ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଭୁବନେଶ୍ୱର: ସାମ୍ବାଦିକ ସମ୍ମୁଖ କରୋନା ଯୋଦ୍ଧା । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କରିଛନ୍ତି । ଏହାଦ୍ୱାରା ରାଜ୍ୟର ୬ ହଜାର ୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ ।ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟକାରୀ କରିବା ସହ…