Browsing Tag

Haevy Rainfall

ଗୋଟିଏ ଲଘୁଚାପର ପ୍ରକୋପ ନ ସରୁଣୁ ପଛକୁ…

ଭୁବନେଶ୍ୱର: ଜାରି ରହିଥିବା ଲଘୁଚାପର ପ୍ରକୋପ ନ ସରୁଣୁ ପଛକୁ ପଛ ଆସୁଛି ଆଉ ୨ ଲଘୁଚାପ। ଗୋଟିଏ ଲଘୁଚାପ ଆସନ୍ତା ୧୩ ତାରିଖ ସୃଷ୍ଟି ହେବାକୁ ଥିବା ବେଳେ ଆଉ ଗୋଟିଏ ଲଘୁଚାପ ୧୮ ତାରିଖ ବେଳକୁ ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ୍‍ ଆକଳନ କରିଛନ୍ତି। ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏହି ଦୁଇ ଲଘୁଚାପ…

ଆଜି ଅବପାତ ରୂପ ନେବ ଲଘୁଚାପ: ବଢୁଛି…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶକ୍ତିଶାଳୀ ହେଉଛି। ଏହାର ପ୍ରଭାବରେ ୩ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଲଘୁଚାପ ଘନୀଭୂତ ହୋଇ ଆସନ୍ତାକାଲି ଅବପାତର ରୂପ ନେବା। ଏଥିପାଇଁ ଆହୁରି ୨-୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡ଼ିଛି। ଦେଶର…

ରାଜ୍ୟରେ ଆସନ୍ତା ୧୪ରୁ ବଢ଼ିବ ବର୍ଷା;…

ଭୁବନେଶ୍ୱର: ଓଡ଼ିଶା ଉପରେ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ କ୍ଷେତ୍ର ଏବେ ସମୁଦ୍ର ମଧ୍ୟରେ ସକ୍ରିୟ ଥିବା କାରଣରୁ ଗତ ଦୁଇ ଦିନ ତୁଳନାରେ ସୋମବାର ବର୍ଷାର ପରିମାଣ ମଧ୍ୟ ବୃଦ୍ଧି ହୋଇଛି। ଆଗକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା…