ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Explosion

ମହାରାଷ୍ଟ୍ରର ଥାନେ ଜିଲ୍ଲାରେ ଥିବା ଏକ…

ମୁମ୍ବାଇ: ମହାରାଷ୍ଟ୍ରର ଥାନେ ଜିଲ୍ଲାର ଏକ କେମିକାଲ ଫ୍ୟାକ୍ଟ୍ରିରେ ଗୁରୁବାର ଅପରାହ୍ନରେ ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟି ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଅନେକ ଲୋକ ଏବେ ବି ଭିତରେ ଫସି ରହିଛନ୍ତି।‌ ଦମକଳ ବାହୀନି ସହ ଏନଡିଆରଏଫ୍ ଓ ଏସଡିଆରଏଫ୍ ଘଟଣାସ୍ଥଳରେ…

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮…

ତାମିଲନାଡୁ: ତାମିଲନାଡୁର ଶିବକାଶୀ ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ଯୁ ଘଟିଥିବା ବେଳେ ୧୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ବାଣ କାରଖାନାରେ ବିସ୍ଫୋରଣ ଯୋଗୁ ୮ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସେହିପରି ୧୨ ଜଣ…

ଏର୍ଣ୍ଣାକୁଲମର ଏକ କନ୍‌ଭେନସନ ସେଣ୍ଟରରେ…

କେରଳ: କେରଳର ଏର୍ଣ୍ଣାକୁଲମରେ ବଡ଼ ଧରଣର ବିସ୍ଫୋରଣ । ଏକ କନ୍‌ଭେନସନ ସେଣ୍ଟରରେ ପ୍ରାର୍ଥନାବେଳେ ଘଟିଛି ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ସିନ୍ଦିଗ୍ଧ ଆତଙ୍କବାଦୀ ଆକ୍ରମଣ କରିଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଫରେନସିକ ଟିମ ପହଞ୍ଚି…

ଇଟାଲୀର ମିଲାନ୍‌ ସହରରେ ଭୟଙ୍କର…

ନୂଆଦିଲ୍ଲୀ: ଇଟାଲୀ ମିଲାନ ସହରରେ ଭୟଙ୍କର ବିସ୍ଫୋରଣ । ମିଲାନ ସିଟି ସେଣ୍ଟରରେ ହୋଇଛି ଏହି ବିସ୍ଫୋରଣ ।ବିସ୍ଫୋରଣ ଏତେ ଭୀଷଣ ଥିଲା ଯେ ଆଖାପାଖରେ ପାର୍କିଂ ହୋଇଥିବା ଅନେକ ଗାଡ଼ି ଜଳି ପାଉଁଶ ହୋଇଯାଇଛି। ବିସ୍ଫୋରଣରେ ଜଣେ ଆହତ ହୋଇଥିବା ବେଳେ କାହାରି ମୃତ୍ୟୁ ହୋଇ ନଥିବା ଜଣାପଡ଼ିଛି । ଘଟଣାସ୍ଥଳରେ…