ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

IMD Weather Update

ବଦଳିଲା ପାଗ, ଖରାରୁ ମିଳିଲା ଆଶ୍ୱସ୍ତି;…

ଭୁବନେଶ୍ୱର: ଆସନ୍ତା ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ସଂପର୍କରେ ସୂଚନା ଦିଆଯାଇଛି। କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ୨୫ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ-ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ…

ଜୁନ୍‌ ୪ ତାରିଖ ସୁଦ୍ଧା କେରଳ ଛୁଇଁପାରେ…

ନୂଆଦିଲ୍ଲୀ: ଚଳିତ ବର୍ଷ ସ୍ବାଭାବିକ ହେବ ମୌସୁମୀ । ତେବେ ଆସନ୍ତା ୪ ଜୁନ ସୁଦ୍ଧା ମୌସୁମୀ କେରଳ ଛୁଇଁବ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଜୁନ୍ ପହିଲା ସୁଦ୍ଧା ମୌସୁମୀ ପହଞ୍ଚିବାର ସମ୍ଭାବନା ନାହିଁ । ତେବେ ଜୁନରେ ନିଅଣ୍ଟିଆ ବର୍ଷା ସମ୍ଭାବନା ରହିଛି । ଆଇଏମଡି ସୂଚନା ଅନୁସାରେ…

ତାତିରୁ ମିଳିବ ତ୍ରାହି: ଆଗାମୀ ୫ ଦିନ…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଛି।  ଏହି ସ୍ଥିତି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଓ ଏହି ସମୟରେ ବିଶେଷ ଗରମ ଅନୁଭୂତ ହେବ ନାହିଁ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଏହି…

ପାଣିପାଗ ବିଭାଗର ପୂର୍ବାନୁମାନ: ଚଳିତ…

ଭୁବନେଶ୍ବର: ଚଳିତ ବର୍ଷ ସ୍ବାଭାବିକ ହେବ ମୌସୁମୀ ବର୍ଷା । ମୌସୁମୀ ବର୍ଷା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏ ନେଇ ପ୍ରେସମିଟରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।ସୂଚନା ଅନୁଯାୟୀ, ମୌସୁମୀ ବର୍ଷା ପରିମାଣ ୯୬% ହେବା ନେଇ ପୂର୍ବାନୁମାନ କରାଯାଇଛି।  ୯୬% ରୁ…

୧୨୨ ବର୍ଷର ରେକର୍ଡ ଭାଙ୍ଗିଲା ଫେବୃଆରୀର…

ନୂଆଦିଲ୍ଲୀ: ଗତ ୧୨୨ ବର୍ଷରେ ଚଳିତ ବର୍ଷର ଫେବ୍ରୁଆରୀ ସବୁଠୁ ଗରମ ରହିଥିଲା । ଏ ନେଇ ଭାରତୀୟ ପାଣିପାଗ ବିଭାଗ ଏକ ରିପୋର୍ଟ ଜାରି କରିଛି। ଏହି ସମୟରେ ଦିନର ହାରାହାରି ତାପମାତ୍ରା ସାମାନ୍ୟ ଠାରୁ ୧.୭୩ ଡିଗ୍ରୀ ଅଧିକ ରହିଥିଲା । ବିଭାଗ ରିପୋର୍ଟ ଅନୁଯାୟୀ, ଏହା ପୂର୍ବରୁ ୧୯୦୧ ମସିହାରେ ଫେବ୍ରୁଆରୀରେ…

ରାଜ୍ଯରେ କାଳବୈଶାଖୀ ପାଇଁ ୧୬ ଜିଲ୍ଲାକୁ…

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୮ ତାରିଖ ବୁଧବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୬ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ୧୬…

ଆସୁଛି ବାତ୍ୟା ‘ଆସନୀ’:…

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବାତ୍ୟା 'ଅସନୀ'କୁ ନେଇ ଆଶଙ୍କା କ୍ରମଶଃ ଦୃଢ଼ୀଭୂତ ହେବାରେ ଲାଗିଛି । ଆସନ୍ତା ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର…

ଗ୍ରୀଷ୍ମପ୍ରବାହରେ ଅସ୍ତବ୍ୟସ୍ତ ଜନଜୀବନ:…

ନୂଆଦିଲ୍ଲୀ: କେବଳ ଓଡ଼ିଶା ନୁହେଁ ଦେଶରେ ବିଭିନ୍ନ ରାଜ୍ଯରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସମ୍ଭାଳ ଗରମ ଅନୁଭତ ହେଉଛୁ। ଏହାରି ମଧ୍ଯରେ ଚଳିତ ମାର୍ଚ୍ଚ ମାସ ସବୁଠୁ ଉତ୍ତପ୍ତ ଭାବେ ପରିଗଣିତ ହୋଇଛି। ଭାରତୀୟ ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଚଳିତ ମାର୍ଚ୍ଚ ମାସ ୧୨୨ ବର୍ଷର ରେକର୍ଡ଼ ଭାଙ୍ଗିଛି।…

ନଭେମ୍ବର ମଧ୍ୟଭାଗରେ ୩ଟି ଲଘୁଚାପ…

ଭୁବନେଶ୍ୱର: ନଭେମ୍ବର ୧୫ ସୁଦ୍ଧା ଦକ୍ଷିଣ ବଙ୍ଗୋପସାଗରରେ ତିନୋଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାଫଳରେ ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶରେ ଭାରୀ ବର୍ଷା ହୋଇପାରେ। କେତେକ ମଡେଲ ଅନୁଯାୟୀ ଆଗାମୀ ଦୁଇ ସପ୍ତାହ ଯାଏଁ ଏହାର ପ୍ରଭାବ ରାଜ୍ୟରେ ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ…

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ୨୯ରୁ…

ଭୁବନେଶ୍ବର: ଆସନ୍ତା ୨୯ ଓ ୩୦ ତାରିଖର ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍ ଆର୍ ବିଶ୍ଵାସଙ୍କ ସୂଚନା ଅନୁଯାୟୀ ବାଂଲାଦେଶ ଉପକୂଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଥିବା…