ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Hockey India

ମାଲେସିଆକୁ ୪-୩ ଗୋଲରେ ହରାଇ ଚତୁର୍ଥ ଥର…

ଚେନ୍ନଇ: ଏସିଆନ ଚାମ୍ପିଅନ୍ସ ଟ୍ରଫିର ସପ୍ତମ ସଂସ୍କରଣରେ ଆୟୋଜକ ଭାରତ ଏଥର ଚାମ୍ପିଅନ ହୋଇଛି। ସ୍ଥାନୀୟ ମେୟର ରାଧାକ୍ରିଷ୍ଣନ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଟୁର୍ଣ୍ଣାମେଣ୍ଟର କଡ଼ା ସଂଘର୍ଷପୂର୍ଣ୍ଣ ଫାଇନାଲ ମୁକାବିଲାରେ ଭାରତ ୪-୩ ଗୋଲରେ ମାଲେସିଆକୁ ପରାସ୍ତ କରି ସର୍ବାଧିକ ଚତୁର୍ଥଥର ପାଇଁ ଟାଇଟଲ…

ଚାରିଥରର ଚାମ୍ପିଅନ ଦକ୍ଷିଣ କୋରିଆକୁ…

ଟୋକିଓ: ପ୍ରଥମ ଥର ପାଇଁ ଏସିଆ କପ୍ ଜୁନିଅର ମହିଳା ହକିରେ ଚାମ୍ପିଅନ ହୋଇଛି ଭାରତ । ଫାଇନାଲରେ ଭାରତ ଚାରିଥରର ଚାମ୍ପିଅନ ଦକ୍ଷିଣ କୋରିଆକୁ ୨-୧ ଗୋଲରେ ହରାଇ ଟାଇଟଲ ହାସଲ କରିଛି। ସମଗ୍ର ପ୍ରତିଯୋଗିତାରେ ଅପରାଜେୟ ରହି ଚାମ୍ପିଅନ ହୋଇଛି ଭାରତ ।ଜାପାନର କାକାମିଗହାରା ସହରରେ ଆୟୋଜିତ ଏହି…

ହକି ଇଣ୍ଡିଆକୁ ଏସିଆର ବେଷ୍ଟ ଅର୍ଗାନାଇଜର…

ଭୁବନେଶ୍ୱର: ହକି ଇଣ୍ଡିଆକୁ ଏସିଆର ବେଷ୍ଟ ଅର୍ଗାନାଇଜର ଆଓ୍ବାର୍ଡ ପ୍ରଦାନ କରାଯାଇଛି। FIH  ଓଡ଼ିଶା ହକି ପୁରୁଷ ବିଶ୍ବକପର ଉଚ୍ଚକୋଟିର ଆୟୋଜନ ପାଇଁ ସମ୍ମାନିତ ହୋଇଛି ହକି ଇଣ୍ଡିଆ। କୋରିଆର ମୁଙ୍ଗେୟଙ୍ଗରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ଯକ୍ରମରେ ଏସିଆନ ହକି ଫେଡେରେସନ ତରଫରୁ ପୁରସ୍କାର ପ୍ରଦାନ…

ହକି ଇଣ୍ଡିଆ ବାର୍ଷିକ ପୁରସ୍କାର-୨୦୨୨:…

ନୂଆଦିଲ୍ଲୀ: ନୂଆଦିଲ୍ଲୀ ଅଶୋକା ହୋଟେଲରେ ହକି ଇଣ୍ଡିଆର ବାର୍ଷିକ ପୁରସ୍କାର- ୨୦୨୨ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ହକି ଖେଳାଳିଙ୍କୁ ସମ୍ମାନିତ କରାଯାଉଛି। ପ୍ରଥମେ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଡକ୍ଟର ଦିଲୀପ ତିର୍କିଙ୍କ ଅଭିଭାଷଣ ସହ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଅମିତ୍…

ହକି ବିଶ୍ୱକପରେ ଆଜିଠୁ କ୍ରସ ଓଭର…

ଭୁବନେଶ୍ୱର: ଏଫ୍‌‌ଆଇଏଚ୍‌‌ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍‌‌ରେ ଆଜିଠୁ ଆରମ୍ଭ ହେବ କ୍ରସ ଓଭର ମ୍ୟାଚ୍ । ବିଶ୍ୱକପ୍‌‌ର ପୁଲ ପର୍ଯ୍ୟାୟ ମ୍ୟାଚ୍‌‌ ଶେଷ ହୋଇଯାଇଛି। ୪ଟି ଟିମ୍ କ୍ୱାର୍ଟର ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଥିବା ବେଳେ କ୍ରସ ଓଭରରୁ ଅବଶିଷ୍ଟ ୪ଟି ଦଳ କ୍ୱାର୍ଟରକୁ ଉନ୍ନୀତ ହେବେ । ତେବେ ଆଜି ଭାରତ…

