ବରଗଡ଼ରେ ଲଜ୍ଜା: ରାଜନୈତିକ ଆକ୍ରୋଶରୁ…
ବରଗଡ଼: ବରଗଡ଼ରେ ଲଜ୍ଜା। ରାଜନୈତିକ ଆକ୍ରୋଶରୁ ନାବାଳିକାକୁ ଅପହରଣ ପରେ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଫିରିଙ୍ଗିମାଲରେ ଘଟିଛି ଏହିଭଳି ଲୋମହର୍ଷଣକାରୀ ଘଟଣା । ପୂର୍ବ ରାଜନୈତିକ ଶତୃତାକୁ କେନ୍ଦ୍ରକରି ଅପହରଣ ପରେ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ କରିଛନ୍ତି…