ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Heavy Rain Alert

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ…

ଭୁବନେଶ୍ବର: ସକ୍ରିୟ ରହିଛି ସୁଦୃଶ ଲଘୁଚାପ । ଏହାରି ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ବିଭିନ୍ନ ଜିଲ୍ଲାରେ ଅତିପ୍ରବଳ ସହ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୬ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।  ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼ ଓ ଅନୁଗୁଳ ଆଦି…

ରାଜ୍ୟରେ ଦୁଇଦିନ ବିଜୁଳି ଘଡ଼ଘଡ଼ି ସହିତ…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ିଜନିତ ବର୍ଷା ଜାରିରହିଛି। ଆଜି ଏବଂ ଆସନତା କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ପ୍ରବଳ ବର୍ଷା ଆଶଙ୍କାରେ ଆଜି ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ରାଜଧାନୀରେ ଗୁରୁବାର ଦିନ ତମାମ ପାଗ…

ପ୍ରବଳ ବର୍ଷା ପାଇଁ ଟ୍ୱିନ ସିଟିକୁ…

ଭୁବନେଶ୍ବର: ପ୍ରବଳ ବର୍ଷା ପାଇଁ ଟ୍ୱିନ ସିଟିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଘଡଘଡି ସହ ୨ ରୁ ୩ ସେମି ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରାଯାଇଛି। ବର୍ଷା ବେଳେ ଟ୍ରାଫିକ୍‌‌ ସମସ୍ୟା ଦେଖାଯିବା ନେଇ ମଧ୍ୟ ସମ୍ଭାବନା ରହିଛି। ଗାଡିମୋଟର ଧିରେ ଚଳାଚଳ କରିବାକୁ ପରମର୍ଶ ଦିଆଯାଇଛି।…

ରାଜଧାନୀରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା,…

ଭୁବନେଶ୍ବର: ରାଜଧାନୀରେ ଘଡଘଡି ବିଜୁଳି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଅଧିକାଂଶ ଅଞ୍ଚଳରେ ବିଦ୍ୟୁତ ସେବା ମଧ୍ୟ ବ୍ୟାଘାତ ରହିଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । …

ରାଜ୍ୟରେ ଆଗାମୀ ୫ ଦିନ ଯାଏ ବିଭିନ୍ନ…

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢ଼ିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ…

ରାଜ୍ୟରେ ୨୪ ଘଣ୍ଟାରେ ୧୧ ଜିଲ୍ଲାରେ…

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ରବିବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।  ଏହାରି ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ୨୪ ଘଣ୍ଟା ମଧ୍ୟରେ…

ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ…

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ବିଶେଷକରି ୨ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ପ୍ରକାଶ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେନ୍ଦ୍ର ପକ୍ଷରୁ ଜାରି…

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ…

ଭୁବନେଶ୍ୱର: ଶନିବାର ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସକାଳୁ ସକାଳୁ ଟ୍ଵିନ୍‌ ସିଟି ସମେତ ଦକ୍ଷିଣ…

ଅଧା ଓଡ଼ିଶାକୁ ଭିଜାଇବ ବର୍ଷା : ଆସନ୍ତା…

ଭୁବନେଶ୍ବର : ସେପ୍ଟେମ୍ବର ୭ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ (ଅର୍ଥାତ୍‌ ୯ ସେପ୍ଟେମ୍ବରରେ) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ…

ଅବପାତ ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ…

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି । ଗଭୀର ଅବପାତ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବାଲେଶ୍ବର, ଭଦ୍ରକ ଉପକୂଳରେ ଘଣ୍ଟାକୁ ୫୫ରୁ ୬୫କିମି ବେଗରେ ପବନ ବହୁଛି । ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା…