ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Indian Air Force

ଭାରତୀୟ ବାୟୁସେନାରେ ସାମିଲ ହେଲା…

ଗାଜଆବାଦ: ବଢିଲା ଭାରତର ଶକ୍ତି । ଆନୁଷ୍ଠାନିକ ଭାବେ ଭାରତୀୟ ବାୟୁସେନାରେ ସାମିଲ ହେଲା ଅତ୍ୟାଧୁନିକ C-295 MW ଟ୍ରାନ୍ସପୋର୍ଟ ଏୟାରକ୍ରାଫ୍ଟ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶ ହିଣ୍ଡନ ଏୟାରବେସରେ ଏହାକୁ ସାମିଲ କରିଛନ୍ତି । ଏହି ବିମାନ ସ୍ପେନ୍ ଠାରୁ ୬ ହଜାର ୮୫୪ କିଲୋମିଟର ଦୂରତା…

ଏଣିକି ଭାରତରେ ନିର୍ମାଣ ହେବ ଯୁଦ୍ଧ…

ୱାଶିଂଟନ: ଏଣିକି ଭାରତରେ ହିଁ ତିଆରି ହେବ ଭାରତୀୟ ବାୟୁସେନା ବ୍ୟବହାର କରୁଥିବା ଯୁଦ୍ଧ ବିମାନର ଇଞ୍ଜିନ । ଏଥିପାଇଁ ହିନ୍ଦୁସ୍ତାନ ଏରୋନଟିକ୍ସ ପ୍ରାଇଭେଟ ଲିଃ ସହ ଚୁକ୍ତି କରିଛି ଆମେରିକାର ଜେନେରାଲ ଇଲେକ୍ଟ୍ରିକ(GE) ଅରୋସ୍ପେସ। GE ସହାୟତାରେ ହାଲରେ ହିଁ ବାୟୁସେନାର ଯୁଦ୍ଧ ବିମାନ ଗୁଡ଼ିକର ଇଞ୍ଜିନକୁ…

ଭାରତୀୟ ବାୟୁସେନାର ପ୍ରଶିକ୍ଷଣ ବିମାନ…

କର୍ଣ୍ଣାଟକ: ଭାରତୀୟ ବାୟୁସେନାର ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗସ୍ତ । ଅଳ୍ପକେ ବର୍ତ୍ତିଲେ ବିମାନର ଦୁଇ ପାଇଲଟ । କର୍ଣ୍ଣାଟକର ଚାମରାଜନଗର ଠାରେ ଦୁର୍ଘଟଣାର ଶିକାର ହୋଇଛି ଭାରତୀୟ ବାୟୁସେନାର ଏହି ପ୍ରଶିକ୍ଷଣ ବିମାନ। ଦୁର୍ଘଟଣା ପରେ ଦୁଇ ପାଇଲଟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇପାରିଛି ।…

ଆଜି ଭାରତୀୟ ବାୟୁସେନାର ପ୍ରତିଷ୍ଠା…

ନୂଆଦିଲ୍ଲୀ: ଆଜି ଭାରତୀୟ ବାୟୁସେନାର ପ୍ରତିଷ୍ଠା ଦିବସ। ଏୟାଫୋର୍ସକୁ ପୂରିବ ୯୦ ବର୍ଷ । ଆକାଶ ମାର୍ଗକୁ ସୁରକ୍ଷା ଦେବା, ମାନବିକ ସହାୟତା ତଥା ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ବାୟୁସେନାର ବଳିଷ୍ଠ ଯୋଗଦାନ ରହିଛି। ବାୟୁସେନା ଭାରତୀୟ ସଶସ୍ତ୍ର ବାହିନୀର ଏକ ଅଭିନ୍ନ ଅଙ୍ଗ। ୮ ଅକ୍ଟୋବର ୧୯୩୨ରେ…

ଭୁବନେଶ୍ୱର ପରେ ପୁରୀ ଆକାଶରେ ଗର୍ଜିଲା…

ପୁରୀ: ରାଜଧାନୀ ଭୁବନେଶ୍ୱର ପରେ ଆଜି ପୁରୀ ଆକାଶରେ ଗର୍ଜିଲା ସୂର୍ଯ୍ୟକିରଣ । ଆସନ୍ତାକାଲି ପୁରୀରେ ଶୋ’ ହେବାକୁ ଥିବାବେଳେ ଆଜି ଫୁଲ ଡ୍ରେସ ରିହର୍ସାଲ କରିଛି ସୂର୍ଯ୍ୟକିରଣ ଟିମ୍ । ଆସନ୍ତାକାଲି ପାଗ ଖରାପ ହେବାର ସମ୍ଭାବନା ରହିଥିବାରୁ ଆଜି ଶୋ’ରେ ଯୋଗଦେବାକୁ ପରାମର୍ଶ ଦେଇଥିଲା ଜିଲ୍ଲା ପ୍ରଶାସନ ।…

