ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Gajapati

ଗଜପତି ଜିଲ୍ଲାରେ ଜିରାଙ୍ଗ ପରିଦର୍ଶନ କଲେ…

ଗଜପତି: ଗଜପତି ଜିଲ୍ଲାରେ ଜିରାଙ୍ଗ ପରିଦର୍ଶନ କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଜିରାଙ୍ଗ ସ୍ଥିତ ବୌଦ୍ଧ ବିହାର ପରିଦର୍ଶନ କରି ଭଗବାନ ବୁଦ୍ଧଙ୍କ ଆଶିଷ ଗ୍ରହଣ କରିଛନ୍ତି 5T ଅଧ୍ୟକ୍ଷ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଜିରାଙ୍ଗର ଏହି ବୌଦ୍ଧ ବିହାରରେ ମାନବ ସମାଜର ମଙ୍ଗଳକାମନା କରି ଚାଲିଥିଲା…

କାଶୀନଗରରେ ବିକାଶର ହିସାବ ଦେଲେ ୫ଟି…

ଗଜପତି: ୭ ମାସ ଭିତରେ ଗଜପତି ଜିଲ୍ଲାକୁ ମିଳିଛି ପ୍ରାୟ ୧୨୦ କୋଟି ଟଙ୍କା। କାଶୀନଗର ନୀଳମଣି ଦୁର୍ଗା ମନ୍ଦିର ପଡ଼ିଆରେ ବିକାଶର ହିସାବ ରଖିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ମେ' ୧୦ତାରିଖରେ ସେ ଆସି ୩୮୦ ଦରଖାସ୍ତ ପାଇଥିଲେ। ଏହା ମଧ୍ୟରୁ ୩୫୦ଟି ଦରଖାସ୍ତ ସମାଧାନ ହୋଇଛି। ଗୁମ୍ମାରେ ନୂଆ…

ଗଜପତି ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ:…

ଗଜପତି: ଗଜପତି ଜିଲ୍ଲା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଏଠାରେ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି ୫ଟି କାର୍ତ୍ତିକ ପାଣ୍ଡିଆନ ।…

ଆଜି ‘୫-ଟି’ ଅଧ୍ୟକ୍ଷଙ୍କ ଗଜପତି ଜିଲ୍ଲା…

ପାରଳାଖେମୁଣ୍ଡି: ଆଜି ‘୫-ଟି’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗଜପତି ଜିଲ୍ଲା ଗସ୍ତରେ ଆସୁଛନ୍ତି। ଏନେଇ ଉଭୟ ପ୍ରଶାସନ ଓ ବିଜେଡି ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଭୁବନେଶ୍ୱର ବିମାନବନ୍ଦରରୁ ପୂର୍ବାହ୍ନ ୧୦ଟା ସମୟରେ ହେଲିକପ୍ଟର୍‌ରେ ବାହାରି ପାରଳାଖେମୁଣ୍ଡିସ୍ଥିତ ସେଞ୍ଚୁରିୟାନ ପବ୍ଲିକ…

୫-ଟି ବିଦ୍ୟାଳୟରୁ କମ୍ପ୍ୟୁଟର ଚୋରୀ…

ଗୁମ୍ମା: ଗଜପତି ଜିଲ୍ଲା ସେରଙ୍ଗ ଥାନା ଅନ୍ତର୍ଗତ ଆଶ୍ରୟଗଡ଼ ୫-ଟି ଅନ୍ତର୍ଭୁକ୍ତ ସରକାରୀ ଉଚ୍ଚ ବିଦ୍ୟାଳୟରୁ କମ୍ପ୍ୟୁଟର ଚୋରୀ କରିଥିବା ଅଭିଯୁକ୍ତ ଗିରଫ। ସୂଚନା ଅନୁସାରେ ଆଶ୍ରୟଗଡ଼ ୫-ଟି ଉଚ୍ଚ ସରକାରୀ ବିଦ୍ୟାଳୟରେ ୬ଜୁନରେ ଈ-ପାଠାଗାରରୁ କମ୍ପ୍ୟୁଟର ଚୋରୀ ହୋଇଥିବା ଅଭିଯୋଗ ହୋଇଥିଲା। ବିଦ୍ୟାଳୟ…

ବାତ୍ୟା ‘ମିଗଜୋମ୍‌ ପ୍ରଭାବ: ପ୍ରବଳ…

ଭୁବେଶ୍ବର: ବାତ୍ୟା ମିଚାଉଁ (ବର୍ମୀୟ ଭାଷାରେ ମିଗ୍‌‌ଜୋମ୍‌‌)ର ପ୍ରଭାବ ଓଡ଼ିଶାରେ ଆରମ୍ଭ ହୋଇଯାଇଛି। ଆଜି ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ଅଞ୍ଚଳରେ ସ୍ୱଳ୍ପ ବର୍ଷା ହୋଇଛି। ଆସନ୍ତା କାଲିଠାରୁ ଏହାର ପ୍ରକୋପ ବୃଦ୍ଧି ପାଇବା ସହ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି।…

ଗଜପତିରେ ବୁଲୁଛି ମହାରାଷ୍ଟ୍ରର ବାଘ, ୪ଟି…

ଗଜପତି: ଗଜପତିରେ ଘୁରି ବୁଲୁଛି ମହାରାଷ୍ଟ୍ରର ମହାବଳ ବାଘ । ୪ଟି ରାଜ୍ୟ ଡେଇଁ ମହାରାଷ୍ଟ୍ରରୁ ଓଡ଼ିଶା ଆସିଲା ମହାବଳ । ପାରଳାଖେମୁଣ୍ଡିରେ ଦେଖାଦେଇଥିବା ମହାବଳ ବାଘଟି ମହାରାଷ୍ଟ୍ର ଚନ୍ଦ୍ରପୁର ବ୍ରହ୍ମପୁରୀ ଫରେଷ୍ଟ ଡିଭିଜନର ବୋଲି ଜଣାପଡିଛି । ୨୦୨୧ ମସିହାରେ ଏହା ସେଠାକାର କ୍ୟାମେରା ଟ୍ରାପରେ…

କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ…

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ…

ଗଜପତିରେ ‘ଲକ୍ଷ୍ମୀ’ ବସର…

ଭୁବନେଶ୍ବର: ରାଜ୍ୟର ବିକାଶରେ ସହଯୋଗ କରିବ 'ଲକ୍ଷ୍ମୀ' । ଆଜି ଗଜପତି ଜିଲ୍ଲାର ୭ ବ୍ଲକରେ ଆରମ୍ଭ ହେଲା 'ଲକ୍ଷ୍ମୀ' ସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୭ଟି ବ୍ଲକରେ ସେବା ଯୋଗାଇବ ବସ୍ । ପ୍ରଥମ ପର୍ଯ୍ୟାୟରେ ମୋଟ ୩୬ଟି ବସ…

ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା…

ମୋହନା: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ । ଶୁକ୍ରବାର ବିଳମ୍ବିତ ରାତିରେ ଗଜପତି ଜିଲ୍ଲା ମୋହନା ଥାନା ଏକ୍ରିକୂପା ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । RB କୋଚ୍ ନାମକ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡ଼ିଥିଲା ।…