ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

High School Transformation

‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ…

ଭୁବନେଶ୍ୱର: ରାଜ୍ୟର ଶିକ୍ଷାବ୍ୟବସ୍ଥାକୁ ଗୁଣାତ୍ମକ ତଥା ସ୍କୁଲଗୁଡ଼ିକୁ ସର୍ବାଙ୍ଗ ସୁନ୍ଦର କରିବା ପାଇଁ ମୁଖ୍ୟମନ୍ତ୍ରୀ ନେଇଛନ୍ତି ଦୃଢ଼ ଶପଥ। ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ହେଉଛି ଆମୂଳଚୂଳ ପରିବର୍ତ୍ତନ। ‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ବିଦ୍ୟାଳୟର ଚେହେରା। ଘରୋଇ ସ୍କୁଲ ଭଳି ସରକାରୀ…

ହାଇସ୍କୁଲ ରୂପାନ୍ତରଣ…

ସୁନ୍ଦରଗଡ଼/ରାଉରକେଲା : ରାଜ୍ୟ ସରକାରଙ୍କ ‘୫ଟି’ ଅଭିଯାନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାରେ ସମସ୍ତ ସରକାରୀ ହାଇସ୍କୁଲର ରୂପାନ୍ତରଣ କରାଯାଉଛି। ଶନିବାର ଦିନ ‘୫ଟି’ ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଭିଡିଓ କନଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରିବା ବେଳେ ଉପସ୍ଥିତ…

ଓଡ଼ିଶାର ସ୍କୁଲ ରୂପାନ୍ତରଣ ଢାଞ୍ଚାରେ…

ଭୁବନେଶ୍ୱର: ଓଡ଼ିଶା ଢାଞ୍ଚାରେ ବଦଳିବ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ରୂପରେଖ। ପୁରୁଣା ସରକାରୀ ସ୍କୁଲଗୁଡ଼ିକ ମଧ୍ୟ ନୂଆ ରୂପ ପାଇବ। ଓଡ଼ିଶା ସରକାରଙ୍କ ‘୫-ଟି’ ଉପକ୍ରମରେ ହାଇସ୍କୁଲ ରୂପାନ୍ତରଣ ଢାଞ୍ଚାରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ବିଦ୍ୟାଳୟର ନବ କଳେବର ଯୋଜନା କରାଯାଇଛି। ଓଡ଼ିଶା…

ଆଜି ୫ଟି ଜିଲ୍ଲାରେ ୫୩୧ ରୂପାନ୍ତରିତ…

ଭୁବନେଶ୍ୱର: ପିଲାଙ୍କ ଭବିଷ୍ୟତକୁ ସୁନ୍ଦର, ଶ୍ରେଷ୍ଠ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ହାଇସ୍କୁଲ ‘ରୂପାନ୍ତରଣ’ ପରି ଅନନ୍ୟ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ‘୫-ଟି’ର ଏହି ରୂପାନ୍ତରଣ କାର୍ଯ୍ୟକ୍ରମରେ ସରକାରୀ ହାଇସ୍କୁଲର ଭିତ୍ତିଭୂମିରେ ଆମୂଳଚୂଳ ପରିବର୍ତ୍ତନ କରାଯାଉଛି। ଯାହାକୁ ନେଇ…

ହାଇସ୍କୁଲ ରୂପାନ୍ତରଣର ଦ୍ୱିତୀୟ…

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ‘୫-ଟି’ ହାଇସ୍କୁଲ ରୂପାନ୍ତରଣରେ ସାମିଲ ହୋଇଥିବା ବିଦ୍ୟାଳୟରଗୁଡ଼ିକର ଲୋକାର୍ପଣ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର କରାଯିବ। ଏହି…

ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ…

ଭୁବନେଶ୍ବର: ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ଟି ସ୍କୁଲ, ଝାରସୁଗୁଡାର ୨୫ଟି, କଳାହାଣ୍ଡିର ୨୯ଟି,…

ଆଜି ୧୫୫ଟି ରୂପାନ୍ତରିତ ହାଇସ୍କୁଲର…

ଭୁବେନଶ୍ବର: ଆଜି ୧୫୫ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଦଳୁଛି ସରକାରୀ ସ୍କୁଲର ଚିତ୍ର । ୫ଟି ସଂସ୍କାରରେ ସ୍କୁଲ ଟ୍ରାନ୍ସଫର୍ମେସନରେ ମିଳୁଛି ନୂଆ ଭିତ୍ତିଭୂମି । ଘରୋଇ ସ୍କୁଲ ଭଳି ହାଇ-ଟେକ୍ନୋଲୋଜି, କାଠ ବେଞ୍ଚ ଟେବୁଲ ବଦଳରେ ନୂଆ ଡେସ୍କ ବେଞ୍ଚ,…

ଆଜି ଲୋକାର୍ପିତ ହେବ ୫ ଜିଲ୍ଲାର ୧୩୦…

ଭୁବନେଶ୍ୱର: ପିଲାଙ୍କ ଭବିଷ୍ୟତକୁ ସୁନ୍ଦର, ଶ୍ରେଷ୍ଠ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ହାଇସ୍କୁଲ 'ରୂପାନ୍ତରଣ' ପରି ଅନନ୍ୟ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ‘୫-ଟି'ର ଏହି ରୂପାନ୍ତରଣ କାର୍ଯ୍ୟକ୍ରମରେ ସରକାରୀ ହାଇସ୍କୁଲର ଭିତ୍ତିଭୂମିରେ ଆମୂଳଚୂଳ ପରିବର୍ତ୍ତନ କରାଯାଉଛି। ଯାହାକୁ ନେଇ…

ଶିଶୁ ଦିବସ ଅବସରରେ ୪ଟି ଜିଲ୍ଲାର ୧୩୮…

ଭୁବନେଶ୍ୱର: ରାଜ୍ୟରେ ବଦଳୁଛି ଶିକ୍ଷା ବ୍ୟବସ୍ତା । 5T ଅଧିନରେ ସ୍କୁଲ ଟ୍ରାନ୍ସଫର୍ମେସନ ଜରିଆରେ ବଦଳିବାରେ ଲାଗିଛି ହାଇସ୍କୁଲର ଚେହେରା, ପରିବର୍ତ୍ତିତ ହୋଇଚାଲିଛି କ୍ୟାମ୍ପସର ନକ୍ସା। ଶିକ୍ଷାୟତନର ପରିସରରେ ଦେଖାଦେବାରେ ଲାଗିଛି ରୂପାନ୍ତରଣର ଝଲକ। ସବୁଠୁ ବଡ଼ କଥା ହେଲା ଛାତ୍ରଛାତ୍ରୀ ପାଇବେ…