ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Imran Khan

ପାକିସ୍ତାନ ନିର୍ବାଚନକୁ ନେଇ ସଂଶୟ ଜାରି:…

ଇସଲାମାବାଦ: ପାକିସ୍ତାନ ନ୍ୟାସନାଲ ଆସେମବ୍ଲି ଏବଂ ପ୍ରାଦେଶିକ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି। ଭୋଟ ଗଣତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏପରି ସମୟରେ ନିର୍ବାଚନ ଫଳାଫଳକୁ ନେଇ ସଂଶୟ ଜାରି ରହିଛି। ଏ ପର୍ଯ୍ୟନ୍ତ କାହାରିକୁ ବହୁମତ ମିଳିନାହିଁ। ଏହା ମଧ୍ୟରେ ନିର୍ବାଚନରେ ଜାଲିଆତି ହେଉଥିବା…

ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ। ସିଫର ମାମଲାରେ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ର ପ୍ରତିଷ୍ଠାତା ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କୋର୍ଟ । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇମ୍ରାନ…

ତୋଷଖାନା ମାମଲାରେ ଇମ୍ରାନ ଖାନଙ୍କୁ ବଡ଼…

ଇସଲାମବାଦ୍: ତୋଷଖାନା ଦୁର୍ନୀତି ମାମଲାରେ ଇମ୍ରାନ ଖାନ୍‌ଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇ ମୁଖ୍ୟ ଇମ୍ରାନ ଖାନଙ୍କୁ ଇସ୍‌ଲାମାବାଦ ହାଇକୋର୍ଟ ଆଶ୍ୱସ୍ତି ପ୍ରଦାନ କରିବାକୁ ଯାଇ ତାଙ୍କୁ ଜେଲ୍‌ରୁ ମୁକ୍ତ କରିବାକୁ ଆଦେଶ ଦେଇଛନ୍ତି। ହାଇକୋର୍ଟ ନିମ୍ନ…

ତୋଷଖାନା ମାମଲାରେ ପାକିସ୍ତାନର ପୂର୍ବତନ…

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ଜେଲ୍‌ । ତୋଷଖାନା ମାମଲାରେ ଇମ୍ରାନ ଖାଁଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଲେ ଇସଲାମାବାଦ ଟ୍ରାଏଲ କୋର୍ଟ । ଜେଲ ସହ ୧ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଲଗାଯାଇଛି । ଏହା ସହ ୫ ବର୍ଷ ଯାଏ କୌଣସି ନିର୍ବାଚନ ଲଢ଼ି ପାରିବେନି…

ଦେଶ ଛାଡି ଯାଇପାରିବେନି ପାକିସ୍ତାନର…

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସମେତ ପତ୍ନୀ ବୁଶ୍ରା ଓ ୮୦ ଦଳୀୟ କର୍ମୀଙ୍କୁ ନୋ ଫ୍ଲାଏ ତାଲିକା ଭୁକ୍ତ କରିଛି ପାକିସ୍ତାନ ସରକାର । ଅର୍ଥାତ ଏମାନେ ନିଜ ଦେଶ ଛାଡ଼ି ବାହାରକୁ ଯାଇପାରିବେ ନାହିଁ । ସାମରିକ ପ୍ରତିଷ୍ଠାନ ଉପରେ ତାଙ୍କ ସମର୍ଥକଙ୍କ ଆକ୍ରମଣ ପରେ ଏହି…

ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ…

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମିଳିଛି ବଡ ଆଶ୍ବସ୍ତି । ଇମ୍ରାନ ଖାନଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପାକିସ୍ତାନ ସୁପ୍ରିମକୋର୍ଟ । ପୂର୍ବରୁ ଇମ୍ରାନଙ୍କ ଗିରଫଦାରୀ ବେଆଇନ ଓ ଅବୈଧ ବୋଲି କହିଥିଲେ ସୁପ୍ରିମକୋର୍ଟ । ଇମ୍ରାନ ଖାନଙ୍କ ଗିରଫକୁ…

ଇମ୍ରାନ ଖାନଙ୍କ ଗିରଫକୁ ଅବୈଧ କହିଲେ…

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫକୁ ଅବୈଧ କହିଲେ ପାକିସ୍ତାନ ସୁପ୍ରିମକୋର୍ଟ । ଘଣ୍ଟାକ ମଧ୍ୟରେ ଇମ୍ରାନଙ୍କୁ ହାଜର ପାଇଁ ନିର୍ଦ୍ଦେଶ ଦେଲେ ପାକିସ୍ତାନ ସୁପ୍ରିମକୋର୍ଟ । ଏହା ସହ ଆହୁରି ସୁପ୍ରିମକୋର୍ଟ କହିଛନ୍ତି କି, ଯାଞ୍ଚ ଏଜେନ୍ସି ଏନଏବି ଦେଶକୁ ବହୁତ…

ଇମ୍ରାନ ଖାନ୍‌ଙ୍କ ଗିରଫ ପରେ ସେନା…

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫଦାରୀ ପରେ ତାଙ୍କ ସମର୍ଥକମାନେ ରାସ୍ତାକୁ ଓହ୍ଲାଇଛନ୍ତି। ଅନେକ ସ୍ଥାନରୁ ହିଂସାର ଚିତ୍ର ସାମ୍ନାକୁ ଆସିଛି। ପିଟିଆର କର୍ମକର୍ତ୍ତା ମାନେ ଦେଶରେ ବିଭିନ୍ନ ସ୍ଥାନରେ ପୋଡାଜଳା କରିଛନ୍ତି। ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ସାରା…

ଇମ୍ରାନ ଖାନଙ୍କ ବିରୋଧରେ ଜାମିନ ବିହୀନ…

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ବିରୋଧରେ ଜାମିନ ବିହୀନ ଗିରଫ ୱାରେଣ୍ଟ ଜାରି କରାଯାଇଛି। ଜଣେ ମହିଳା ବିଚାରପତିଙ୍କୁ ଧମକ ଦେବା ଅଭିଯୋଗରେ କୋର୍ଟ ଏହି ଓ୍ବାରେଣ୍ଟ ଜାରି କରିଛନ୍ତି। ମାଜିଷ୍ଟ୍ରେଟ୍‌ ମଲିକ ଅମାନ ଶୁଣାଣି ସମୟରେ ଇମ୍ରାନଙ୍କୁ ବ୍ୟକ୍ତିଗତ ଭାବେ…

ଇମ୍ରାନ ଖାନଙ୍କୁ ଆଶ୍ୱସ୍ତି, ଗିରଫ ଉପରେ…

ଲାହୋର: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଇମ୍ରାନଙ୍କୁ ଗିରଫ ନ କରିବା ଲାଗି ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଲାହୋର ହାଇକୋର୍ଟ । ଲାହୋର ହାଇକୋର୍ଟ ଜମାନ ପାର୍କରେ ଗୁରୁବାର ସକାଳ ୧୦ ଟା ପର୍ଯ୍ଯନ୍ତ ପୁଲିସ୍‌ କାର୍ଯ୍ଯାନୁଷ୍ଠାନ ଉପରେ ରୋକ୍…