ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

heat wave

ରାଜ୍ୟରେ ଦିନ ୧୧ଟା ୩୦ ସୁଦ୍ଧା ୪୦…

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କରିଛି ୪ ସହରର ତାପମାତ୍ରା। ଝାରସୁଗୁଡାର…

ସକାଳ ୮ ଟା ୩୦ ସୁଦ୍ଧା ତାଳଚେରରେ ୩୫…

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ତାଳଚେରରେ ୩୫ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର…

ସକାଳୁ ଅସହ୍ୟ ତାତି: ୮ ଟା ୩୦ ସୁଦ୍ଧା…

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ତାଳଚେରରେ ୩୫.୮ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ…

ଆଜି ରାଜ୍ୟର ୪୦ ଡିଗ୍ରୀ ଉପରେ ୨୯ ସହରର…

ଭୁବନେଶ୍ବର: ରାଜ୍ୟରେ ତାତିର ତାଉ ଜାରି ରହିଛି। ଲଗାତାର ୨ ଦିନ ହେବ ରାଜ୍ୟର ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବା ସହ ଅନେକ ସହରରେ ତାପମାତ୍ରା ୪୧ ଡିଗ୍ରୀ ଅତିକ୍ରମ କରିଛି। ମଙ୍ଗଳବାର ରାଜ୍ୟର ୨୯ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ୧୮ ସହରରେ ୪୧ ଡ଼ିଗ୍ରୀ…

ରାଜ୍ୟରେ କଲବଲ କରୁଛି ତାତି: ଦିନ ୨ ଟା…

ଭୁବନେଶ୍ୱର: ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ୨ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ଭୁବନେଶ୍ୱରର ତାପମାତ୍ରା ସର୍ବୋଚ୍ଚ ରହିଛ।…

ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ହିଟୱେଭ…

ଭୁବନେଶ୍ବର: ତାତି ଆଗାମୀ ୫ ଦିନ ପର୍ଯ୍ୟନ୍ତ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୧୭ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ଆହୁରି ବଢିବ ତାପମାତ୍ରା। ୪୩ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ  ତାତି ବଢ଼ିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।ବଲାଙ୍ଗୀର, ଟିଟଲାଗଡ଼, ବୌଦ୍ଧରେ ସବୁଠୁ ଅଧିକ…

ରାଜ୍ୟରେ ୧୫ ଏପ୍ରିଲରୁ ଗ୍ରୀଷ୍ମ ଲହରୀ,…

ଭୁବନେଶ୍ୱର: ରାଜ୍ୟରେ ଦୃଷ୍ଟାନ୍ତମୂଳକ ଭାବେ ବଢ଼ିବ ତାପମାତ୍ରା। ପୁଣି ଥରେ ଟାଣ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ। ମୁଣ୍ଡ ଫଟା ଖରା ସାଙ୍ଗକୁ ବହିବ ଝାଞ୍ଜି ପବନ। ଫଳରେ ପୁଣି ଥରେ ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ପାର୍‌ କରିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। କେନ୍ଦ୍ର…

ଖରାରେ ଅସ୍ତବ୍ୟସ୍ତ ଜନଜୀବନ: ୪୩ ଡିଗ୍ରୀ…

ଭୁବନେଶ୍ବର: ଖରାରେ ଅସ୍ତବ୍ୟସ୍ତ ଜନଜୀବନ। ଉପକୂଳରୁ ଉପାନ୍ତ ହେଉକି ବୌଦ୍ଧରୁ ଭୁବନେଶ୍ୱର ସବୁଠି ଦେଖିବାକୁ ମିଳୁଛି ତାତିର ଦାଉ। ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ଜୀବନ ଯାତ୍ରାକୁ ପ୍ରଭାବିତ କରିଛି। ଆଜି ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୩ ଡିଗ୍ରୀ ପାର କରିଛି। ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା…

ଆସନ୍ତା ୬ ତାରିଖ ଯାଏଁ ତାତିରୁ ନାହିଁ…

ଭୁବନେଶ୍ବର: ଖରାରେ ସିଝୁଛି ସାରା ଓଡ଼ିଶା। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର। ଯାହାକୁ ନଜରରେ ରଖି ହିଟୱେଭ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାସହ ରାଜ୍ୟରେ ଜାରି ରହିବ ଉଷ୍ମ ରାତିର ସ୍ଥିତି। ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆଦ୍ରତା ରହୁଛି। ଏନେଇ ଉଷ୍ମ ଓ…

୪୧ ଡ଼ିଗ୍ରୀ ଉପରେ ୭ ସହରର ତାପମାତ୍ରା,…

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି। ୭ ସହରରେ ଦିନ ତାପମାତ୍ରା ୪୧ ଡ଼ିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି । ସେହିପରି ୪୧.୭ ଡିଗ୍ରୀ ସହ ମାଲକାନାଗିରି ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପଲାଟିଛି। ୪ ରୁ ୬ ତାରିଖ ମଧ୍ୟରେ ରାଜ୍ୟରେ କିଛି କିଛି ସ୍ଥାନରେ ୨ ରୁ…