ଏସିଆ କପ: ଆଜି ଭାରତ-ହଂକଂ ମଧ୍ୟରେ…
ଦୁବାଇ: ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଚାଲିଥିବା ଏସିଆ କପ୍ ଟି-୨୦ ଟୁର୍ଣ୍ଣାମେଣ୍ଟରେ ଭାରତ ଆଜି ଅପେକ୍ଷାକୃତ ଦୁର୍ବଳ ହଂକଂକୁ ଭେଟିବ। ପ୍ରଥମ ମ୍ୟାଚରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ରବିବାର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୨ଟି ବଲ ବାକି ରଖି ୫ ୱିକେଟରେ ପରାସ୍ତ କରିଥିଲା।…