Browsing Tag

Heavy Rainfall

ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ…

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ବିଶେଷକରି ୨ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ପ୍ରକାଶ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେନ୍ଦ୍ର ପକ୍ଷରୁ ଜାରି…

ରାଜ୍ୟରେ ଆହୁରି ୨ ଦିନ ଜୋର୍‌ରେ ବର୍ଷା,…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଜାରି ରହିବ। ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଫଳରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । କିଛି ଜିଲ୍ଲାରେ…

ନେପାଳରେ ବର୍ଷାର ତାଣ୍ଡବ: ଭୂସ୍ଖଳନ ଘଟି…

କାଠମାଣ୍ଡୁ: ପଶ୍ଚିମ ନେପାଳର ପ୍ରବଳ ବର୍ଷା ଲାଗି ରହିଛି। ଏଥିଯୋଗୁଁ ଅଚ୍ଛାମ ଜିଲ୍ଲାର ଅନେକ ସ୍ଥାନରେ ଭୂସ୍ଖଳନ ହୋଇଛି। ଏଥିରେ ୧୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ୧୦ ଜଣ ଏବେ ବି ମଧ୍ୟ ନିଖୋଜ ଅଛନ୍ତି। ଜଣେ ଅଧିକାରୀଙ୍କ ଅନୁଯାୟୀ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ନିଖୋଜ ଲୋକଙ୍କୁ ଠାବ କରିବାକୁ ପ୍ରୟାସ…

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ…

ଭୁବନେଶ୍ୱର: ଶନିବାର ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସକାଳୁ ସକାଳୁ ଟ୍ଵିନ୍‌ ସିଟି ସମେତ ଦକ୍ଷିଣ…

ସୃଷ୍ଟି ହେଲା ଲଘୁଚାପ : ୧୨ ତାରିଖ…

ଭୁବନେଶ୍ୱର : ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଲଘୁଚାପଟି ଆହୁରି ଘନୀଭୂତ ହେବାକୁ ଥିବାରୁ ବର୍ଷାର ପରିମାଣ ବୃଦ୍ଧି ହେବ ବୋଲି ଜଣାପଡ଼ିଛି। ବିଶେଷ କରି ୧୦ ଓ ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ…

ବଢ଼ିବ ସଂକଟ : ୧୯ରେ ଆଉ ଏକ ଲଘୁଚାପ, ୧୮ରୁ…

ଭୁବନେଶ୍ବର :  ଜାରି ରହିଥିବା ଲଘୁଚାପର ପ୍ରଭାବ ଏବଂ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅଧା ଓଡ଼ିଶା ବିର୍ତ୍ତମାନ ବନ୍ୟା ଯୋଗୁଁ ହନ୍ତସନ୍ତ ହେଉଥିବା ବେଳେ ପୁଣି ଆସୁଛି ଆଉ ଏକ ଲଘୁଚାପ। ପୂର୍ବରୁ ଆସିଥିବା ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ…

ଲଘୁଚାପ ଘନୀଭୂତ, ଆଜି ଅବପାତ: ରାଜ୍ୟରେ…

ଭୁବନେଶ୍ୱର: ରବିବାର ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସାଙ୍ଗକୁ ସାରା ରାଜ୍ୟରେ ବିସ୍ତୃତ ବର୍ଷା ହେବ। ଶନିବାର ସକାଳ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସହିତ ଘନିଭୂତ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଏହାର…

ରାଜ୍ୟରେ ସକ୍ରିୟ ଲଘୁଚାପ: ୧୪ ଜିଲ୍ଲାକୁ…

ଭୁବନେଶ୍ୱର: ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଶନିବାର ୧୪ ଜିଲ୍ଲାକୁ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରିକରାଯାଇଥିବା ବେଳେ ଏହିସବୁ ଜିଲ୍ଲାରେ ୭୦ରୁ ୨୦୦…

ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇ ଦିନ…

ଭୁବନେଶ୍ବର : କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ପଶ୍ଚିମମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର  ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତରବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ଏହି ଲଘୁଚାପ ସୃଷ୍ଟି ହେବାର…

ଲଗାଣ ବର୍ଷାରେ ବେହାଲ ମାଲକାନଗିରି:…

ମାଲାକାନଗିରି: ମାଲାକାନଗିରି ଜିଲ୍ଲାରେ ଗତ ୩ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବା ବେଳେ ବର୍ଷା ଯୋଗୁ ଜିଲ୍ଲାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ ବିଭିନ୍ନ ସ୍ଥାନରେ ପୋଲ ଉପରେ ଜଳ ପ୍ରବାହ ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅତ୍ୟଧିକ…