ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Heavy Rains

ମୌସୁମୀ ଯୋଗୁଁ ସାରାଦେଶରେ ଲଗାଣ ବର୍ଷା…

ନୂଆଦିଲ୍ଲୀ: ସାରା ଦେଶରେ ଜାରି ରହିଛି ମୌସୁମୀ ବର୍ଷା । ଦିଲ୍ଲୀ, ମୁମ୍ବାଇ ସମେତ ହରିଆଣା, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଓ ରାଜସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ପ୍ରବଳ ବର୍ଷାରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ଦିଲ୍ଲୀରେ ଶନିବାର ରାତିରୁ ବର୍ଷା ଲାଗି ରହିଥିବା ବେଳେ ଅନେକ ସ୍ଥାନରେ ଓ୍ବାଟର…

ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଗୁରୁବାର ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିହାରରୁ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଏକ ଟ୍ରଫଲାଇନ ରହିଛି। ଏହା ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ନବରଙ୍ଗପୁର…

ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଦକ୍ଷିଣ ବାଂଲାଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଘୁର୍ଣ୍ଣିବଳୟ ଯୋଗୁ ମୌସୁମୀ ସ୍ୱାଭାବିକ ଅବସ୍ଥାକୁ ଫେରୁଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି।…

ମହାରାଷ୍ଟ୍ରକୁ ପଳେଇବ; ଓଡ଼ିଶାକୁ ଫାଇଦା…

ଭୁବନେଶ୍ୱର : ରବିବାର ବିଶାଖାପାଟଣା ନିକଟକସ୍ଥ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ହେଲେ ଏହି ଲଘୁଚାପ ମହାରାଷ୍ଟ୍ରମୁହାଁ ହୋଇଥିବାରୁ ଓଡ଼ିଶା ପାଇଁ ବିଶେଷ ଲାଭହେବନାହିଁ। ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାକୁ ଛାଡ଼ିଦେଲେ ବର୍ଷାର ପ୍ରକୋପ ସବୁଆଡ଼େ କମ୍‍ ରହିବ। ତେଣୁ ରାଜ୍ୟରେ…

୧୦ରୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର : ଚଳିତ ମାସ ଦ୍ୱିତୀୟ ସପ୍ତାହରେ ହେବାକୁ ଥିବା ଲଘୁଚାପର ପ୍ରଭାବ ଆସନ୍ତା ୧୦ ତାରିଖଠାରୁ ଆରମ୍ଭ ହୋଇଯିବ। ୧୦ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇ ୧୧ ତାରିଖ ଉପର ଓଳି ସୁଦ୍ଧା ଏହା ଲଘୁଚାପର ରୂପ ନେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…

୫ ଦିନ ମଧ୍ୟରେ ୨ଟି ଲଘୁଚାପ

ଭୁବନେଶ୍ୱର : ୫ ଦିନ ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଦୁଇଟି ଲଘୁଚାପ। ଫଳରେ ଜୁଲାଇ ମାସରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଘନ ଘନ ଲଘୁଚାପ ଯୋଗୁଁ ଏହି ବର୍ଷା ହେବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବ। ପୂର୍ବରୁ ଜୁଲାଇ ୧୨ ତାରିଖରେ ଏକ ଲଘୁଚାପ ହେବ ବୋଲି ବିଭିନ୍ନ ପାଣପିାଗ…

୪ ଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ମେଘୁଆ ପାଗ ଲାଗି ରହିଛି। ଏହି ସମୟ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ହେଲେ କିଛି ଦିନ ହେବ ବର୍ଷା ନ ଥିବାରୁ ଭୂପୃଷ୍ଟ ଉତ୍ତପ୍ତ ରହିଥିଲା। ଟ୍ରଫଲାଇନ୍‍ ପ୍ରଭାବରେ ରାଜ୍ୟକୁ ଜଳୀୟ…

୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ…

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ସକ୍ରିୟ ମୌସୁମୀ ଯୋଗୁ ଏହି ବର୍ଷା ହେଉଛି । ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ମୌସୁମୀ ପ୍ରବେଶ କରି ଚାଲିଛି। ଶନିବାର ସୁଦ୍ଧା ରାଜ୍ୟର ୭ ଟି ଜିଲ୍ଲାକୁ ଛାଡ଼ି ବଢ଼ିବ ବୈତରଣୀ,…