ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

EOW

୪ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଠକେଇ…

ଭୁବନେଶ୍ୱର : ୪ କୋଟିରୁ ଉର୍ଦ୍ଧ ଟଙ୍କା ଠକେଇ ଅଭିଯୋଗରେ ବିଲ୍ଡର ଗିରଫ। ଦୀପକ କୁମାର ଛୋଟରାୟଙ୍କୁ ଗିରଫ କଲା ଅର୍ଥନୈତିକ ଅପରାଧ ଶାଖା। EOW କେସ ନମ୍ବର ୨, ଦଫା ୪୨୦, ୪୬୭, ୪୬୮, ୪୭୧, ୧୨୦ବି ରେ ଗିରଫ କରିଛି । ଅଭିଯୋଗକାରୀ ଅନୀଲ ପଣ୍ଡା ଓ ଅନ୍ୟ ୩୪ ଜଣ ଠକେଇ ନେଇ ଦେଇଥିଲେ ଏତଲା। GLF ଇନଫ୍ରାଟେକ୍…

ବିଲଡରଙ୍କୁ କୋଟିଏ ଟଙ୍କାର ଠକେଇ ଘଟଣା :…

ଭୁବନେଶ୍ବର : ବିଲଡରଙ୍କୁ କୋଟିଏ ଟଙ୍କାର ଠକେଇ ଘଟଣାରେ ଓ୍ୱେବ୍ ପୋର୍ଟାଲ ସାମ୍ବାଦିକ ସୁରଜିତ ଧଳଙ୍କ ବାନ୍ଧିଛି ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ) । ବିଲଡର କଳିଙ୍ଗ କେଶରୀ ରଥଙ୍କ ଅଭିଯୋଗ ଆଧାରରେ ଓ୍ୱେବ୍ ପୋର୍ଟାଲ‘ରିପୋଟର୍ସ ଟୁଡେ’ ଓ ଖବର କାଗଜ ‘ମହାଭାରତ’ ମାଲିକ ସୁରଜିତ ଧଳଙ୍କୁ ଗିରଫ…

୬୮ଏକର ସରକାରୀ ଜମି ବିକିଦେଲେ ଦଲାଲ,…

ଭୁବନେଶ୍ୱର: ଏକର କି ଦୁଇ ଏକର ନୁହେଁ ପୁରା ୬୮ ଏକର ସରକାରୀ ଜମିକୁ ମାଡି ବସିଛନ୍ତି ଦଲାଲ। ଏପରିକି ୧୦ଜଣ ବ୍ୟକ୍ତିଙ୍କୁ ମଧ୍ୟ ନିଜ ମାଲିକାନା ସତ୍ତ୍ବା ଦେଖାଇ ବିକ୍ରି କରିଦେଇଛନ୍ତି। ଏମିତି ଘଟଣା ଘଟିଛି ସାମପୁର ମୌଜାରେ॥ଏନେଇ ମାନସ ନାୟକ ଓ ଅନ୍ୟ ଦୁଇଜଣ ବ୍ୟକ୍ତିଙ୍କ ନାଁରେ ଅର୍ଥନୈତିକ ଅପରାଧ ଶାଖା…

ଆରବିଆଇ କାର୍ଯ୍ୟାଳୟ ସମ୍ମୁଖରେ…

ଭୁବନେଶ୍ୱର: ଭୁବନେଶ୍ୱର ଆରବିଆଇ କାର୍ଯ୍ୟାଳୟ ସମ୍ମୁଖରେ ଆଜି ଇଓଡବ୍ଲ୍ୟୁ ଟିମ୍‌‌ ପହଞ୍ଚିଛି। ନୋଟ୍‌‌ ବଦଳାଇବା ପାଇଁ ଧାଡିରେ ଥିବା ଲୋକଙ୍କୁ ପଚରାଉଚରା କରୁଛି। ୨ ହଜାର ଟଙ୍କିଆ ନୋଟ୍‌‌ ବଦଳାଇବା ପାଇଁ ଧାଡିରେ ଲମ୍ବା ଲାଇନ୍‌‌ କରି ଥିବା ଲୋକଙ୍କୁ ପଚରାଉଚରା କରୁଛି। ୨ ଜଣିଆ ଇଓଡବ୍ଲ୍ୟୁ ଟିମ୍‌‌ ଏହି…

ସମ୍ବାଦ ଲୋନ ସ୍କାମର ଖୋଲୁଛି ସାଂଘାତିକ…

ଭୁବନେଶ୍ବର: ସମ୍ବାଦ ଲୋନ ସ୍କାମର ଗୋଟିଏ ପରେ ଗୋଟିଏ ସାଂଘାତିକ ଗୁମର ଖୋଲିବାରେ ଲାଗିଛି । EOW ତଦନ୍ତ ଜାରି ରଖିଥିବାବେଳେ ଗୁରୁତ୍ବପୂର୍ଣ୍ଣ ତଥ୍ୟମାନ ସାମନାକୁ ଆସିଛି । ଧମକ ଓ ଜାଲିଆତିର ବଡ଼ ପ୍ରମାଣ ଲାଗିଛି EOW ହାତରେ । ଇଷ୍ଟର୍ଣ୍ଣ ମିଡିଆ ଆକାଉଣ୍ଟରେ ୧୦ କୋଟିରୁ ଅଧିକ ଟଙ୍କା ଜମା ହୋଇଛି…

‘ସମ୍ବାଦ’ ବ୍ୟାଙ୍କ ଋଣ ସ୍କାମ୍‌:…

ଭୁବନେଶ୍ୱର: ‘ସମ୍ୱାଦ ଋଣ ସ୍କାମ’ ମାମଲାରେ ତଦନ୍ତକୁ ଅଧିକ ତୀବ୍ର କରିଛି ଇଓଡବ୍ଲ୍ୟୁ (ଅର୍ଥନୈତିକ ଅପରାଧ ଶାଖା)। କର୍ମଚାରୀ ରାଜ୍ୟ ବୀମା ଯୋଜନା ନିର୍ଦ୍ଦେଶାଳୟରେ EOW ପହଞ୍ଚିଛି । ଅତିରିକ୍ତ ଏସପିଙ୍କ ନେତୃତ୍ୱରେ ଗୋଟିଏ ଟିମ୍ କର୍ମଚାରୀ ରାଜ୍ୟ ବୀମା ଯୋଜନା ନିର୍ଦ୍ଦେଶାଳୟରେ ଛାନ ବିନ ଆରମ୍ଭ…

ସମ୍ବାଦର ଲୋନ ସ୍କାମ: ପୁଣି ଥରେ ସମ୍ବାଦ…

ଭୁବନେଶ୍ବର: ଖୋଲିବାରେ ଲାଗିଛି ‘ସମ୍ବାଦ ବ୍ୟାଙ୍କ୍‌‌ ସ୍କାମ’ର  ଗୁମର । କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)ର ତଦନ୍ତ ପରେ ଗୋଟିକ ପରେ ଗୋଟିଏ ନୂଆ ତଥ୍ୟ ମିଳିବାରେ ଲାଗିଛି। ‘ସମ୍ବାଦ’ ଓ ଇଷ୍ଟର୍ଣ୍ଣ ମିଡିଆର କର୍ମଚାରୀଙ୍କୁ ଚାକିରି ହରାଇବା ଭୟ ଦେଖାଇ କିପରି ଯୋଜନାବଦ୍ଧ ଭାବରେ…

ଋଣ ଜାଲିଆତି ମାମଲାରେ ସୌମ୍ୟଙ୍କ…

ଭୁବନେଶ୍ୱର: ସୌମ୍ୟଙ୍କ ବିରୋଧରେ ବଢୁଛି ଅଭିଯୋଗର ଫର୍ଦ୍ଦ । ଋଣ ଜାଲିଆତି ମାମଲାରେ ସୌମ୍ୟଙ୍କ ବିରୋଧରେ EOWରେ ରୁଜୁ ହେଲା ଆଉ ୩ଟି ମାମଲା । ୩ ଜଣ ପୂର୍ବତନ କର୍ମଚାରୀ ସୌମ୍ୟଙ୍କ ବିରୋଧରେ ଆଣିଛନ୍ତି ସଙ୍ଗୀନ ଅଭିଯୋଗ । ଆସିଥିବା ସମସ୍ତ ଅଭିଯୋଗର ସବୁ ଦିଗକୁ ନେଇ ଖୋଳତାଡ଼ କରୁଛି ତଦନ୍ତକାରୀ…

ସମ୍ବାଦ ଅଫିସରେ EOW ଚଢାଉ, ମୋବାଇଲ୍‌‌…

ଭୁବନେଶ୍ବର: ସମ୍ବାଦ ଅଫିସରେ ଅର୍ଥନୈତିକ ଅପରାଧ ଶାଖା ( EOW) ଚଢାଉ କରିଛି । HR (ମାନବସମ୍ବଳ)  ମୁଖ୍ୟ ବୈଜୟନ୍ତୀ କରଙ୍କୁ ନୋଟିସ ହୋଇଥିଲା। ନୋଟି ସତ୍ତ୍ବେ EOWରେ ହାଜର ହେଉନାହାନ୍ତି ବୈଜୟନ୍ତୀ । କର୍ମଚାରୀଙ୍କ ନାଁରେ ବେଆଇନ ଋଣ ଉଠାଇବରେ ମୁଖ୍ୟ କାର୍ପଟଦାର ଥିଲେ ବୈଜୟନ୍ତୀ । ଠକେଇ, ଜାଲିଆତି,…

‘ବଡ଼ ଖବର’ ସମ୍ପାଦକ ଅର୍ଦ୍ଧେନ୍ଦୁ…

ଭୁବନେଶ୍ବର : ଓଡ଼ିଆ ଟିଭି ଚ୍ୟାନେଲ ‘ବଡ଼ ଖବର’ ସମ୍ପାଦକ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ)। ଠକେଇ ଓ ଜାଲିଆତି ଅଭିଯୋଗରେ ‘ବଡ଼ ଖବର’ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରାଯାଇଛି। ନୟାଗଡ଼ ଓଡ଼ଗାଁ ରୁ ତାଙ୍କୁ ଅର୍ଥନୈତିକ ଅପରାଧ ଶାଖା…