ହକି ବିଶ୍ୱକପ୍ ପାଇଁ ୧୮ ଜଣିଆ ଭାରତୀୟ ଦଳ…

ନୂଆଦିଲ୍ଲୀ: FIH ଓଡିଶା ହକି ପୁରୁଷ ବିଶ୍ୱକପ ୨୦୨୩ ପାଇଁ ହକି ଇଣ୍ଡିଆ ଆଜି ୧୮  ଜଣିଆ ଦଳ ଘୋଷଣା କରିଛି। ୧୩ ଜାନୁଆରୀ ରାଉରକେଲାର ନବ ନିର୍ମିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରୁ ଏହି ବିଶ୍ବକପ ଆରମ୍ଭ ହେବ। ହରମନ ପ୍ରିତ ସିଂହଙ୍କ ନେତୃତ୍ବରେ ପଡିଆକୁ ଉହ୍ଲାଇବ ଭାରତୀୟ ଦଳ। ସେହିପରି ଓଡ଼ିଆ ପୁଅ…

ଗ୍ରାସରୁଟରୁ ମଜଭୁତ ହେବ ହକି; ସ୍ପୋଟ୍‌ସ…

ଭୁବନେଶ୍ୱର: ଆକ୍ସନ ମୁଡରେ ହକି ଇଣ୍ଡିଆ। ହକି ଇଣ୍ଡିଆର ସଭାପତି ଭାବେ ଡ଼. ଦିଲ୍ଲୀପ ତିର୍କୀ ଦାୟିତ୍ୱ ନେବା ପରେ ହକିର ବିକାଶ ପାଇଁ ଅଣ୍ଟା ଭିଡ଼ିଛନ୍ତି । ସାରା ଭାରତରେ ରହିଥିବା ହକି ଏକାଡାମୀ, ସ୍ପୋର୍ଟ ହଷ୍ଟେଲ ବା ହକି ହଷ୍ଟେଲରେ ଏବେ ଜଣେ ଲେଖାଏଁ ଡ୍ରାଗ୍ ଫ୍ଲିକର କୋଚ୍ ଓ ଗୋଲକିପର କୋଚ୍ ରହିବେ ।…

ରାଉରକେଲାରେ ବିର୍ସା ମୁଣ୍ଡା…

ରାଉରକେଲା: ରାଉରକେଲା ବିପିୟୁଟି କ୍ୟାମ୍ପସରେ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ବୁଲି ଦେଖିଛନ୍ତି ହକି ଇଣ୍ଡିଆର ଉଚ୍ଚ ପ୍ରତିନିଧି ଦଳ। ଏହି ଟିମ ମୁଖ୍ୟ ଷ୍ଟାଡିୟମ ସହିତ ଦର୍ଶକ ଗ୍ୟାଲେରି, ଅଭ୍ୟାସ ପଡ଼ିଆ, ଖେଳାଳିମାନଙ୍କ ରହଣିସ୍ଥଳ, ଚେଞ୍ଜିଙ୍ଗ ରୁମ ଆଦି…

ହକି ଇଣ୍ଡିଆ ସଭାପତି ହେଲେ ଭାରତୀୟ ହକି…

ଭୁବନେଶ୍ବର : ହକି ଇଣ୍ଡିଆର ସଭାପତି ହୋଇଛନ୍ତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ। ପୂର୍ବତନ ଭାରତୀୟ ହକି ଦଳର ଅଧିନାୟକ ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ବିନା ପ୍ରତିଦ୍ବନ୍ଦିତାରେ ହକି ଇଣ୍ଡିଆର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ନୋମିନେସନ ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ହକି ଇଣ୍ଡିଆର…

ହକି ବିଶ୍ବକପ ୨୦୨୩ କାଉଣ୍ଟଡାଉନ୍ ଆରମ୍ଭ…

ଭୁବନେଶ୍ୱର: ୨୦୨୩ରେ ଓଡ଼ିଶାରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍ ପାଇଁ ବାଜିଲା ବିଗୁଲ୍। ଭୁବନେଶ୍ୱର ଲୋକସେବା ଭବନ କନଭେନସନ ସେଣ୍ଟରରେ ହୋଇଛି ଡ୍ର ସେରମନି। ବିଶ୍ୱକପ୍ ପାଇଁ ପୁଲ୍ ଘୋଷଣା କରାଯାଇଛି। ମୋଟ୍ ୪ଟି ପୁଲରେ ୧୬ଟିମ୍ ଭାଗ ନେବେ। ପୁଲ୍-ଡିରେ ଭାରତ ରହିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ…