Browsing Tag

Independence Day

ଜାଣନ୍ତୁ ଅଶୋକ ଚକ୍ରର ୨୪ଟି ଅରର…

ଆଧ୍ୟାତ୍ମିକ ଦୃଷ୍ଟିରୁ  ଅଶୋକ ଚକ୍ରରେ ଥିବା ୨୪ଟି ଅର ଦିନର ୨୪ ଘଣ୍ଟାକୁ ଦର୍ଶାଏ। ସମୟ ଭଳି ଅବିରତ ନିଜ ଦାୟିତ୍ବ ସମ୍ପାଦନ କରିବା ପାଇଁ ଏହା ପ୍ରେରଣା ଦେଇଥାଏ। ଏହି ୨୪ଟି ଅର ମନୁଷ୍ୟର ୨୪ଟି ଗୁଣ ଏବଂ ସତ୍‌ମାର୍ଗରେ ଯିବା ପାଇଁ ୨୪ଟି ମାର୍ଗ ସହିତ ମଧ୍ୟ ତୁଳନା କରାଯାଇଛି। ଅଶୋକ ଚକ୍ରର ମଧ୍ୟଭାଗରେ…

ଦୁର୍ନୀତି ଓ ପରିବାରବାଦ ଦେଶପାଇଁ ଦୁଇଟି…

ନୂଆଦିଲ୍ଲୀ : ଆଜି ଦେଶ ପାଳନ କରୁଛି ୭୬ ତମ ସ୍ୱାଧୀନତା ଦିବସ। ଏହି ଅବସରରେ ଆଜି ସକାଳେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି।ପତାକା ଉତ୍ତୋଳନ କରିବା ପରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ବିରୋଧୀଙ୍କ…

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ…

ଭୁବନେଶ୍ବର : ଆଜି ଦେଶ ପାଳୁଛି ୭୬ତମ ସ୍ୱାଧୀନତା ଦିବସ । ଏହି ଅବସରରେ ଭୁବନେଶ୍ବର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।ଏଥିସହ ସେ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି।…

ମନରୁ ଗୋଲାମିର ମାନସିକତା ଦୂର…

ନୂଆଦିଲ୍ଲୀ : ଆଜି ଦେଶ ପାଳନ କରୁଛି ୭୬ ତମ ସ୍ୱାଧୀନତା ଦିବସ। ସ୍ୱାଧୀନତା ଦିବସ ପାଇଁ ସାରା ଦେଶ ଉତ୍ସବ ମୁଖର। ଦିଲ୍ଲୀରୁ ପଲ୍ଲୀ ସବୁଠି ଆନନ୍ଦ ଉଲ୍ଲାସ। ଲାଲକିଲ୍ଲାରେ ପତାକା ଉତ୍ତୋଳନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି। ଇଂରେଜଙ୍କ ଶାସନ…

ଦେଶ ପାଳୁଛି ୭୬ ତମ ସ୍ୱାଧିନତା ଦିବସ,…

ନୂଆଦିଲ୍ଲୀ : ଆଜି ଦେଶ ପାଳୁଛି ୭୬ତମ ସ୍ୱାଧୀନତା ଦିବସ ।ସ୍ୱାଧୀନତା ଦିବସ ପାଇଁ ସାରା ଦେଶ ଉତ୍ସବ ମୁଖର। ଦିଲ୍ଲୀରୁ ପଲ୍ଲୀ ସବୁଠି ଆନନ୍ଦ ଉଲ୍ଲାସ।ଇଂରେଜଙ୍କ ଶାସନ ଅଧୀନରେ ପ୍ରାୟ ୨୦୦ ବର୍ଷ ରହିବା ପରେ ୧୯୪୭ ମସିହା ଆଜିର ଦିନରେ ଦେଶ ସ୍ୱାଧୀନ ହୋଇଥିଲା । ଦେଶକୁ ସ୍ୱାଧୀନ କରିବାକୁ ଅନେକ ସଂଘର୍ଷ…

ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ଅର୍ଥନୀତି…

ନୂଆଦିଲ୍ଲୀ : ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦେଶବାସୀଙ୍କୁ ପ୍ରଥମ ସମ୍ବୋଧନ କରିଛନ୍ତି।ରାଷ୍ଟ୍ରପତି ହେବା ପରେ ଦେଶବାସୀଙ୍କୁ ପ୍ରଥମ ଥର ପାଇଁ ସେ ସମ୍ବୋଧନ କରିଛନ୍ତି । ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରୁ ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ…

ରାତି ପାହିଲେ ସ୍ୱାଧୀନତା ଦିବସ;…

ଭୁବନେଶ୍ୱର: ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଲାଗି ଫୁଲଡ୍ରେସ୍‍ ରିହର୍ସାଲ ସରିଛି। ଏଥର ମୁଖ୍ୟ ବ୍ୟାଣ୍ଡକୁ ମିଶାଇ ୪ଟି ଟ୍ରୁପ ନେଇ ପ୍ରଦର୍ଶନୀ ପଡ଼ିଆରେ ଅଭ୍ୟାସ ଶେଷ ହୋଇଛି। ଓଡ୍ରାଫ, ଓଏସ୍‍ଏପି ଓ ଏସ୍‍ଏସ୍‍ବି ଭଳି ୩ଟି କଣ୍ଟିଜେଣ୍ଟରେ ସାମିଲ କରାଯାଇଛି। ଆଜି ଫୁଲଡ୍ରେସ୍‍ ରିହର୍ସାଲରେ ପୁଲିସ…

ଏଥର ସ୍କୁଲରେ କେବଳ ଶିକ୍ଷକଙ୍କ ଗହଣରେ…

ଭୁବନେଶ୍ବର : ଚଳିତ ବର୍ଷ ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସ୍କୁଲରେ କେବଳ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ଗହଣରେ ପାଳିତ ହେବ। ସ୍କୁଲରେ ଶିକ୍ଷକ ମାନେ ପତାକା ଉତ୍ତୋଳନ କରିବେ। ଏଥିରେ ଛାତ୍ର ଓ ଛାତ୍ରୀ ମାନଙ୍କୁ ସଂପୃକ୍ତ କରାଯିବନି। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।…

ସ୍ୱାଧୀନତା ଦିବସ ଅବସରରେ ରାଷ୍ଟ୍ରପତି…

ନୂଆଦିଲ୍ଲୀ: ଆଜି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି ସ୍ୱାଧୀନତା ଦିବସ ପାଇଁ ରାଷ୍ଟ୍ରପତି ପୁଲିସ୍‌ ପଦକ ବିଜେତାଙ୍କ ନାଁ । ଆସନ୍ତାକାଲି ସ୍ୱାଧୀନତା ଦିବସ ଅବସରରେ ସାରା ଦେଶରୁ ୧୩୮୦ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ଚଳିତବର୍ଷ ରାଜ୍ୟର…

ଏଥର ସ୍ୱାଧୀନତା ଦିବସରେ ଲାଲ୍‌ କିଲ୍ଲାର…

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍‌ ରେ ଭାଗନେଇଥିବା ଭାରତୀୟ ଦଳ ଅଗଷ୍ଟ ୧୫ ସ୍ୱାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲାରେ ସ୍ୱତନ୍ତ୍ର ଅତିଥି ଭାବରେ ଯୋଗଦେବେ ବୋଲି ସୂଚନା ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମଗ୍ର ଭାରତୀୟ ଅଲିମ୍ପିକ୍ ଦଳକୁ ଲାଲ୍‌ କିଲ୍ଲାକୁ ନିମନ୍ତ୍ରଣ କରିବେ। ନିମନ୍ତ୍ରଣ…