ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

FIH Men’s Hockey World Cup 2023

ହକି ବିଶ୍ବକପ୍‌ ୨୦୨୩ : କଳିଙ୍ଗରେ…

ଭୁବନେଶ୍ବର : ଏଫଆଇଏଚ୍‌ ଓଡ଼ିଶା ହକି ପୁରୁଷ ବିଶ୍ୱକପ ୨୦୨୩ର ଚତୁର୍ଥ ଦିନରେ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଉଥିବା ଦୁଇଟି ମ୍ୟାଚ୍‌ ଶେଷ ହୋଇଛି। ଚତୁର୍ଥ ଦିନରେ ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ଦୁଇଟି ମ୍ୟାଚ ପରେ କଳିଙ୍ଗରେ ଖେଳାଯାଇଥିବା ଆଜିର ପ୍ରଥମ ମ୍ୟାଚରେ ସାଉଥ ଆଫ୍ରିକାକୁ…

ବିଶ୍ୱକପ୍ ଆୟୋଜନ ପାଇଁ…

ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କଲେ FIH ସଭାପତି ତୟାବ ଇକ୍ରାମ । ରାଉରକେଲାରେ ଆୟୋଜିତ ପ୍ରେସମିଟରେ ପ୍ରଶଂସା କରିଛନ୍ତି । ହକି ବିଶ୍ୱକପ୍ ଦିନକୁ ଦିନ ବ୍ୟାପକ ହେବାରେ ଲାଗିଛି । ଏଥିପାଇଁ ଭାରତ ଓ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଓଡ଼ିଶା ସରକାର ଓ…

ବିର୍ସାମୁଣ୍ଡା ଷ୍ଟାଡିୟମ୍‌‌ରେ ହେବ କଡ଼ା…

ରାଉରକେଲା : ଘରୋଇ ସମର୍ଥକ ଓ ଘରୋଇ ଖେଳାଳିଙ୍କ ଦମ୍‌‌ ବଳରେ ଭାରତ ବିଜୟରୁ ଏଫ୍‌‌ଆଇଏଚ୍‌‌ ହକି ପୁରୁଷ ବିଶ୍ୱକପ୍‌‌ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ନବନିର୍ମିତ ବିର୍ସାମୁଣ୍ଡା ଷ୍ଟାଡିୟମ୍‌‌ରେ ଭାରତ ୨-୦ ଗୋଲରେ ସ୍ପେନ୍‌‌କୁ ହରାଇ ୪୮ ବର୍ଷ ପରେ ପଦକ ଜିତିବାକୁ ଗୋଟିଏ ପାଦ ଅଗ୍ରସର ହୋଇଛି। ଏହି…

ହକି ବିଶ୍ବକପ୍‌ ୨୦୨୩ : ଜାପାନକୁ ୩-୦…

ଭୁବନେଶ୍ବର : ଏଫଆଇଏଚ୍‌ ଓଡ଼ିଶା ହକି ପୁରୁଷ ବିଶ୍ୱକପ ୨୦୨୩ରେ ଆଜି ଖେଳା ଯାଇଥିବା ଅଷ୍ଟମ ମ୍ୟାଚ୍‌ରେ ଜାପାନ ବିପକ୍ଷରେ ଦମ୍‌ଦାର ବିଜୟ ହାସଲ କରି ଜର୍ମାନୀ ତାର ବିଶ୍ବକପ୍‌ ଅଭିଯାନ ଆରମ୍ଭ କରିଛି। କଳିଙ୍ଗ ଷ୍ଟାଡିୟମରେ ଖେଳାଯାଉଥିବା ମ୍ୟାଚରେ ଜାପାନକୁ ୩-୦ ଗୋଲରେ ହରାଇଛି ଜର୍ମାନୀ। କଳିଙ୍ଗ…

ହକି ବିଶ୍ବକପ୍‌ ୨୦୨୩ : ୪-୦ ଗୋଲ୍‌ରେ…

ରାଉରକେଲା : ଏଫଆଇଏଚ୍‌ ଓଡ଼ିଶା ହକି ପୁରୁଷ ବିଶ୍ୱକପ ୨୦୨୩ରେ ଆଜି ଖେଳା ଯାଇଥିବା ଷଷ୍ଠ ମ୍ୟାଚ୍‌ରେ ୪-୦ ଗୋଲ୍‌ରେ ମାଲେସିଆକୁ ହରାଇଛି ନେଦରଲ୍ୟାଣ୍ଡ୍‌ସ । ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ଆଜି ଦ୍ବିତୀୟ ମ୍ୟାଚରେ ତିନି ଥରର ଚାମ୍ପିଅନ ନେଦରଲ୍ୟାଣ୍ଡସ ଓ ମାଲେସିଆ ମଧ୍ୟରେ ଖେଳା ଯାଇଥିଲା।…

