ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Heritage Corridor Project

ଜାନୁଆରୀ ୧୭ରେ ବହୁ ପ୍ରତୀକ୍ଷିତ…

ପୁରୀ: ଐତିହ୍ୟର ସହର ପୁରୀର ବିକାଶ ଯୋଡିହେବ ଆଉ ଏକ ନୂଆ ଅଧ୍ୟାୟ। ୨୦୨୪ ଜାନୁଆରୀ ୧୭ ତାରିଖରେ ପ୍ରତିଷ୍ଠା ହେବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ଏହାକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଭବ୍ୟ ପ୍ରତିଷ୍ଠା ଉତ୍ସବ ଆୟୋଜନ କରାଯାଉଛି ।…

ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଅନୁଭବ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନର ସମୃଦ୍ଧ, ସଶକ୍ତ ଓ ନୂତନ ଓଡ଼ିଶା ଗଠନର ନୂତନ ସ୍ଥପତି ତଥା ‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ନୂଆ ଦାୟିତ୍ଵ ଗ୍ରହଣ ପରେ ଆଜି ଭୋରୁ ପୁରୀରେ ପ୍ରଥମ ସମୀକ୍ଷା କରିଛନ୍ତି। ଆଜି ବଡିଭୋରୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ…

ଐତିହ୍ୟ କରିଡରକୁ ସବୁଜ ସଙ୍କେତ :…

ପୁରୀ : ମହତ୍ତ୍ୱାକାଂକ୍ଷୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ପଥରୁ ସମସ୍ତ ପ୍ରତିବନ୍ଧକ ଦୂର ହୋଇଛି । ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‍ଏମ୍‍ଏ) ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଉପରେ ବିଧିବଦ୍ଧ ଅନୁମତି ପ୍ରଦାନ କରିଛନ୍ତି। ପ୍ରାଧିକରଣର ୩୬୧ତମ ବୈଠକରେ ସ୍ୱତନ୍ତ୍ର ଭାବରେ ଶ୍ରୀମନ୍ଦିର…

ପୁରୀ ପରିକ୍ରମା ପ୍ରକଳ୍ପ ନେଇ…

ଭୁବନେଶ୍ବର : ପୁରୀ ପରିକ୍ରମା ପ୍ରକଳ୍ପ ନେଇ ଆଜି ସୁପ୍ରିମକୋର୍ଟ ଶୁଣାଇଛନ୍ତି ‘ସୁପ୍ରିମ’ ଫୈସଲା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ହୋଇଥିବା ଦୁଇଟି ଆବେଦନକୁ ରଦ୍ଦ କରିବା ସହ କାର୍ୟ୍ୟ ଜାରି ରଖିବା ପାଇଁ ସର୍ବେଚ୍ଚ ନ୍ୟାୟାଳୟ ନିଜ ରାୟରେ ଶୁଣାଇଛନ୍ତି। ଉନ୍ନୟନମୂଳକ କାମକୁ ଉଦ୍ଦେଶ୍ୟମୂଳକ…

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ୱାଗତ…

ପୁରୀ : ଶ୍ରୀକ୍ଷେତ୍ରକୁ ବିଶ୍ବର ଅନ୍ୟତମ ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ପାଇଁ  ରାଜ୍ୟ ସରକାର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ କରୁଛନ୍ତି। ଏଥିପାଇଁ ୮୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ୟୟବରାଦ କରାଯାଇଛି। ଓଡ଼ିଶାର ଧାର୍ମିକ, ଆଧ୍ୟାତ୍ମିକ, ସାଂସ୍କୃତିକ ଓ ଉତ୍କୃଷ୍ଟ କଳାର ପରିଚୟ…

ବିଶେଷଜ୍ଞଙ୍କ ଦ୍ବାରା ପରିକ୍ରମା ପ୍ରକଳ୍ପ…

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଜାରୀ ରହିବା ଆବଶ୍ୟକ। ବିଶେଷଜ୍ଞଙ୍କ ଦ୍ବାରା କାମ ଚାଲିଛି। ବିକାଶ କାର୍ଯ୍ୟରେ କେହି ବାଧା ସୃଷ୍ଟି କରିବା ଉଚିତ୍ ନୁହେଁ ବୋଲି ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ନିଜ ମତ ରଖିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ। ଆଜି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ :…

ପୁରୀ : ଶ୍ରୀମନ୍ଦିରର ଚତୁଃପାର୍ଶ୍ବକୁ ଦିଆଯାଉଛି ନୂଆରୂପ। ବଡ଼ଦେଉଳର ସୁରକ୍ଷା, ସୌନ୍ଦର୍ଯ୍ୟକରଣ ସାଙ୍ଗକୁ ଦର୍ଶନାର୍ଥୀଙ୍କ ସୁବିଧାକୁ ପ୍ରାଥମିକତା ଦିଆଯାଇ ପରିକ୍ରମା ପ୍ରକଳ୍ପ କାମ ଚାଲିଛି। ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଆଧାର କରି ପ୍ରସ୍ତୁତ ହେଉଛି ଐତିହ୍ୟ କରିଡ଼ର। ପ୍ରତିଟି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା :…

ଭୁବନେଶ୍ୱର : ସଂସ୍କୃତି, ଆସ୍ଥା ଓ ଭାବର ପ୍ରତୀକ ଶ୍ରୀଜଗନ୍ନାଥଙ୍କ ଶ୍ରୀକ୍ଷେତ୍ରର ଶ୍ରୀବୃଦ୍ଧି ନିମନ୍ତେ ଆରମ୍ଭ ହୋଇଥିବା ‘ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ’କୁ ଅଧିକ ଗତିଶୀଳ କରିବା ନେଇ ପଥ ପରିଷ୍କାର ହୋଇଛି। ପ୍ରକଳ୍ପ କାର୍ଯ୍ୟ ନେଇ ଏଏସ୍‍ଆଇ ପକ୍ଷରୁ ବିଭିନ୍ନ ସମୟରେ ଉଠାଯାଇଥିବା ଆଇନଗତ ବିବାଦ…