ନୂଆ ନମ୍ବର ପ୍ଲେଟକୁ ନେଇ ଅକଳରେ ଗାଡ଼ି…
ଭୁବନେଶ୍ୱର : ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍(ଏଚଏସଆରପି)କୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଲାଣି। ୨୦୧୯ ମସିହା ଏପ୍ରିଲ ପହିଲା ପୂର୍ବରୁ ପଞ୍ଜୀକୃତ ହୋଇଥିବା ପୁରୁଣା ଗାଡ଼ିର ନମ୍ବର ଯାହାକି ୧, ୨, ୩ ଏବଂ ୪ ସହିତ ଶେଷ ହେଉଥିବ; ଉକ୍ତ ଗାଡ଼ିଗୁଡ଼ିକର ହାଇ…