ବିର୍ସା ମୁଣ୍ଡା ଷ୍ଟାଡିୟମରୁ ବିଜୟ ସହ…

ରାଉରକେଲା : ଓଡ଼ିଶାରେ ଆଜିଠୁ ଆରମ୍ଭ ହୋଇଥିବା ପୁରୁଷ ହକି ବିଶ୍ବକପ୍‌ ୨୦୨୩ରେ ବିଜୟ ସହ ବିଶ୍ବକପ୍‌ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ପ୍ରଥମ ଦିନର ଚତୁର୍ଥ ମ୍ୟାଚରେ ଆୟୋଜକ ଭାରତ ୨-୦ରେ ସ୍ପେନ୍‌କୁ ପରାସ୍ତ କରିଛି। ରାଉରକେଲାରେ ନବନିର୍ମିତ ବିର୍ସା ମୁଣ୍ଡା ଷ୍ଟାଡିୟମ୍‌ରେ ଭାରତୀୟ ଟିମ୍‌ରେ…

ରାଉରକେଲାରେ ମୁଖ୍ୟମନ୍ତ୍ରୀ : ନବନିର୍ମିତ…

ରାଉରକେଲା : ରାଉରକେଲାରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ନବନିର୍ମିତ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଚଳିତ ବିଶ୍ବକପ୍‌ର ଚତୁର୍ଥ ମ୍ୟାଚ୍‌ ଭାରତ ଓ ସ୍ପେନ ମୁକାବିଲା ଦେଖିବେ। ଦର୍ଶନମାନଙ୍କ ସହ ନବୀନ ମ୍ୟାଚ ଦେଖିବା ସହ ଭାରତୀୟ ଦଳକୁ ବିଶ୍ବକପ୍‌ ଅଭିଯାନରେ ଉତ୍ସାହିତ…

ହକି ବିଶ୍ବକପ୍‌ ୨୦୨୩ : ଫ୍ରାନ୍ସକୁ ୮-୦…

ଭୁବନେଶ୍ବର : ଆଜିଠୁ ଆରମ୍ଭ ହୋଇଥିବା ଏଫଆଇଏଚ୍‌ ଓଡ଼ିଶା ହକି ପୁରୁଷ ବିଶ୍ୱକପ ୨୦୨୩ର ଦ୍ବିତୀୟ ମ୍ୟାଚରେ ଦମ୍‌ଦାର ପଦର୍ଶନ କରି ବିଶାଳ ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ। କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଫ୍ରାନ୍ସକୁ ୮ଟି ‌ଗୋଲ୍‌ରେ ପରାସ୍ତ କରି ଅଷ୍ଟ୍ରେଲିଆ ଚଳିତ ବିଶ୍ବକପରେ ବିଜୟ…

ଆଜିଠାରୁ ପୁରୁଷ ହକି ମହାକୁମ୍ଭ:…

ଭୁବନେଶ୍ୱର: ଓଡ଼ିଶାରେ ଆଜି ଠାରୁ ଆରମ୍ଭ ହେବ ଏଫ୍‌‌ଆଇଏଚ୍‌‌ ପୁରୁଷ ହକି ବିଶ୍ୱକପ। କଟକର ବାରବାଟୀ ଷ୍ଟାଡିୟମ୍‌‌ରେ ବୁଧବାର ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଏହି ମେଗା ଟୁର୍ଣ୍ଣାମେଣ୍ଟର ଉଦ୍‌‌ଘାଟନ ପରେ ଏବେ ହକି ଷ୍ଟାଡିୟମ୍‌‌କୁ ଫେରିଛି ସମସ୍ତଙ୍କ ନଜର। ଶୁକ୍ରବାର କଳିଙ୍ଗ ଷ୍ଟାଡିୟମ୍‌‌ରେ ଆର୍ଜେଣ୍ଟିନା…

କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଥିବା…

ଭୁବନେଶ୍ୱର: ମନ ମୋହୁଛି ଓଲି ଲ୍ୟାଣ୍ଡ । କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଥିବା ଓଲି ଲ୍ୟାଣ୍ଡ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଭିନ୍ନ ଥିମ ସହିତ ଓ ଆଲୋକ ମାଳାରେ ସଜେଇ ହୋଇଛି ଷ୍ଟାଡିୟମ । ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ସଚିବ ମଧ୍ୟ ଓଲି ଲ୍ୟାଣ୍ଡ ବୁଲି ଦେଖିଛନ୍ତି।…