ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Heavy Rainfall

ଆସୁଛି ବଡ଼ ବର୍ଷା; ସାରା ରାଜ୍ୟରେ…

ଭୁବନେଶ୍ୱର: ଆଗକୁ ଆସୁଛି ବଡ଼ ବର୍ଷା। ମଙ୍ଗଳବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ। ଲାଗଲାଗ ଦୁଇଟି ଲଘୁଚାପ ଯୋଗୁଁ ପ୍ରଥମେ ଦକ୍ଷିଣ ଓଡ଼ିଶା ଓ ପରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ବଙ୍ଗୋପସାଗରରେ ବର୍ତ୍ତମାନ…

ବଦଳିଲା ପାଗ; ଟ୍ୱିନ ସିଟି ସମେତ ଉପକୂଳ…

ଭୁବନେଶ୍ୱର: ବଦଳିଲା ପାଗ । ଟ୍ୱିନ ସିଟି ସମେତ ଉପକୂଳ ଓଡ଼ିଶାରେ ଆଜି ସକାଳୁ ବର୍ଷା ଜାରି ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।…

ଆସନ୍ତା ୧୮ ଓ ୨୪ ତାରିଖରେ ଆସୁଛି ଦୁଇଟି…

ଭୁବନେଶ୍ୱର: ରାଜ୍ୟରେ ଆଗକୁ ଆସୁଛି ବଡ଼ ବର୍ଷା। କିଛି ଦିନର ବିରତି ପରେ ଜୁଲାଇ ତୃତୀୟ ସପ୍ତାହରୁ ଆରମ୍ଭ ହେବ ବର୍ଷା। ଘନ ଘନ ଲଘୁଚାପ ସୃଷ୍ଟି ସହ ଏଗୁଡ଼ିକ ଶକ୍ତିଶାଳୀ ହେବା ପାଇଁ ବଙ୍ଗୋପସାଗରରେ ସ୍ଥିତି ଅନୁକୂଳ ହେଉଛି। ଲଘୁଚାପ ସୃଷ୍ଟି ହେବାପରେ ଏହା ଅଧିକ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତରେ…

ପଶ୍ଚିମା ଝଡ଼ ପ୍ରଭାବ: ବର୍ଷା ପବନରେ…

ଭୁବନେଶ୍ବର: ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ରାଜ୍ୟବ୍ୟାପୀ ଘଡ଼ଘଡ଼ି, ଝଡ଼ତୋଫାନ ଓ କୁଆପଥର ମାଡ଼ ସହ ବର୍ଷା ହୋଇଛି। ଉପାନ୍ତରୁ ଉପକୂଳ ସବୁଠି ବିଜୁଳି ଘଡଘଡି ସହ ବର୍ଷା ପବନ । ଅଚାନକ ଘୋଟି ଆସୁଛି କଳାହାଣ୍ଡିଆ ମେଘ । ବିଜୁଳି ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ ହେଉଛି । ପ୍ରବଳ ବେଗରେ ବହୁଛି ପବନ । ଆଗାମୀ ୨୦…

ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ…

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ବିଶେଷକରି ୨ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ପ୍ରକାଶ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେନ୍ଦ୍ର ପକ୍ଷରୁ ଜାରି…

ରାଜ୍ୟରେ ଆହୁରି ୨ ଦିନ ଜୋର୍‌ରେ ବର୍ଷା,…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଜାରି ରହିବ। ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଫଳରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । କିଛି ଜିଲ୍ଲାରେ…

ନେପାଳରେ ବର୍ଷାର ତାଣ୍ଡବ: ଭୂସ୍ଖଳନ ଘଟି…

କାଠମାଣ୍ଡୁ: ପଶ୍ଚିମ ନେପାଳର ପ୍ରବଳ ବର୍ଷା ଲାଗି ରହିଛି। ଏଥିଯୋଗୁଁ ଅଚ୍ଛାମ ଜିଲ୍ଲାର ଅନେକ ସ୍ଥାନରେ ଭୂସ୍ଖଳନ ହୋଇଛି। ଏଥିରେ ୧୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ୧୦ ଜଣ ଏବେ ବି ମଧ୍ୟ ନିଖୋଜ ଅଛନ୍ତି। ଜଣେ ଅଧିକାରୀଙ୍କ ଅନୁଯାୟୀ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ନିଖୋଜ ଲୋକଙ୍କୁ ଠାବ କରିବାକୁ ପ୍ରୟାସ…

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ…

ଭୁବନେଶ୍ୱର: ଶନିବାର ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସକାଳୁ ସକାଳୁ ଟ୍ଵିନ୍‌ ସିଟି ସମେତ ଦକ୍ଷିଣ…

ସୃଷ୍ଟି ହେଲା ଲଘୁଚାପ : ୧୨ ତାରିଖ…

ଭୁବନେଶ୍ୱର : ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଲଘୁଚାପଟି ଆହୁରି ଘନୀଭୂତ ହେବାକୁ ଥିବାରୁ ବର୍ଷାର ପରିମାଣ ବୃଦ୍ଧି ହେବ ବୋଲି ଜଣାପଡ଼ିଛି। ବିଶେଷ କରି ୧୦ ଓ ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ…

ବଢ଼ିବ ସଂକଟ : ୧୯ରେ ଆଉ ଏକ ଲଘୁଚାପ, ୧୮ରୁ…

ଭୁବନେଶ୍ବର :  ଜାରି ରହିଥିବା ଲଘୁଚାପର ପ୍ରଭାବ ଏବଂ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅଧା ଓଡ଼ିଶା ବିର୍ତ୍ତମାନ ବନ୍ୟା ଯୋଗୁଁ ହନ୍ତସନ୍ତ ହେଉଥିବା ବେଳେ ପୁଣି ଆସୁଛି ଆଉ ଏକ ଲଘୁଚାପ। ପୂର୍ବରୁ ଆସିଥିବା ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ…