ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

HeatWave

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ:…

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ୧୮ ଏବଂ ୧୯ ତାରିଖରେ ସିଭିୟର ହିଟଓ୍ବେଭ ପାଇଁ ସତର୍କତା ସୂଚନା ଜାରି କରିଛି ପାଣିପାଗ ବିଭାଗ । ଦୁଇ ଦିନ ପାଇଁ ମୟୂରଭଞ୍ଜ, ନୟାଗଡ଼, ଗଜପତି ଏବଂ ନୂଆପଡାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  ସ୍ବାଭାବିକ ଠାରୁ ୫ ରୁ ୭ ଡିଗ୍ରୀ ଉପରେ ରହିବ…

ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ କାମ…

ଭୁବନେଶ୍ୱର: ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେନି ଶ୍ରମିକ । ଅସହ୍ୟ ଖରାରେ ଶ୍ରମିକଙ୍କୁ କାମ କରାଇଲେ ହେବ କାର୍ଯ୍ୟାନୁଷ୍ଠାନ । ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି । ନିର୍ଦ୍ଦେଶ ଅବମାନନା ହେଲେ ସମ୍ପକ୍ତ ଅଧିକାରୀ ଦାୟୀ ରହିବେ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ…

ରାଜ୍ୟରେ ଅସହ୍ଯ ତାତି: ଦିନ ୧୧ଟା ୩୦…

ଭୁବନେଶ୍ବର: ରାଜ୍ୟକୁ ପୁଣି ଫେରିଛି ତାତି। ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ।  ଗତ କିଛି ଦିନର ବ୍ୟବଧାନ ପରେ ପୁଣି ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ଆଜି ଦିନ ସାଢେ ୧୧ ସୁଦ୍ଧା ୨ ସହରର ତାପମାତ୍ରା ୩୯ ଡିଗ୍ରୀ ପାର କରିଛି। ୩୯.୬ ଡିଗ୍ରୀ ତାପମାତ୍ରା ସହ ବାଲେଶ୍ବର ଦିନ ୧୧ଟା ୩୦ ସୁଦ୍ଧା…

ପୁଣି ଫେରିଲା ତାତି, ଦିନ ସାଢ଼େ ୧୧ଟା…

ଭୁବନେଶ୍ବର: ରାଜ୍ୟରେ ପୁଣି ଫେରିଲା ତାତି।  ଗତ କିଛି ଦିନର ବ୍ୟବଧାନ ପରେ ପୁଣି ତାପମାତ୍ରା ବୃଦ୍ଧି ପାଇଛି। ଦିନ ସାଢ଼େ ୧୧ ସୁଦ୍ଧା ୩୬ ଡିଗ୍ରୀ ଉପରେ ୩ ସହରର ତାପମାତ୍ରା ରେକର୍ଡ କରାଯାଇଛି। ଆଜି ୧୧ ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା ଆନୁଯାୟୀ ଚାନ୍ଦବାଲି ସବୁଠୁ ଉତ୍ତପ୍ତ ସହ ପାଲଟିଛି।…

ରାଜ୍ୟରେ ପୁଣି ଫେରିବ ତାତି, ବଢ଼ିବ ୬ରୁ…

ଭୁବନେଶ୍ୱର: ରାଜ୍ୟରେ ପୁଣି ତାତି ବୃଦ୍ଧି ପାଇବ। କାଳବୈଶାଖୀର କ୍ରମାଗତ ପ୍ରଭାବ ହେତୁ ରାଜ୍ୟରେ ତାପମାତ୍ରାରେ ବର୍ତ୍ତମାନ ତଳକୁ ଖସିଛି। ରାଜ୍ୟରେ ତାପମାତ୍ରା ବର୍ତ୍ତମାନ ୪୦ ଡିଗ୍ରୀ ତଳେ ରହିଥିଲେ ମଧ୍ୟ ପାରଳାଖେମୁଣ୍ଡିରେ ତାତି ୩୯ ଡିଗ୍ରୀ ଛୁଇଁଛି। ତାପମାତ୍ରା କମିଛି। ଲୋକେ ତାତିରୁ ଆଶ୍ୱସ୍ତି…

