ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Heavy Rainfall

ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ଯାଏଁ…

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ରାଜ୍ୟରେ ଆହୁରି ୩ ଦିନ ବର୍ଷା; ରଥଯାତ୍ରା…

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ଥାନରେ ବର୍ଷା ଜାରିରହିଛି। ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଅଧିକ ସଂଗଠିତ ହେବାରୁ ବର୍ଷାର ପ୍ରକୋପ ଅଧିକ ରହୁଛି। ଗତ ୩ ଦିନ ହେଲା ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି…

ଅଧରାତିରେ ତାଣ୍ଡବ ରଚିଲା କାଳବୈଶାଖୀ;…

ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତିରେ ତାଣ୍ଡବ ରଚିଲା କାଳବୈଶାଖୀ । ପବନ, ବିଜୁଳି, ଘଡଘଡି ସାଙ୍ଗକୁ ଅତିପ୍ରବଳ ବର୍ଷାରେ ଭିଜିଲା ଟ୍ୱିନସିଟି । ଏତେ ଜୋରରେ ପବନ ବହିଥିଲା ଯେ ରାସ୍ତା ଉପରେ ଗଛ ଉପୁଡି ପଡିବା ସହ ରାଜଧାନୀର ବିଭିନ୍ନ ସ୍ଥାନରେ ବିଜୁଳି ସେବା ପ୍ରଭାବିତ ହୋଇଥିଲା । ପ୍ରବଳ ବର୍ଷ ଯୋଗୁଁ…

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି…

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବରଗଡ଼, ସୋନୁପର, ବଲାଙ୍ଗୀର, ଝାରସୁଗୁଡା,ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାର ବିଭିନ୍ନ…

ରାଜ୍ୟରେ ଲଘୁଚାପ ବର୍ଷା ଜାରି; ଆଉ ୨ଦିନ…

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଜାରି ରହିବା ସହ ୨ ଦିନ ଯାଏ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।…

ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ; ଆଜିଠୁ ୩…

ଭୁବନେଶ୍ୱର: ଉତ୍ତର-ପୂର୍ବ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳମୁହାଁ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ…

ସୃଷ୍ଟି ହେଲା ଲଘୁଚାପ, ଆସୁଛି ବଡ଼ ବର୍ଷା

ଭୁବନେଶ୍ବର: ଉଭୟ ଆରବସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଦୁଇଟି ଲଘୁଚାପ କ୍ଷେତ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓ୍ବେଲମାର୍କ ଲୋପ୍ରେସର ରୂପ ନେବ। ଧୀରେ ଧୀରେ ଘନୀଭୂତ ହୋଇ ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ମୁହାଁ ହେବ । ଏହାରି ପ୍ରଭାବରେ ଆଜି ଠାରୁ ଭିଜିବ ଓଡ଼ିଶା । …

ପ୍ରବଳ ବର୍ଷାରେ ବେହାଲ ନାଗପୁର, ସାରା…

ମହାରାଷ୍ଟ୍ର: ଲଗାଣ ବର୍ଷାରେ ବେହାଲ ମହାରାଷ୍ଟ୍ରର ନାଗପୁର ସହର । ସାରା ସହରରେ ଜଳପ୍ରବାହ ଯୋଗୁ ଜନଜୀବନ ବିପର୍ଯ୍ୟସ୍ତ ହୋଇଯାଇଛି । ଅନେକ ଜାଗାରେ ଜଳବନ୍ଦୀ ହୋଇ ରହିଛନ୍ତି ଲୋକେ । ସ୍ଥିତି ଦେଖି ଏନଡିଆରଏଫ ଟିମ୍‌ ନିୟୋଜିତ ହୋଇଛନ୍ତି । ହଜାର ହଜାର ଲୋକ ସ୍ଥାନାନ୍ତରିତ ହେଉଥିବା ଦେଖାଯାଉଛି । ଆଣ୍ଠୁଏ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳର ସମୁଦ୍ରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ଦିନ ଯାଏ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ…

ଆଜି ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ; ୩…

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଫଳରେ ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲି ଅର୍ଥାତ୍‌‌ ମଙ୍ଗଳବାର ରାଜ୍ୟର ୩ଟି ଜିଲ୍ଲାରେ କେତେକ…