରମ୍ଭ ହେବ ସ୍ବତନ୍ତ୍ର ସଂକ୍ଷିପ୍ତ…

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା । ମାସେ ଧରି ଚାଲିବ ଏହି ଅଭିଯାନ । ଜାନୁଆରୀ ପହିଲା ସୁଦ୍ଧା ୧୮ ବର୍ଷ ହେଉଥିବା ବ୍ୟକ୍ତି ମାନେ ଭୋଟର ତାଲିକାରେ ସାମିଲ ହେବେ । ଯେଉଁମାନେ ଯୋଗ୍ୟ ଭୋଟର ହୋଇଥିବେ କିନ୍ତୁ ସେମାନଙ୍କର ନାଁ ଭୋଟର ଲିଷ୍ଟରେ ନଥିବ…

‘କୋଭିଡ ସଂକ୍ରମଣର ଦ୍ୱିତୀୟ ଲହର…

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ଯା। କୋଭିଡ ସଂକ୍ରମଣର ଦ୍ୱିତୀୟ ଲହର ପାଇଁ ନିର୍ବାଚନ କମିଶନଙ୍କୁ ଦାୟୀ କରିଛନ୍ତି ମାଡ୍ରାସ ହାଇକୋର୍ଟ ।କୋର୍ଟ କହିଛନ୍ତି ଯେ ,  ରାଜନୈତିକ ଦଳମାନେ ନିର୍ବାଚନୀ ପ୍ରଚାର ଅଭିଯାନ ଚଳାଇଥିବା ବେଳେ ନିର୍ବାଚନ କମିସନ…