୨୪ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ…

ଭୁବନେଶ୍ୱର: ଆକାଶରୁ ବର୍ଷୁଛି ନିଆଁ, ଝାଞ୍ଜିରେ ଜଳି ଯାଉଛି ଦେହ । ବାହାରୁ ଘର ପର୍ଯ୍ୟନ୍ତ ସବୁଠୁ ପ୍ରଚଣ୍ଡ ତାତି।  ନିଆଁ ବର୍ଷା ଖରା ସାଙ୍ଗକୁ ପ୍ରଚଣ୍ଡ ତାତିରେ ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ଆଜି ମଧ୍ୟ ସାରା ରାଜ୍ୟରେ ଏଭଳି ଗରମ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ…

ପେଟର ତାତି ଆଗରେ ହାର୍‌‌ମାନିଛି…

ଭୁବନେଶ୍ୱର: ଧୁ ଧୁ ଖରାରେ ଅସ୍ତବ୍ୟସ୍ତ ଜନଜୀବନ। ସବୁଠି ଦେଖିବାକୁ ମିଳୁଛି ତାତିର ତାଉ। ପେଟର ମୁଠାଏ ଭୋକ ଆଉ ପାଉଣା ଲାଗି ଖରା ସହ କରିବାକୁ ପଡ଼ୁଛି ପ୍ରତିଦ୍ୱନ୍ଦିତା। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ପୁରୁଣା ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ବାହାରେ ବସୁଥିବା ଫୁଲ ଓ ଦୀପ ଦୋକାନୀଙ୍କ ନିକଟରେ।…

ଅସମ୍ଭାଳ ତାତିରେ ସିଝୁଛି ସାରା ଓଡିଶା;…

ଭୁବନେଶ୍ୱର: ଅସମ୍ଭାଳ ଖରାରେ ସିଝୁଛି ସାରା ଓଡିଶା । ଅସହ୍ୟ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଯୋଗୁଁ ଅସ୍ତବ୍ୟସ୍ତ ଜନଜୀବନ । ଆଜି ଉଭୟ ମାଲକାନଗିରି ଓ ବୌଦ୍ଧରେ ଦିନ ତାପମାତ୍ରା ସର୍ବାଧିକ ୪୨ ଡିଗ୍ରି ରେକର୍ଡ କରାଯାଇଛି। ରାଜ୍ୟର ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଏ ନେଇ ଆଞ୍ଚଳିକ…

ଅସହ୍ୟ ତାତିରେ ସିଝୁଛି ଓଡିଶା, ଆଜି ୪୦.୪…

ଭୁବନେଶ୍ୱର: ମୁଣ୍ଡଫଟା ଖରା ସାଙ୍ଗକୁ ପ୍ରବଳ ତାତିରେ ଫୁଟୁଛି ସାରା ଓଡିଶା । ଆଜି ରାଜ୍ୟର ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି । ତେବେ ଆଜି ୪୦.୪ ଡିଗ୍ରୀ ସହ ବାରିପଦା ଓ ଝାରସୁଗୁଡ଼ା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି । ସେହିପରି ବଲାଙ୍ଗୀରରେ ୪୦.୩ଡ଼ିଗ୍ରୀ ସହ ବୌଦ୍ଧ, ନୟାଗଡ,…

ରାଜ୍ୟରେ ଉପରମୁହାଁ ପାରଦ, ଆଜି ୩୯.୮…

ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ ପାରଦ । ଅସହ୍ୟ ତାତି ଯୋଗୁଁ ଅସ୍ତବ୍ୟସ୍ତ ହେଉଛି ଜନଜୀବନ । ଆଜି ରାଜ୍ୟର ୫ ସହରର ତାପମାତ୍ରା ୩୯ ଡ଼ିଗ୍ରୀ ଛୁଇଁଛି। ୩୯.୮ ଡ଼ିଗ୍ରୀ ସହ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ପାଲଟିଛି ସବୁଠୁ ଉତ୍ତପ୍ତ ସହର। ସେହିପରି ବୌଦ୍ଧରେ ୩୯.୫, ନୟାଗଡ଼ରେ ୩୯.୨, ଟିଟିଲାଗଡ଼ରେ ୩୯.୨ ଓ…