ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

G20 summit

ଆଜି G20 ସମ୍ମିଳନୀର ଦ୍ବିତୀୟ ଦିନ:…

ନୂଆଦିଲ୍ଲୀ: ରାଜଘାଟରେ ରାଷ୍ଟ୍ରମୁଖ୍ୟ । ଆଜି G20 ସମ୍ମିଳନୀର ଦ୍ବିତୀୟ ଦିନରେ ରାଜଘାଟ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ବିଶ୍ୱ ନେତା । ରାଜଘାଟରେ ପହଁଚୁଥିବା ବିଶ୍ୱ ନେତାଙ୍କୁ ସ୍ୱାଗତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଖଦୀରେ ପ୍ରସ୍ତୁତ ଉପଢୌକନ…

ଜି-୨୦ ସମ୍ମିଳନୀ: ନୂଆଦିଲ୍ଲୀ…

ନୂଆଦିଲ୍ଲୀ: ଜି-୨୦ ସମ୍ମିଳନୀର ପ୍ରଥମ ଦିନ ଶନିବାର ନୂଆଦିଲ୍ଲୀରେ ଜି-୨୦ ଘୋଷଣା ପତ୍ରକୁ ମଞ୍ଜୁରୀ ମିଳିଛି। ନୂଆଦିଲ୍ଲୀ ଘୋଷଣାପତ୍ରକୁ ସବୁ ସଦସ୍ୟ ରାଷ୍ଟ୍ର ଗ୍ରହଣ କରିଛନ୍ତି। ସମ୍ମିଳନୀର ଦ୍ଵିତୀୟ ଅଧିବେଶନରେ ପ୍ରଧାନମନ୍ତ୍ରୀ ମୋଦୀ  ସୂଚନା ଦେଇଛନ୍ତି। ଏହି ଅବସରରେ ସେ ଜି-୨୦ର ରାଷ୍ଟ୍ରାଧ୍ୟକ୍ଷ ଓ…

‘ଇଣ୍ଡିଆ’ ବନାମ…

ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କ ଟେବୁଲ ଉପରେ ଥିବା କଣ୍ଟ୍ରିପ୍ଲେଟରେ ଇଣ୍ଡିଆ ଜାଗାରେ ଭାରତ ଲେଖାଯାଇଛି। ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଆଜି ଜି-୨୦ ଶିଖର ସମ୍ମିଳନୀରେ । ଇଣ୍ଡିଆ ବନାମ ଭାରତକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ ହୋଇଥିବାବେଳେ ଅନ୍ତରାଷ୍ଟ୍ରୀୟ ମଞ୍ଚରେ ମୋଦୀ…

G-20 ସମ୍ମିଳନୀରେ ଯୋଗ ଦେଇପାରିବେ ନାହିଁ…

ନୂଆଦିଲ୍ଲୀ: ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ନିକଟରେ ବ୍ରିକ୍ସର ସମ୍ପ୍ରସାରଣ ସମେତ ଦକ୍ଷିଣ ଆଫ୍ରିକାରେ ବ୍ରିକ୍ସ ଶିଖର ସମ୍ମିଳନୀରେ ହୋଇଥିବା ବୁଝାମଣାର ଗୁରୁତ୍ୱ ଉପରେ ମଧ୍ୟ ଦୁଇ ନେତା ଆଲୋଚନା କରିଥିଲେ ।…

କୋଣାର୍କରେ ହେବ ଜି-୨୦ ବୈଠକ

ଭୁବନେଶ୍ବର : କୋଣାର୍କରେ ହେବ ଜି-୨୦ ବୈଠକ । ଆସନ୍ତା ଡିସେମ୍ବର ୧ ତାରିଖରୁ ୩୦ ନଭେମ୍ବର ୨୦୨୩ ବର୍ଷେ ଯାଏଁ ଭାରତ ଜି-୨୦ ଅଧ୍ୟକ୍ଷ ରହିବ । ଏହି ଅବଧିରେ ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ବିଭିନ୍ନ ରାଜ୍ୟର ରାଜଧାନୀ, ମହାନଗର, ବଡ଼ ଓ ଛୋଟ ସହର ଓ ପ୍ରସିଦ୍ଧ ଐତିହାସିକ ସ୍ଥଳ ସହ ମୋଟ ୫୫ଟି…

ଜି -୨୦ ବୈଠକରେ ଭାଗନେବା ପାଇଁ ରୋମ୍‌ରେ…

ରୋମ୍: ଆଜିଠୁ ଇଟାଲୀରେ ଆରମ୍ଭ ହେବ ଜି-୨୦ ସମ୍ମିଳନୀ । ଏଥିରେ ୨୦ଟି ଦେଶର ମୁଖ୍ୟ ଭାଗ ନେବେ । କରୋନା ସମୟରେ ବିଶ୍ବର ଆର୍ଥିକ ସ୍ଥିତି ଉପରେ ଆଲୋଚନା କରିବେ ରାଷ୍ଟ୍ର ମୁଖ୍ୟ । ଯେଉଁଥିପାଇଁ ରୋମରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । କେବଳ ଏତିକି ନୁହେଁ ପ୍ରାୟ ୧୨ ବର୍ଷ ପରେ ରୋମ୍ ଯାଇଛନ୍ତି…