ସୋମବାରରୁ ସଂସଦର ବଜେଟ ଅଧିବେଶନର…
ନୂଆଦିଲ୍ଲୀ: ଆସନ୍ତାକାଲିଠୁ ସଂସଦରେ ଆରମ୍ଭ ହେବ ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ । କୋରୋନା ସଂକ୍ରମଣକୁ ଦେଖି ଚଳିତ ବର୍ଷର ବଜେଟ ଅଧିବେଶନକୁ ଦୁଇଟି ପର୍ଯ୍ୟାୟରେ କରାଯାଇଛି । ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୨୯ ରୁ ଆରମ୍ଭ ହୋଇ ଫେବୃୟାରୀ ୨୯ ଯାଏ ବସିଥିଲା । ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୮ରୁ…