ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

india vs west indies

ଚତୁର୍ଥ ଟି-୨୦ରେ ୱେଷ୍ଟଇଣ୍ଡିଜକୁ ୯…

ଲାଉଡରହିଲ: ଟିମ୍ ଇଣ୍ଡିଆର ଦୁଇ ପ୍ରାରମ୍ଭିକ ଖେଳାଳି ଯଶସ୍ୱୀ ଜୟସ୍ୱାଲ ଓ ଶୁବମାନ ଗିଲଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ଚତୁର୍ଥ ଟି-୨୦ରେ ୱେଷ୍ଟଇଣ୍ଡିଜ୍‌‌କୁ ୯ ୱିକେଟରେ ପରାସ୍ତ କରି ୫ ମ୍ୟାଚ୍‌‌ ବିଶିଷ୍ଟ ସିରିଜ୍‌‌କୁ ୨-୨ରେ ବରାବର ସ୍ଥିତିକୁ ନେଇଆସିଛି। ଏଠାରେ ରବିବାର ଖେଳାଯିବାକୁ ଥିବା ୫ମ…

ଚତୁର୍ଥ T20: ଭାରତକୁ ୧୭୯ ରନର ଟାର୍ଗେଟ୍…

ଫ୍ଲୋରିଡା: ଆଜି ଆମେରିକାର ଫ୍ଲୋରିଡାରେ ଭାରତ-ଓ୍ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ଖେଳାଯାଉଛି । ଆଜିର ମ୍ୟାଚ୍‌ରେ ଟସ୍ ଜିତି ଓ୍ୱେଷ୍ଟଇଣ୍ଡିଜ୍ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଓ୍ୱେଷ୍ଟଇଣ୍ଡିଜ୍ ପ୍ରଥମେ ବ୍ୟାଟିଂ କରି ୮ ୱିକେଟ ହରାଇ ୧୭୮ ରନ ହାସଲ କରିଛି। ଏହି ମ୍ୟାଚକୁ…

ଆଜି ୱେଷ୍ଟଇଣ୍ଡିଜ୍‌‌ ବିପକ୍ଷ ତୃତୀୟ…

ପ୍ରୋଭିଡେନ୍ସ,: ୱେଷ୍ଟଇଣ୍ଡିଜ୍‌‌ରେ ଚାଲିଥିବା ୫ ମ୍ୟାଚ୍‌‌ ବିଶିଷ୍ଟ ଟି-୨୦ ସିରିଜ୍‌‌ର ପ୍ରଥମ ଦୁଇଟି ମ୍ୟାଚ୍‌‌ରେ ହାରିଯିବା ପରେ ଭ୍ରମଣକାରୀ ଭାରତୀୟ କ୍ରିକେଟ ଦଳ ଚାପରେ। ଏହି ସିରିଜ୍‌‌ର ତୃତୀୟ ମୁକାବିଲା ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମ୍‌‌ରେ ଆଜି ଖେଳାଯିବ। ଏହି ମ୍ୟାଚ୍‌‌ରେ ହାରିଗଲେ ଭାରତ…

ଆଜି ଭାରତ-ୱେଷ୍ଟଇଣ୍ଡିଜ୍‌‌ ମଧ୍ୟରେ…

ତାରୋଉବା: ତ୍ରିନିଦାଦ୍‌‌ର ବ୍ରାଏନ ଲାରା ଷ୍ଟାଡିୟମରେ ଆଜି ଭାରତ ଓ ଘରୋଇ ୱେଷ୍ଟଇଣ୍ଡିଜ୍‌‌ ମଧ୍ୟରେ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌‌ ଖେଳାଯିବ। ଏହି ନିର୍ଣ୍ଣାୟକ ମ୍ୟାଚ୍‌‌ ଜିତି ଭାରତ ସିରିଜ ହାତେଇବା ଲକ୍ଷ୍ୟରେ ରହିଛି। ପ୍ରଥମ ମ୍ୟାଚ୍‌‌ରେ ଭାରତ ଓ ଦ୍ୱିତୀୟରେ ୱେଷ୍ଟଇଣ୍ଡିଜ୍‌‌ ବିଜୟୀ…

ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍…

ମୁମ୍ବାଇ: ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ ଟିମ ଘୋଷଣା ହୋଇଛି । ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ଘୋଷଣା କରାଯାଇଛି। ସେହିପର୍ ଯଶସ୍ବୀ ଜୟସ୍ବାଲ ଓ ତିଲକ ବର୍ମାଙ୍କୁ ସୁଯୋଗ ଦିଆଯାଇଛି । ଟିମର ନିୟମିତ ଅଧିନାୟକ ରୋହିତ ଶର୍ମା, ତାରକା ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ସମେତ…

ଆଜି ଭାରତ-ୱେଷ୍ଟଇଣ୍ଡିଜ ଚତୁର୍ଥ ଟି-୨୦ :…

ଲଡେରହିଲ (ଆମେରିକା) : ଆମେରିକାର ଫ୍ଲୋରିଡାରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ଆଜି ଖେଳାଯିବ। ୫ ମ୍ୟାଚ୍‍ ବିଶିଷ୍ଟ ଏହି ସିରିଜରେ ଭାରତ ୨-୧ରେ ଅଗ୍ରଣୀ ହାସଲ କରିଛି। ଫଳରେ ଚତୁର୍ଥ ମ୍ୟାଚ୍‍ ଜିତି ଭାରତ ସିରିଜ ହାତେଇବା ଲକ୍ଷ୍ୟରେ ରହିଛି। ପୂର୍ବରୁ ଅନୁଷ୍ଠିତ ଦିନିକିଆ ସିରିଜରେ…

ଟି-୨୦ ଲାଗି ବାରବାଟୀ ପ୍ରସ୍ତୁତ

କଟକ/ଭୁବନେଶ୍ବର : ଆଉ ଗୋଟିଏ ଦିନ ପରେ ବାରବାଟୀ ମୁକାବିଲା। କ୍ରିକେଟ ଜଗତର ଦୁଇ ଶକ୍ତିଶାଳୀ ଦଳ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚଳିତ ଟି-୨୦ ସିରିଜ୍‍ର ଦ୍ୱିତୀୟ ମ୍ୟାଚ୍‍ ଖେଳାଯିବ। ଏଥି ନିମନ୍ତେ ଷ୍ଟାଡିୟମ ପୂର୍ଣ୍ଣ ପ୍ରସ୍ତୁତ ହୋଇ ସାରିଛି। ଦୁଇ ଦଳ ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି। ଶନିବାର…

ଭାରତ- ୱେଷ୍ଟଇଣ୍ଡିଜ୍ ୩ୟ ଦିନିକିଆ:…

ଅହମଦାବାଦ: ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଏଠାରେ ଖେଳାଯାଉଥିବା ତୃତୀୟ ଦିନିକିଆରେ ଭାରତ ୯୬ ରନରେ ବିଜୟ ହୋଇ ସିରିଜ କ୍ଲିନ ସୁଇପ୍ କରିଛି। ଭ୍ରମଣକାରୀ ଦଳ ୱେଷ୍ଟଇଣ୍ଡିଜକୁ ନିରାଶ ହେବାକୁ ପଡ଼ିଛି। ଭାରତ ପ୍ରଥମେ ବ୍ଯାଟିଂ କରି ୨୬୫ ରନ କରିଥିଲା । ୱେଷ୍ଟଇଣ୍ଡିଜକୁ ୨୬୬ରନର ଆବଶ୍ଯକ ଥିଲା । ହେଲେ…

୩ୟ ଦିନିକିଆ: ୱେଷ୍ଟଇଣ୍ଡିଜକୁ ୨୬୬ରନର…

ଅହମଦାବାଦ: ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଏଠାରେ ଖେଳାଯାଉଥିବା ତୃତୀୟ ଦିନିକିଆରେ ଭାରତ ପ୍ରଥମେ ବ୍ଯାଟିଂ କରି ୫୦ ଓଭରରେ ୨୬୫ ରନ କରି ଅଲଆଉଟ ହୋଇଛି। ଭାରତ ସିରିଜ ଜିତିସାରିଥିବା ବେଳେ ଆଜିର ମ୍ଯାଚ ଜିତି କ୍ଲିନ୍ ସୁଇପ ଲକ୍ଷ୍ଯରେ ରହିଛି। ୱେଷ୍ଟଇଣ୍ଡିଜ୍ ସମ୍ମାନ ରକ୍ଷାକିବା ପାଇଁ ଆଜିର ମ୍ଯାଚକୁ…

ନିରାଶ ହେବେ ଓଡିଶା କ୍ରିକେଟ ପ୍ରଶଂସକ;…

କଟକ: ନିରାଶ ହେବେ ଓଡିଶାର କ୍ରିକେଟ୍ ପ୍ରେମୀମାନେ। ବିସିସିଆଇ କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ୍ ଟି-୨୦ ମ୍ୟାଚକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଥିବା କୁହାଯାଉଛି। ୱେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳ ଫେବ୍ରୁଆରୀ ମାସରେ ଭାରତ ଗସ୍ତରେ ଆସି ୩ଟି…