ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

IMD Weather

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା…

ଭୁବନେଶ୍ବର: ପୁଣି ଭିଜିବ ଓଡିଶା । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ କୋହଲା ପାଗ ଲାଗି ରହିଛି । ପୂର୍ବା ପବନ ପ୍ରଭାବରେ ଆସନ୍ତା ୩ରୁ ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସତର୍କ…

ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା: ୧୪…

ଭୁବନେଶ୍ବର: ରାଜ୍ଯରେ ବିଭିନ୍ନ ସ୍ଥାନାରେ ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ମୟୁରଭଞ୍ଜ-ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ । …

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା…

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୫ଦିନ ପର୍ଯ୍ଯନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷାର ପରିମାଣ ବଢିଥିବାବେଳେ ଆଗାମୀ ୨୪ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ…

ରାଜ୍ୟର ୧୭ ଜିଲ୍ଲାକୁ କାଳବୈଶାଖୀ…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ରାଜ୍ୟର ୧୭ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର,…

ବର୍ଷା ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ…

ଭୁବନେଶ୍ୱର: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲ୍ଲାକୁ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସାଟେଲାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ ଆଗାମୀ ୨ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, କେନ୍ଦୁଝର ଜିଲ୍ଲାରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…

ରାଜ୍ଯରେ କମିବ ତାତି, କାଲିଠୁ କାଳବୈଶାଖୀ…

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ପାଣିପାଗ ବିଭାଗ ପକ୍ଷରୁ ସାମାନ୍ଯ ଆଶ୍ୱସ୍ତିକର ଖବର ଆସିଛି।  ଆସନ୍ତାକାଲି ଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ହ୍ରାସ ପାଇପାରେ। ଭାରତୀୟ IMD  ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,…

ବାରିପଦା ବିଶ୍ୱର ସବୁଠୁ ତତଲା ସହର , ୩…

ଭୁବନେଶ୍ୱର: ମଙ୍ଗଳବାର ବାରିପଦା ବିଶ୍ୱର ସବୁଠୁ ତତଲା ସହରର ମାନ୍ୟତା ପାଇଛି। ୱାର୍ଲଡ ୱେଦର ଟୁଡେ (ଡଟ୍‍) ଇନ୍‍ଫୋ ପକ୍ଷରୁ ପ୍ରକାଶିତ ଦୈନିକ ତାପମାତ୍ରା ତାଲିକାରେ ବାରିପଦା ୪୪.୬ ଡିଗ୍ରୀ ସହ ବିଶ୍ୱର ସବୁଠୁ ଉତ୍ତପ୍ତ ସହରର ପାଲଟିଛି। ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ବାରିପଦା ସହ ଭାରତର…

ଆହୁରି ତତାଇବ ଗ୍ରୀଷ୍ମ ପ୍ରବାହ,…

ଭୁବନେଶ୍ୱର, ୨୭ା୩ (ସମିସ): ରାଜ୍ୟରେ ପାରଦ ଉପରମୁହାଁ ହୋଇରହିଛି। ଆଜି ଭୁବନେଶ୍ୱର ସମେତ ଚାରିଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ନିକଟରେ ରହିଥିଲା। ଆସନ୍ତା ୫ ଦିନ ମଧ୍ୟରେ ପଶ୍ଚିମ ଓଡ଼ିଶାରେ ତାତି ବଢ଼ିବ। କିନ୍ତୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ ଘଡ଼ି ସହ ଝଡ଼ ବର୍ଷାର ସମ୍ଭାବନା ରହିଛି। ଆଜି ସଂଧ୍ୟା…

୨୮ରେ ରାଜ୍ଯର ବିଭିନ୍ନ ସ୍ଥାନରେ ପବନ…

ଭୁବନେଶ୍ୱର: ଭୁବନେଶ୍ୱର ରାଜ୍ୟର ବିଭିନ୍ନ ସ୍ଥାନରେ ତାତି ଜାରି ରହିଛି। ଗୋଟିଏ ଦିନର ବ୍ୟବଧାନ ପରେ ପୁଣି ପାରଦ ଉପର ମୁହାଁ ହୋଇଛି। ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ଆର ବିଶ୍ୱାସ କହିଛନ୍ତି ଯେ ଆସନ୍ତା ୩…

ବଦଳିବ ପାଣିପାଗ, ତାତିରୁ ମିଳିବ ସାମାନ୍ୟ…

ଭୁବନେଶ୍ବର: ରାଜ୍ଯରେ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳିଥିବା ବେଳେ ଭୁବନେଶ୍ୱର ରାଜ୍ୟ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। କ୍ରମାଗତ ଭାବେ ରାଜଧାନୀର ତାପମାତ୍ର ରେକର୍ଡ ଭାଙ୍ଗୁଥିବା ବେଳେ ମଙ୍ଗଳବାର ସାମନ୍ଯ ହ୍ରାସ ପାଇଛି। ଦୁଇ ଦିନ ପରେ ରାଜ୍ୟରେ ପାଣିପାଗ ବଦଳିବ ଓ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ…