ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Govt of Odisha

ସରକାର କିମ୍ବା ଅଧିକାରୀ ନୁହନ୍ତି;…

ଭୁବନେଶ୍ବର : ସରକାର ଓ ଅଧିକାରୀ ନୁହନ୍ତି; ରାଜ୍ୟର ଲୋକଙ୍କ ମତ ଓ ଉପଲବ୍ଧି ଆଧାରରେ ଚାଲିବ ସରକାର। ‘ମୋ ସରକାର’ ଓ ‘୫-ଟି’ ଉପକ୍ରମ ଏହାର କାର୍ଯ୍ୟାନ୍ୱୟନ କରିବ। ଏଥିପାଇଁ ପ୍ରସ୍ତୁତ ହୋଇଛି କାର୍ଯ୍ୟଯୋଜନା। ରାଜ୍ୟର ସମସ୍ତ ୬୭୯୩ ପଞ୍ଚାୟତରୁ ସରକାରୀ ଯୋଜନା, କାର୍ଯ୍ୟକ୍ରମ ସଂକ୍ରାନ୍ତରେ ସାଧାରଣ…

ଓଡ଼ିଶାକୁ ଅବହେଳା : ଠିକ୍‍ ସମୟରେ ଆସୁନି…

ଭୁବନେଶ୍ୱର : କ୍ରମାଗତ ଭାବରେ କେନ୍ଦ୍ରୀୟ ଅବହେଳାର ଶିକାର ହୋଇଛି ଓଡ଼ିଶା। ରାଜ୍ୟ ସ୍ୱାର୍ଥ ସମ୍ବଳିତ ଦାବିକୁ କେନ୍ଦ୍ର ସରକାର ବିଭିନ୍ନ ବାହାନା ଦେଖାଇ ଏଡ଼ାଇ ଯାଉଛନ୍ତି କିମ୍ବା ନିରବ ରହୁଛନ୍ତି। ସଂଘୀୟ ବ୍ୟବସ୍ଥାରେ କେନ୍ଦ୍ର-ରାଜ୍ୟ ମଧ୍ୟରେ ଭାଗିଦାରୀ ରହିବାର ଆବଶ୍ୟକତା ରହିଛି। ରାଜ୍ୟ ସରକାର…

କରୋନାରେ ଅନାଥ ହୋଇଥିବା ପିଲାଙ୍କୁ ଗ୍ରୀନ…

ଭୁବନେଶ୍ୱର: କରୋନାରେ ଅନାଥ ହୋଇଥିବା ପିଲାଙ୍କୁ ରାଜ୍ୟ ସରକାରଙ୍କ Green Passage ଯୋଜନାରେ ସାମିଲ କରାଯିବ। ପିଲାଙ୍କ ଶିକ୍ଷା ଖର୍ଚ୍ଚ ଦେବେ ରାଜ୍ୟ ସରକାର। ସେମାନଙ୍କ ବୈଷୟିକ ଶିକ୍ଷା ଯଥା ମେଡିକାଲ ଓ ଇଂଜିନିୟରିଂ ପାଠ ଖର୍ଚ୍ଚ ବି ରାଜ୍ୟ ସରକାର ବହନ କରିବେ । ଘରୋଇ ଶିକ୍ଷାନୁଷ୍ଠାନରେ ପଢୁଥିଲେ,…

ରଥଯାତ୍ରା ନେଇ ବଡ଼ ନିଷ୍ପତ୍ତି: ବିନା…

ଭୁବନେଶ୍ୱର: ରଥଯାତ୍ରା ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ପୂର୍ବ ବର୍ଷ ଭଳି ଏଥର ମଧ୍ୟ କେବଳ ପୁରୀରେ ହେବ ରଥଯାତ୍ରା । ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ହେବ ରଥଯାତ୍ରା  ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା  ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି ।…

ଅଂଶୁଘାତ ମୁକାବିଲା ପାଇଁ ଓଡ଼ିଶା…

ଭୁବନେଶ୍ବର: ରାଜ୍ୟରେ ତାପମାତ୍ରା ବଢୁଥିବା ବେଳେ ଅଂଶୁଘାତର ମୁକାବିଲା ପାଇଁ  ମାର୍ଚ୍ଚ ୧୦ ତାରିଖ ପୂର୍ବରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା କାର୍ଯ୍ଯକ୍ରମ କରାଯିବ। ଆଜି ସମସ୍ତ ବିଭାଗର ସଚିବ ଓ ମୁଖ୍ୟ ସଚିବଙ୍କୁ ନେଇ ଏସମ୍ବନ୍ଧରେ ଏକ ବୈଠକ ବସିଥିଲା। ରାଜ୍ୟରେ କିଭଳି…