ରାଜଧାନୀ ଆକାଶରେ ଜଲୱା ଦେଖାଇଲେ…

ଭୁବନେଶ୍ୱର: ଆକାଶରେ ଗର୍ଜିଲା ବାୟୁସେନାର ୯ ଲଢୁଆ ହକ୍ ବିମାନ । ରାଜଧାନୀବାସୀ ଦେଖିଲେ ବାୟୁବୀରଙ୍କ ଦମ୍ । ଭୁବନେଶ୍ୱର ଆକାଶରେ ନିଜ ଜଲୱା ଦେଖାଇଲା ‘ସୂର୍ଯ୍ୟକିରଣ’ ଟିମ୍‌। ଘଣ୍ଟାକୁ ୧୬୦୦ କିଲୋମିଟରେ ବେଗରେ ଉଡିଥିଲା ଲଢୁଆ ବିମାନ । ବାୟୁ ବୀରଙ୍କ ସାମର୍ଥ୍ୟ ଦେଖି ତାଜୁବ ହେଲେ ଓଡ଼ିଶାବାସୀ ।…

ଆଜି ରାଜଧାନୀରେ ହେବ ‘ସୂର୍ଯ୍ୟକିରଣ ଏୟାର…

ନନ୍ଦନକାନନ/ଭୁବନେଶ୍ୱର: ଆଜି ରାଜଧାନୀରେ ଦମ୍ ଦେଖାଇବ ସୂର୍ଯ୍ୟକିରଣ । ଆୟୋଜିତ ହେବ ଚିତ୍ତାକର୍ଷକ ଏୟାର ସୂର୍ଯ୍ୟକିରଣ ଶୋ । ବଳ ଦେଖାଇବ ବାୟୁସେନା । ସମରକଳା ପ୍ରଦର୍ଶନ କରିବେ ବାୟୁସେନା ଅଧିକାରୀ । କୁଆଖାଇ ନଦୀପଠାରେ ପୂର୍ବାହ୍ନ ୧୦ଟା ୧୫ରୁ ୧୧ଟା ୧୫ ମିନିଟ ଏକ ଘଣ୍ଟାର ଶୋ’ । ମାର୍କ-୧୨୩ ଲଢୁଆ…

ବାଲାକୋଟ ହିରୋଙ୍କୁ ଦିୱାଲୀ ଗିଫ୍ଟ :…

ନୂଆଦିଲ୍ଲୀ : ଭାରତୀୟ ବାୟୁସେନା ପାଇଲଟ ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଦ୍ଧମାନଙ୍କୁ ସେନା ପକ୍ଷରୁ ଦିୱାଲୀ ଉପହାର ଦିଆଯାଇଛି। ଭାରତୀୟ ବାୟୁସେନାର ଓ୍ଵିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଦ୍ଧମାନଙ୍କୁ ମିଳିଛି ପଦନ୍ନୋତି। ଏବେ ତାଙ୍କୁ ଗ୍ରୁପ କ୍ୟାପଟେନ୍‌ ପଦରେ ନିଯୁକ୍ତି ଦିଆଯାଇଛି। ଗ୍ରୁପ୍ କ୍ୟାପ୍ଟେନର…

ବିଶ୍ବର ଚତୁର୍ଥ ସର୍ବବୃହତ୍ ବାୟୁଶକ୍ତି…

ନୂଆଦିଲ୍ଲୀ : ଆଜି ଭାରତୀୟ ବାୟୁସେନାର ୮୯ ତମ ପ୍ରତିଷ୍ଠା ଦିବସ ।୮ ଅକ୍ଟେବାର ୧୯୩୨ରେ ଭାରତୀୟ ବାୟୁସେନା ପ୍ରତିଷ୍ଠା ହୋଇଥିଲା । ସେବେଠାରୁ ପ୍ରତିବର୍ଷ ଅକ୍ଟୋବର ୮ ତାରିଖକୁ ବାୟୁସେନା ଦିବସ ଭାବେ ପାଳନ କରାଯାଉଛି । ଚଳିତ ବର୍ଷ ଭାରତ-ପାକିସ୍ତାନ ଯୁଦ୍ଧକୁ ୫୦ ବର୍ଷ ପୂରଣ ହେଉଥିବାରୁ ଭାରତୀୟ…

ଓଡିଆ ପୁଅଙ୍କୁ ବଡ ଦାୟିତ୍ୱ, ଇଷ୍ଟର୍ଣ୍ଣ…

ନୂଆଦିଲ୍ଲୀ: ଓଡିଶା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଆମ ଓଡ଼ିଆ ପୁଅ ବାୟୁସେନା ଅଧିକାରୀ ଦିଲ୍ଲୀପ କୁମାର ପଟ୍ଟନାୟକ । କେନ୍ଦ୍ରୀୟ ଏୟାର କମାଣ୍ଡର ବରିଷ୍ଠ ବିମାନ କର୍ମଚାରୀ ଭାବେ କାର୍ଯ୍ୟରତ ଥିବା ଏୟାର ମାର୍ଶଲ ଦିଲ୍ଲୀପ କୁମାର ପଟ୍ଟନାୟକଙ୍କୁ ସିଲଂରେ ନୂତନ ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ଭାବେ ନିଯୁକ୍ତ…