ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Hirakud

ହୀରାକୁଦ ଅଞ୍ଚଳରେ ବ୍ୟାପୁଛି…

ସମ୍ବଲପୁର: ସମ୍ବଲପୁର ହୀରାକୁଦ ଅଞ୍ଚଳରେ ଝାଡାବାନ୍ତି। ୩ ଦିନ ମଧ୍ୟରେ ଝାଡାବାନ୍ତିରେ  ୧୨୭ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଜଣଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ହସ୍ପିଟାଲରେ ୭ରୁ ଉର୍ଦ୍ଧ୍ବ  ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଦୂଷିତ ପାଣି ପିଇ ଝାଡାବାନ୍ତି ହୋଇଥିବା…

ଖୋଲିଲା ହୀରାକୁଦର ଆଉ ୨ଟି ଗେଟ୍, ମୋଟ…

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ବଢୁଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର। ଯାହାକୁ ନଜରରେ ରଖି ହୀରାକୁଦର ଆଜି ଆଉ ୨ଟି ଗେଟ୍‌ ଖୋଲାଯାଇଛି । ଗତ ଦୁଇଦିନର ୨୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ଆଜି ଆଉ ୨ଟି ଗେଟ୍ ଖୋଲାଯାଇଛି । ଯାହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୨୪ଟି ଗେଟ୍‌ ଦେଇ…

ହୀରାକୁଦରେ ଖୋଲିଲା ଆଉ ୫ଟି ଗେଟ୍‌, ମୋଟ…

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁଁ ଗତକାଲିଠାରୁ ହୀରାକୁଦକୁ ବ୍ୟାପକ ମାତ୍ରାରେ ପାଣି ପ୍ରବେଶ କରୁଛି । ଯେଉଁଥିପାଇଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି । ପରିସ୍ଥିତିକୁ ଦେଖି ହୀରାକୁଦ କର୍ତ୍ତୃପକ୍ଷ ଆହୁରି ୫ଟି ଗେଟ ଖୋଲିଛନ୍ତି। ଏବେ ମୋଟ ୧୨ଟି ଗେଟ ଦେଇ ଜଳ ନିଷ୍କାସନ…

କଲମା ବ୍ୟାରେଜର ସମସ୍ତ ଗେଟ ଖୋଲିବା ପରେ…

ସମ୍ବଲପୁର: ଛତିଶଗଡ କଲମା ବ୍ୟାରେଜ ସମସ୍ତ ଗେଟ୍ ଖୋଲିବା ପରେ ହୀରାକୁଦରେ ଜଳସ୍ତର ବଢିବାରେ ଲାଗିଛି । କଲମାର ସମସ୍ତ ଗେଟ୍ ଖୋଲାଥିବାବେଳେ ହୀରାକୁଦ ଡ୍ୟାମ୍ ଭିତରକୁ ପ୍ରତି ସେକେଣ୍ଡରେ ୯୨ ହଜାର ୫୭୩ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି । ୩୫ ହଜାର ୧୫୯ ଘନଫୁଟ ଜଳ ବିଭିନ୍ନ କେନାଲ ଦେଇ ନିଷ୍କାସିତ ହେଉଛି…

ଆସୁଛି ବଡ଼ ବନ୍ୟା : ରାତି ୮ଟା ସୁଦ୍ଧା…

ଭୁବନେଶ୍ବର/ସମ୍ବଲପୁର : ରାଜ୍ୟରେ ବନ୍ୟା ସ୍ଥିତି ଜଟିଳ ହେବାରେ ଲାଗିଛି। ବର୍ଷା କମିଥିଲେ ମଧ୍ୟ ଉପର ମୁଣ୍ଡରେ ପ୍ରବଳ ବର୍ଷା ହୋଇଥିବାରୁ ହୀରାକୁଦରେ ଜଳ ପ୍ରବେଶ ବଢୁଛି। ଜଳସ୍ତରକୁ ନିୟନ୍ତ୍ରଣ କରିବା ପାଇଁ ଅଧିକ ଗେଟ୍‌ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଜଳସ୍ତର ବଢ଼ିବା କାରଣରୁ ହୀରାକୁଦ ଜଳଭଣ୍ଡାରରୁ…

ବିପଦ ସଙ୍କେତ ଟପିଲା ବୈତରଣୀ, ମୋଟ ୨୮ଟି…

ସମ୍ବଲପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ପୁଣି ବଢ଼ିଲା ହୀରାକୁଦର ଜଳସ୍ତର । ହୀରାକୁଦରେ ଜଳସ୍ତର ବଢୁଥିବାରୁ ସ୍ଥିତି ନିୟନ୍ତ୍ରଣ ପାଇଁ ଆଉ ୪ଟି ଗେଟ୍ ଖୋଲିଛି । ଆଉ ୪ଟି ଗେଟ୍ ଖୋଲାଯାଇଛି । ଫଳରେ ବର୍ତ୍ତମାନ ହୀରାକୁଦରୁ ୨୮ଟି ଗେଟି ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ବାମ ପଟେ ୨୦ ଓ ଡାହାଣ…

ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ଆଶଙ୍କା

ଭୁବନେଶ୍ୱର: ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ଆଶଙ୍କା । ଯଦି ଉପର ମୁଣ୍ଡରେ ଅର୍ଥାତ ଛତିଶଗଡ଼ରେ ବର୍ଷା ଲାଗି ରହେ ଏବଂ ଓଡ଼ିଶାରେ ବି ଏହି ଭଳି ବର୍ଷା ଜାରି ରୁହେ । ତେବେ ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ହେବା ନେଇ ସମ୍ଭାବନା ସୃଷ୍ଟି ହୋଇଛି । ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର…

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି…

ସମ୍ବଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ସ୍ଲୁଇସ୍‌ ଗେଟ୍ । ବାମପଟର ୭ ଓ ଦକ୍ଷିଣପଟର ୩ଗେଟ୍‌ ସହ ମୋଟ୍‌ ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ଲକ୍ଷ ୭୭ହଜାର ୬୯୧ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ୧୦ଟି ଗେଟ୍ ଦେଇ ୧ ଲକ୍ଷ ୪୪ହଜାର ୨୨୮ କ୍ୟୁସେକ୍ ଜଳ…