ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

High Court

ASO ଚୟନ ଅନିୟମିତତା ମାମଲା: ଓପିଏସସି…

ଭୁବନେଶ୍ବର: ASO ଚୟନ ମେରିଟ  ଲିଷ୍ଟ କାଏମ୍‌ ରଖିଛନ୍ତି ହାଇକୋର୍ଟ । ୧୧୦୪ ଜଣଙ୍କ OPSC ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ। OPSC ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି ବୋଲି କହିଛନ୍ତି ହାଇକୋର୍ଟ ।  ଯେଉଁଠୁ ପ୍ରକ୍ରିୟା ବନ୍ଦ ରହିଥିଲା ସେଠାରୁ ଚାଲୁ ରଖିବାକୁ OPSCକୁ ନିର୍ଦ୍ଦେଶ…

ଅନୁଭବଙ୍କୁ ମିଳିଲା ବିବାହ ବିଚ୍ଛେଦ…

କଟକ: ତାରକା-ଦମ୍ପତି ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଲେ ହାଇକୋର୍ଟ। ଅନୁଭବଙ୍କ ପକ୍ଷରୁ ଛାଡ଼ପତ୍ର ପାଇଁ ହୋଇଥିବା ଆବେଦନକୁ କଟକ ପରିବାର ଅଦାଲତ ଖାରଜ କରିଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟଙ୍କ…

ନର୍ସିଂ ଅଫିସର ନିଯୁକ୍ତି ନେଇ…

ଭୁବନେଶ୍ବର: ନର୍ସ ପଦବୀ ପୂରଣ ପାଇଁ ବାଟ ଫିଟିଲା। ନିଯୁକ୍ତି ପ୍ରକ୍ରିୟା ଉପରେ ଥିବା ଅନ୍ତରୀଣ ନିର୍ଦ୍ଧେଶରେ ପରିବର୍ତ୍ତନ କରିଛନ୍ତି ହାଇକୋର୍ଟ। ହାଇକୋର୍ଟ ମେ' ୧ ର ଅନ୍ତରୀଣ ନିର୍ଦ୍ଦେଶରେ ପରିବର୍ତ୍ତନ କରିଛନ୍ତି ।କେବଳ ଆବେଦନକାରୀ ଫାର୍ମାସିଷ୍ଟଙ୍କ ପାଇଁ ନିର୍ଦ୍ଦିଷ୍ଟ ପଦବି ସଂରକ୍ଷିତ…

୭ଟି ରାଜ୍ୟର ହାଇକୋର୍ଟ ନୂଆ ମୁଖ୍ୟ…

ନୂଆଦିଲ୍ଲୀ: ଓଡ଼ିଶା ସମେତ ୭ ରାଜ୍ୟର ହାଇକୋର୍ଟ ପାଇଁ ନୂଆ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ପ୍ରଧାନବିଚାରପତି ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ବାଧୀନ କଲେଜିୟମ ଓଡ଼ିଶା ସମେତ ବମ୍ବେ, ଗୁଜରାଟ, ତେଲଙ୍ଗାନା,…

ଗିରଫ ଭୟରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ସହ ଆଗୁଆ ଜାମିନ ଆବେଦନ କଲେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ । କଟକ ମହିଳା ଥାନାରେ ରୁଜୁ ମାମଲାରେ ଆଗୁଆ ଜାମିନ ପାଇଁ ଆଜି ସୌରିନ ହାଇକୋର୍ଟରେ ଆବେଦନ ଦାୟର କରିଛନ୍ତି। ସେ ନିର୍ଦ୍ଦୋଷ ଓ ତାଙ୍କ ବିରୋଧରେ ଥିବା ଅଭିଯୋଗ ଭିତ୍ତିହୀନ ଓ ଉଦ୍ଦେଶ୍ୟମୂଳକ ବୋଲି…

‘ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ…

କଟକ: ଜୁଡିସିଆଲ ଏକାଡେମିରେ ଅନୁଷ୍ଠିତ ‘ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ’ ସମ୍ମିଳନୀକୁ ଉଦଘାଟନ କଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ଓଡ଼ିଶା ହାଇକୋର୍ଟ ଆନୁକୂଲ୍ୟରେ କଟକସ୍ଥିତ ଓଡ଼ିଶା ଜୁଡିସିଆଲ ଏକାଡେମୀ ପରିସରରେ ଚାଲିଛି ଜାତୀୟ ସମ୍ମିଳନୀ…

ଦୁଷ୍କର୍ମ ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ…

କଟକ : ଦୁଷ୍କର୍ମ ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଆସିଛି । ବିବାହର ପ୍ରତିଶ୍ରୁତି ଦେଇ ପ୍ରାପ୍ତ ବୟସ୍କ ମହିଳାଙ୍କ ସହିତ ଶାରୀରିକ ସଂପର୍କ ରଖିବା ଦୁଷ୍କର୍ମ ଅପରାଧ ପରିସରଭୁକ୍ତ ନୁହେଁ । କେତେକ କ୍ଷେତ୍ରରେ ମହିଳାମାନେ ସ୍ୱଇଚ୍ଛାରେ ସଂପର୍କ ରଖୁଛନ୍ତି । ତେଣୁ ଏଭଳି…

ASO ପରୀକ୍ଷାକୁ ନେଇ ହାଇକୋର୍ଟଙ୍କ ବଡ଼…

ଭୁବନେଶ୍ବର: ଏଏସଓ ପରୀକ୍ଷାକୁ ନେଇ ଆଜି ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ଚୂଡ଼ାନ୍ତ ତାଲିକା ପ୍ରକାଶ ଉପରେ ହାଇକୋର୍ଟ ରୋକ୍ ଲଗାଇଛନ୍ତି। ତେବେ କମ୍ପ୍ୟୁଟର ପ୍ରୋଫିସିଏନସି ଟେଷ୍ଟ ଜାରି ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କମ୍ପ୍ୟୁଟର ଟେଷ୍ଟ ହେଲେ ବି ଚୂଡ଼ାନ୍ତ ତାଲିକା ପ୍ରକାଶ ଉପରେ ରୋକ୍…

ବିଭ୍ରାନ୍ତିକର ଖବର ପ୍ରସାରଣକୁ…

ଭୁବନେଶ୍ୱର: ପଦାରେ ପଡ଼ିଲା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ଛବିକୁ ମଳିନ କରିବା ଲାଗି ଜଣେ ଆଇନଜୀବୀ ଓ ନିର୍ଦ୍ଦିଷ୍ଟ ଗଣମାଧ୍ୟମର ସାଂଘାତିକ ଷଡ଼ଯନ୍ତ୍ର । ହାଇକୋର୍ଟଙ୍କ ମୁଖ୍ୟ ବିଚାରପତିଙ୍କ ବିରୋଧରେ ଷଡଯନ୍ତ୍ରର ହେଲା ପର୍ଦ୍ଦାଫାସ । ଖାଲି ଏତିକି ନୁହେଁ ବିଭ୍ରାନ୍ତିକର ଖବର ପ୍ରସାରଣକୁ ନେଇ ଆଜି…

ବର୍ଜ୍ୟ ଜଳକୁ ବିଶୋଧନ କରି ଗଙ୍ଗୁଆରେ ଛାଡ଼…

କଟକ: ଚିଲିକା ଓ ଭିତରକନିକାରେ ଜଳ ପ୍ରଦୂଷଣ ନେଇ ହାଇକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଓ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାକୁ ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ପରବର୍ତ୍ତୀ ଶୁଣାଣି ସୁଦ୍ଧା ଏକ ଉଚ୍ଚସ୍ତରୀୟ ଭୁବନେଶ୍ୱର ମହାନଗର…