ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

high court of odisha

୬ ସପ୍ତାହ ମଧ୍ୟରେ ASO ଚୟନ ପ୍ରକ୍ରିୟା…

କଟକ: ASO ଚୟନ ଅନିୟମିତତା ମାମଲାରେ ଆଜି ହାଇକୋର୍ଟ ରାୟ ଦେଇଛନ୍ତି। ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଅବମାନନା ମାମଲାରେ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।ଖବର ଅନୁଯାୟୀ, ମେ’୧୯ ରାୟକୁ ପାଳନ କରାଯାଇ ନଥିବାରୁ…

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା:…

କଟକ: ହାଇକୋର୍ଟରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା । ବ୍ୟବସ୍ଥା ନ ଥାଇ ଡେଡଲାଇନକୁ ନାପସନ୍ଦ କଲେ ହାଇକୋର୍ଟ । ରାଜ୍ୟର ସମସ୍ତ ଲୋକଙ୍କ ପାଖରେ ଅନଲାଇନ ବ୍ୟବସ୍ଥା ନାହିଁ । ତେଣୁ ଏହି ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ବୁକିଂ କରିବା ସମ୍ଭବ ହେଉନାହିଁ । କ’ଣ ବିକଳ୍ପ ବ୍ୟବସ୍ଥା କରାଯିବ, ସେନେଇ…

ହାଇକୋର୍ଟରେ ଦାୟର ହେଲା ରିଟ୍ ପିଟିସନ:…

କଟକ: ଶୀଘ୍ର ଶେଷ ହେଉ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ଏନେଇ ରାଜ୍ୟ ସରକାର ଓ ଏଏସଆଇଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ରିଟ୍ ପିଟିସନ୍ ଦାଏର କରିଛନ୍ତି ଶ୍ରୀମନ୍ଦିର ସେବାୟତ । ଯଥାଶୀଘ୍ର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମସ୍ତ ସୁବିଧା ଓ ଉପଯୋଗୀ କାର୍ଯ୍ୟ ସାରିବାକୁ ସେବାୟତ ଆବେଦନ…

ହାଇକୋର୍ଟର ନୂଆ ବିଚାରପତି ହେଲେ ଜଷ୍ଟିସ…

ଭୁବନେଶ୍ବର: ହାଇକୋର୍ଟର ନୂଆ ବିଚାରପତି ହେଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର । ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବୁଧବାର ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ହାଇକୋର୍ଟର ନୂଆ ବିଚାରପତି ହେଲେ…

କରୋନା ପାଇଁ ଆସନ୍ତା ୨୭ ତାରିଖ ଯାଏଁ…

କଟକ: ଆଜିଠୁ ଆସନ୍ତା ୨୭ ତାରିଖ ଯାଏଁ ବନ୍ଦ ରହିବ ହାଇକୋର୍ଟ।  ହାଇକୋର୍ଟର କିଛି କର୍ମଚାରୀ ପଜିଟିଭ୍ ଚିହ୍ନଟ ହେବା ପରେ ଏହି ନିର୍ଦ୍ଦେଶାନାମା ଜାରି କରାଯାଇଛି। During this period, only extremely urgent matters may be mentioned before the Registrar (Judicial) through email…