Browsing Tag

Heavy Rain

ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ…

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ବିଶେଷକରି ୨ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ପ୍ରକାଶ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେନ୍ଦ୍ର ପକ୍ଷରୁ ଜାରି…

ବର୍ଷା ବିଗାଡ଼ିଦେବ ପାର୍ବଣ; ଅକ୍ଟୋବର ୧ରୁ…

ଭୁବନେଶ୍ୱର: ଦୁଇ ବର୍ଷ ଧରି କରୋନା ଫିକା ପକାଇଲା; ଏଥର ବର୍ଷାରେ ଭିଜିଯିବ ଦୁର୍ଗାପୂଜାର ମଉଜ। ୧ ଅକ୍ଟୋବରରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବା ସହ ପ୍ରାୟ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଏହାର ପ୍ରଭାବ ପଡ଼ିବା ନେଇ ଆକଳନ କରାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ୧ରୁ ବର୍ଷା ବଢ଼଼ିବା ନେଇ…

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର…

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି।ପାରାଦୀପସ୍ଥିତ ଡପଲାର ରାଡାରରୁ ମିଳିଥିବା ତଥ୍ୟ ଅନୁଯାୟୀ ଟ୍ୱିନ ସିଟି ଭୁବନେଶ୍ୱର ଏବଂ କଟକ ସମେତ, କେନ୍ଦୁଝର, ଯାଜପୁର,…

ରାଜ୍ୟରେ ଆହୁରି ୨ ଦିନ ଜୋର୍‌ରେ ବର୍ଷା,…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଜାରି ରହିବ। ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଫଳରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । କିଛି ଜିଲ୍ଲାରେ…

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ…

ଭୁବନେଶ୍ୱର: ଶନିବାର ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସକାଳୁ ସକାଳୁ ଟ୍ଵିନ୍‌ ସିଟି ସମେତ ଦକ୍ଷିଣ…

ଆସୁଛି ଲଘୁଚାପ, ଦିନକ ପରେ ରାଜ୍ୟକୁ ପୁଣି…

ଭୁବନେଶ୍ୱର: ଦିନକ ପରେ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହେବ। ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ରାଜ୍ୟକୁ ବର୍ଷା ଆଣିବାକୁ ଥିବାବେଳେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଚଳିତ ବର୍ଷ ମୌସୁମୀ ଋତୁର ଏହା ଶେଷ ମାସ ହୋଇଥିବା ବେଳେ ଶେଷ ମାସର ଏହା ପ୍ରଥମ ଲଘୁଚାପ ହେବ। ବର୍ତ୍ତମାନ…

ତ୍ତରପ୍ରଦେଶରେ ବର୍ଷାର ତାଣ୍ଡବ,…

ଲକ୍ଷ୍ନୌ: ତ୍ତରପ୍ରଦେଶରେ ତାଣ୍ଡବ ଲୀଳା ରଚିଛି ଲଗାଣ ବର୍ଷା । ପ୍ରବଳ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଅବିଶ୍ରାନ୍ତ ବର୍ଷା ଯୋଗୁ ଲକ୍ଷ୍ନୌର କ୍ୟାଣ୍ଟ ଅଞ୍ଚଳ ଦିଲକୁଶାରେ ଏକ ନିର୍ମାଣାଧୀନ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୯ ଜଣଙ୍କ ଜୀବନ ଯାଇଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ…

ଆଜିଠୁ ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ…

ଭୁବନେଶ୍ୱର: ମଙ୍ଗଳବାରଠାରୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତି ମିଆଁମାର ଉପକୂଳରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୪.୫ ରୁ ୫.୮ କିମି ଉଚ୍ଚରେ ସକ୍ରିୟ ରହିଛି।…

ଅବପାତ ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ…

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି । ଗଭୀର ଅବପାତ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବାଲେଶ୍ବର, ଭଦ୍ରକ ଉପକୂଳରେ ଘଣ୍ଟାକୁ ୫୫ରୁ ୬୫କିମି ବେଗରେ ପବନ ବହୁଛି । ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା…

ରାଜ୍ୟରେ ସକ୍ରିୟ ଲଘୁଚାପ: ୧୪ ଜିଲ୍ଲାକୁ…

ଭୁବନେଶ୍ୱର: ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଶନିବାର ୧୪ ଜିଲ୍ଲାକୁ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରିକରାଯାଇଥିବା ବେଳେ ଏହିସବୁ ଜିଲ୍ଲାରେ ୭୦ରୁ ୨୦୦…