ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Indian Olympians

ଟୋକିଓ ଅଲିମ୍ପିକ୍ସ: ହକିରେ ପଦକ ପରେ…

ଭୁବନେଶ୍ବର: ଟୋକିଓ ଅଲିମ୍ପିକ୍ସରେ ଭାରତର ଏହି ଐତିହାସିକ ଦମଦାର ବିଜୟ ପରେ ଚାରିଆଡୁ ଶୁଭେଚ୍ଛାର ଶୁଅ ଛୁଟିଛି। ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ଭାରତ ପାଇଁ ଆଜି ଐତିହାସିକ ଦିନ। ଭାରତୀୟ ପୁରୁଷ…

ଟୋକିଓ ଅଲିମ୍ପିକ୍ସ: ସେମିଫାଇନାଲରେ…

ଭୁବନେଶ୍ୱର: ସେମିଫାଇନାଲରେ ବେଲଜିୟମ ଠାରୁ ୫-୨ରେ ହାରିଲା ଭାରତୀୟ ପୁରୁଷ ହକି ଦଳ। ହାରିବା ପରେ ଭାରତୀୟ ହକି ଟିମର ମନୋବଳ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମିରେ ବେଲଜିଅମ ସହ ଟକ୍କରରେ ଖୁବ ସାହସିକତାର ସହ ପ୍ରଦର୍ଶନ କରିଛି ଇଣ୍ଡିଆନ ଟିମ୍ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।…

ହକିର ପ୍ରାୟୋଜକ ଓଡ଼ିଶା ହୋଇଥିବାରୁ…

ଭୁବନେଶ୍ୱର: ପ୍ରଥମଥର ପାଇଁ ଭାରତୀୟ ମହିଳା ହକି ଟିମ୍‌ ଅଲିମ୍ପିକ୍ସ ସେମିଫାଇନାଲରେ ପ୍ରବେଶ କରିଛି। ଅଷ୍ଟ୍ରେଲିଆକୁ ୧-୦ରେ ହରାଇଛି ମହିଳା ହକି ଟିମ୍‌। ଏହା ପୂର୍ବରୁ ଭାରତୀୟ ପୁରୁଷ ହକି ଟିମ୍‌ ମଧ୍ୟ ଦୀର୍ଘ ୪୧ ବର୍ଷ ପରେ ଅଲମ୍ପିକ୍‌ରେ ସେମି ଫାଇନାଲକୁ ପ୍ରବେଶ କରିଛି। ୨୦୧୮ରୁ ଓଡ଼ିଶା ଭାରତୀୟ ହକି…

ହକି ଇଣ୍ଡିଆର ବିଜୟରେ ଖୁସି ମନାଇବାସହ…

ଭୁବନେଶ୍ୱର: ହକି ଇଣ୍ଡିଆର ବିଜୟରେ ଖୁସି ମନାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି ଟିମ ଅଲିମ୍ପିକ୍ସର ସେମି ଫାଇନାଲକୁ ପ୍ରବେଶ କରିଛି । ଭାରତୀୟ ହକି ଟିମର ଏହି ଐତିହାସିକ ବିଜୟରେ ଖୁସି ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ । ମୁଖ୍ୟମନ୍ତ୍ରୀ…

ଟୋକିଓ ଅଲିମ୍ପିକ୍ସ: ୪୧ ବର୍ଷ ପରେ…

ଟୋକିଓ ଅଲିମ୍ପିକ୍ସ ପୁରୁଷ ହକିରେ ଭାରତର ଦମଦାର ବିଜୟ । ଗ୍ରେଟ ବ୍ରିଟେନକୁ ହାରଇ ସେମିଫାଇନାଲରେ ପ୍ରବେଶ କରିଛି ଭାରତ। ଆଜିର  କ୍ୱାର୍ଟରରେ ବ୍ରିଟେନ୍‌କୁ ୧-୩ ଗୋଲ୍‌ରେ ଭାରତ ପରାସ୍ତ କରିଛି। ଏଥିସହ ଦୀର୍ଘ ୪୧ ବର୍ଷ ପରେ ଅଲିମ୍ପିକ୍ସ ସେମିରେ ଭାରତ ପ୍ରବେଶ କରିଛି। ଆଜି କ୍ବାର୍ଟର ଫାଇନାଲରେ ଭାରତ…