ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

heavy fog

କୁହୁଡ଼ି ପାଇଁ ବାତିଲ ହେଲା ରାଉରକେଲାରୁ…

ରାଉରକେଲା: ରାଉରକେଲାରୁ କୋଲକାତା ବିମାନ ସେବା ଆଜି ବାତିଲ ହୋଇଛି। କୁହୁଡି ପାଗ ଥିବାରୁ ବିମାନ ସେବା ବାତିଲ ହୋଇଛି। ରାଉରକେଲା ବିମାନବନ୍ଦରରେ ILS ମେସିନ ଲଗାଯାଉ ନ ଥିବାରୁ କୁହୁଡି ପାଗ ରହିଲେ ବିମାନ ସେବା ବାତିଲ ହେଉଛି। ILS ମେସିନ ଲଗାଇବା ପାଇଁ ବାରମ୍ବାର ଦାବି ହେବା ସ୍ବତ୍ତେ କେନ୍ଦ୍ର ସରକାର…

ପ୍ରବଳ ଜାଡରେ ଥରୁଛି ସାରା ଓଡ଼ିଶା,…

ଭୁବନେଶ୍ୱର: ଅସହ୍ୟ ଶୀତରେ ଥରୁଛି ସାରା ଓଡ଼ିଶା । ଉପାନ୍ତରୁ ଉପକୂଳ ସବୁଠି ତଳମୁହାଁ ହୋଇଛି ପାରଦ । ପାହାଡିଆ ଅଞ୍ଚଳରେ ତାପମାତ୍ରା ୪ ଡିଗ୍ରୀରେ ପହଞ୍ଚିଥିବା ବେଳେ ସମତଳ ଅଞ୍ଚଳରେ ସର୍ବନିମ୍ନ ୬ ଡିଗ୍ରୀ ରହିଛି ତାପମାତ୍ରା । ଅନ୍ୟପଟେ ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି…

ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ ଦିନ…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ହେବ। ରାଜ୍ୟ ଉପରେ ଏକ ଗୁରୁଚାପ-ବଳୟ ପ୍ରଭାବ ରହିଛି। ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟବାଷ୍ଫପୂର୍ଣ୍ଣ ବାୟୁ ପ୍ରବେଶ ଜାରି ରହିଛି। ଏଥିପାଇଁ ରାଜ୍ୟରେ ଶୀତର ପ୍ରକୋପ କମିଥିବା ବେଳେ କୁହୁଡ଼ି ପାଇଁ ପାଗ ଅନୁକୂଳ ରହୁଛି।…

ଟ୍ବିନ୍ ସିଟି ସମେତ ରାଜ୍ୟର ବିଭିନ୍ନ…

ଭୁବନେଶ୍ବର: ଘନ କୁହୁଡ଼ିର ଆସ୍ତରଣରେ ଘୋଡାଇ ହୋଇଛି ଟ୍ଵିନ୍‌ସିଟି। ଆଜି ସାକଳୁ ସକାଳୁ ରାଜ୍ୟର ବିଭିନ୍ନ ସହର ସମେତ ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି ଦେଖାଯାଇଥିଲା। ୫୦ ମିଟର ପର୍ଯ୍ଯନ୍ତ ଦୃଶ୍ୟମାନ ହେବା କଷ୍ଟସାଧ୍ୟ ହୋଇପଡିଛି । ଘନ କୁହୁଡ଼ି ଯୋଗୁଁ ଯାତାୟତ ପାଇଁ ଗାଡ଼ି ଚଳାଚଳରେ ଅସୁବିଧା ଭୋଗୁଛନ୍ତି…

ରାଜ୍ୟରେ ଆଉ ଦୁଇ ଦିନ ଘନ କୁହୁଡି, ୨୦ରୁ…

ଭୁବନେଶ୍ୱର: ରାଜ୍ୟରେ ଆଉ ଦୁଇ ଦିନ ଘନ କୁହୁଡି ହେବ। କୁହୁଡି ଯୋଗୁଁ ଅନେକ ସ୍ଥାନରେ ଦୃଶ୍ୟମାନ ଦୂରତା ୨୦୦ ମିଟର ରୁ କମ ରହିବାର ସମ୍ଭାବନା ଥିବାରୁ ମଧ୍ୟରାତ୍ରରୁ ସକାଳ ଯାଏଁ ଯାତାୟାତର ସମସ୍ୟା ଉପୁଜିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ କୁହାଯାଇଛି। ମଙ୍ଗଳବାର…

ଜାଡ଼ ଥରାଉ ଥିବାବେଳେ କୁହୁଡି ମାଡ, ଘନ…

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଜାଡ଼ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଶୀତର ପ୍ରକୋପ ଜାରି ରହିବ । ୨ ଦିନ ମଧ୍ୟରେ ରାଜ୍ୟରେ ସ୍ୱଭାବିକ ଠାରୁ ୨ରୁ ୩ ଡିଗ୍ରୀ କମିବ ପାରଦ । ଉତ୍ତର ଦିଗରୁ ଓଡ଼ିଶାର ସ୍ଥଳଭାଗକୁ ଆସୁଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ପ୍ରଭାବରେ ରାଜ୍ୟରେ ପୁଣି ଜାଡ଼ ବଢ଼ିବା ଆରମ୍ଭ…