ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

ICC World Cup

ଆଇସିସି ବିଶ୍ବକପ୍‌ ଆଉ ୫ ଦିନ; ଆଜି…

ଗୁଆହାଟୀ: ଆଉ ୫ ଦିନପରେ ଆରମ୍ଭ ହେବାକୁ ଯାଉଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ବିଶ୍ୱକପ୍‌‌ର ଅଭ୍ୟାସ ମ୍ୟାଚ୍‌‌ ଖେଳାଯିବା ପ୍ରକ୍ରିୟା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଆୟୋଜକ ଭାରତ ଆଜି ତା’ର ପ୍ରଥମ ଅଭ୍ୟାସ ମ୍ୟାଚ୍‌‌ରେ ଡିଫେଣ୍ଡିଂ ଚାମ୍ପିଅନ ଇଂଲଣ୍ଡକୁ ଭେଟିବ।…

ଜାଣନ୍ତୁ ବିଶ୍ୱକପ୍‌‌ରେ ଅଂଶଗ୍ରହଣକାରୀ…

ନୂଆଦିଲ୍ଲୀ : ଭାରତରେ ଅକ୍ଟୋବର ୫ରୁ ଖେଳାଯିବାକୁ ଥିବା ଦିନିକିଆ ବିଶ୍ୱକପ୍‌‌ ଲାଗି ଅଂଶଗ୍ରହଣକାରୀ ୧୦ଟି ଦଳର ପ୍ରସ୍ତୁତି ଶେଷ ପର୍ଯ୍ୟାୟ ରହିଛି। ଆଜିଠୁ ୩ଟି ଭେନ୍ୟୁ ଯଥା ଗୁଆହାଟୀ, ହାଇଦରାବାଦ ଓ ଥିରୁଅନନ୍ତପୁରମରେ ସମସ୍ତ ୱାର୍ମଅପ୍‌‌ ମ୍ୟାଚ୍‌‌ ଆରମ୍ଭ ହୋଇଛି । ପ୍ରତ୍ୟେକ ଦଳ ୨ଟି ଲେଖାଏଁ…

ବିଶ୍ୱକପ୍‌ ଟିମ୍‌ରେ ସାମିଲ୍ ହେଲେ…

ନୂଆଦିଲ୍ଲୀ: ବିଶ୍ୱକପ୍‌ ଟିମ୍‌ରେ ସାମିଲ୍ ହେଲେ ଷ୍ଟାର୍ ଅଫ୍‌ ସ୍ପିନର ଆର ଅଶ୍ୱୀନ। ଅକ୍ଷର ପଟେଲ୍‌ଙ୍କ ସ୍ଥାନରେ ବିଶ୍ୱକପ୍‌ ମ୍ୟାଚ୍ ଖେଳିବେ ଆର୍ ଅଶ୍ୱିନ୍। ଆହତ କାରଣରୁ ଅକ୍ଷର ପଟେଲଙ୍କୁ ବିଶ୍ୱକପ୍‌ରୁ ବାଦ ଦିଆଯାଇଛି।ଅକ୍ଷରଙ୍କ ସ୍ଥାନରେ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଭାରତର ୧୫ ଜଣିଆ…

ଭାରତରେ ହେବାକୁ ଥିବା ବିଶ୍ୱକପକୁ ବୟକଟ୍…

ନୂଆଦିଲ୍ଲୀ: ବିଶ୍ୱକପ୍ ଖେଳିବାକୁ ପାକିସ୍ତାନ କ୍ରିକେଟ୍ ଟିମ୍ ଭାରତ ଆସିବା ଉପରେ ଏବେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଅକ୍ଟୋବର ୫ ରୁ ଭାରତରେ ଆରମ୍ଭ ହେବାକୁ ଯାଉଛି ଦିନିକିଆ କ୍ରିକେଟ୍ ବିଶ୍ୱକପ । ଏହାରି ଭିତରେ ପାକିସ୍ତାନର କ୍ରୀଡାମନ୍ତ୍ରୀ ବିଶ୍ୱକପରୁ ପାକିସ୍ତାନର ଓହରିବା ପାଇଁ ଧମକ…

ଆଜିଠାରୁ ଆଇସିସି ଟି-୨୦ ବିଶ୍ବକପ୍:…

ଅଲ୍‌ ଅମିରତ୍‌: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍ ଶେଷ ହେବାର ମାତ୍ର ଦୁଇ ଦିନ ପରେ ୟୁଏଇ ଏବଂ ଓମାନରେ ଆଉ ଏକ ଧମାକାଦାର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଟି-୨୦ ବିଶ୍ବକପ୍ ଅକ୍ଟୋବର ୧୭ ବା ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ଦୀର୍ଘ ୫ ବର୍ଷ ପରେ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଫେରିଛି । ଏହି ଟୁର୍ଣ୍ଣାମେଣ୍ଟର ଅୟୋଜକ…

ଘୋଷଣା ହେଲା ଟି-୨୦ ବିଶ୍ୱକପ…

ନୂଆଦିଲ୍ଲୀ: ଚଳିତ ବର୍ଷ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ୍ ନେଇ ଆଇସିସି ପକ୍ଷରୁ କ୍ରୀଡ଼ାସୂଚୀ ଜାରି ହୋଇଛି । ଅକ୍ଟୋବର ୧୭ ତାରିଖରୁ ୟୁଏଇ ଏବଂ ଓମାନରେ ଆରମ୍ଭ ହେବ ଫଟାଫଟ କ୍ରିକେଟର ମହାସମର ଟି-ଟ୍ୱେଣ୍ଟି ବିଶ୍ୱକପ୍ । ୨୦୦୭ର ଚାମ୍ପିଅନ୍ ଭାରତୀୟ ଦଳ ୨୪ ଅକ୍ଟୋବରରୁ ବିଶ୍ୱକପରେ ନିଜର ଅଭିଯାନ…