Browsing Tag

IMDWeather

ସମଗ୍ର ଦେଶରୁ ବିଦାୟ ନେଲା…

ନୂଆଦିଲ୍ଲି: ସମଗ୍ର ଦେଶରୁ ବିଦାୟ ନେଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେପ୍ଟମ୍ବର ୨୯ରୁ ରାଜଧାନୀ ଦିଲ୍ଲୀରୁ ମୌସୁମୀ ବିଦାୟ ନେଇଥିଲା। ଏହା ପୂର୍ବରୁ ଓଡ଼ିଶାରୁ ଅକ୍ଟୋବର ୨୧ରୁ ରାଜ୍ୟରୁ ସମ୍ପୂର୍ଣ୍ଣ ବିଦାୟ ନେଇଥିଲା ମୌସୁମୀ ବାୟୁ।

ଓଡ଼ିଶାରୁ ଟଳିଲା ବାତ୍ୟା ବିପଦ!…

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଛୁଇଁବ ନାହିଁ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବାତ୍ୟା ସୃଷ୍ଟି ହେବା ସ୍ପଷ୍ଟ ହୋଇଛି । ହେଲେ ଓଡିଶା ଉପରେ ଏହି ବାତ୍ୟାର ସେପରି କିଛି…

ଆସନ୍ତାକାଲି ଯାଏଁ ରାଜ୍ଯର ବିଭିନ୍ନ…

ଭୁବନେଶ୍ୱର: ଆସନ୍ତାକାଲି ପର୍ଯ୍ଯନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ନିମ୍ନ ଚାପ ରେଖା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କୁଆପଥର ମାଡ଼ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୫ତାରିଖ ସକାଳ ପର୍ଯ୍ଯନ୍ତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର,…

ସକ୍ରିୟ ହେଲା ମୌସୁମୀ ବାୟୁ: ୨୭ରୁ ଜୁନ୍…

ଭୁବନେଶ୍ୱର: ସକ୍ରିୟ ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ବଙ୍ଗୋପସାଗରରେ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଦକ୍ଷିଣ ଆଣ୍ଡାମାନ୍ ଏବଂ ନିକୋବର ଦ୍ୱୀପରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି । ୪୮ ଘଣ୍ଟାରେ ଆହୁରି ଅଗ୍ରସର ହେବ । ଦକ୍ଷିଣପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର…

ରାଜ୍ଯରେ ପୁଣି ବଢ଼ିବ ତାତି

ଭୁବନେଶ୍ୱର: ଆଜି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବା ଆରମ୍ଭ ହେବ। କିଛି ଦିନ ହେବ ତାତିରୁ ସାମାନ୍ୟ ଆସ୍ୱସ୍ତି ମିଳିଥିବା ବେଳେ ପୁଣି ପାରଦ ଉପରକୁ ଉଠିବ। ୮ ତାରିଖ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ି଼ିବା ହେତୁ କିଛି ସ୍ଥାନରେ…

ବର୍ଷା ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ…

ଭୁବନେଶ୍ୱର: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲ୍ଲାକୁ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସାଟେଲାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ ଆଗାମୀ ୨ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, କେନ୍ଦୁଝର ଜିଲ୍ଲାରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…

୨୯ରେ ଲଘୁଚାପ

ଭୁବନେଶ୍ୱର: ଏପ୍ରିଲ୍‍ ୧ ତାରିଖରେ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପ୍ରଫେସର ପଶୁପାଳକ କହିଛନ୍ତି। ତାଙ୍କ ଆକଳନ ଅନୁଯାୟୀ ଲଘୁଚାପଟି ପ୍ରଥମେ ଉତ୍ତର ପଶ୍ଚିମ ଦିଗରେ ଆଣ୍ଡାମାନ ଆଡ଼କୁ ମୁହାଁଇ ପରେ ମିଆଁମାର୍‍ ଯାଇପାରେ। ଫଳରେ ୨୯ରୁ ୩୧ ତାରିଖ ମଧ୍ୟରେ ସମୁଦ୍ର…

ରାଜ୍ଯରେ ବଢିବ ତାତି: ମାର୍ଚ୍ଚ ମାସରୁ…

ଭୁବନେଶ୍ୱର: ରାଜ୍ଯରେ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳିଲାଣି। ଖରା ତାତିରେ କାନମୁଣ୍ଡ ଝାଇଁ ଝାଇଁ ହୋଇଯାଉଛି।  ଭୁବନେଶ୍ୱର ରାଜ୍ୟ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। କ୍ରମାଗତ ଭାବେ ରାଜଧାନୀର ତାପମାତ୍ର ରେକର୍ଡ ଭାଙ୍ଗୁଥିବା ଚିତ୍ର ସାମ୍ନାକୁ ଆସୁଛି। ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ…