ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

IndVsSA

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ…

ନୂଆଦିଲ୍ଲୀ: ଆଜି ଭାରତ ଓ ଭ୍ରମଣକରି ଦକ୍ଷିଣ ଆଫ୍ରିକା ମଧ୍ୟରେ ନିର୍ଣ୍ଣାୟକ ତଥା ତୃତୀୟ ଦିନିକିଆ ମ୍ୟାଚ ଆଜି ନୂଆଦିଲ୍ଲୀରେ ଖେଳାଯିବ । ନିର୍ଣ୍ଣାୟକ ମ୍ୟାଚ ଜିତି ସିରିଜ୍‌ ହାତେଇବା ଲକ୍ଷ୍ୟରେ ଅଛନ୍ତି ଉଭୟ ଦଳ । ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମ୍ୟାଚ୍ ହାରିବା ପରେ ରାଞ୍ଚିରେ ଭାରତୀୟ ଦଳ ସଫଳ…

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ…

ଲକ୍ଷ୍ନୌ: ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍‌ । ତିନି ଟିକିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଆଜି ଲକ୍ଷ୍ନୌରେ ଖେଳାଯିବ । ଶିଖର ଧାୱନଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ଦକ୍ଷିଣ ଆଫ୍ରିକା ବିରୋଧରେ ଟି-୨୦ ସିରିଜ ବିଜୟ ପରେ ଆଜି ଦିନିକିଆ ଅଭିଯାନ ଆରମ୍ଭ କରିବ ଭାରତ ।…

ଦ୍ବିତୀୟ ଟେଷ୍ଟରେ ଭାରତକୁ ୭ ଓ୍ବିକେଟରେ…

ଜୋହାନ୍ସବର୍ଗ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଜାରି ରହିଥିବା ଦ୍ବିତୀୟ ଟେଷ୍ଟ ମ୍ୟାଚ୍‌ରେ ସହଜ ବିଜୟ ହାସଲ କରିଛି ଘରୋଇ ଦଳ । ଦ୍ବିତୀୟ ଇନିଂସରେ ଫେଲ ମାରିଲେ ପେସ୍‌ ବାହିନୀ । ଅଧିନାୟକ ଡିନ୍‌ ଏଲଗାରଙ୍କ ଚମତ୍କାର ବ୍ୟାଟିଂ ବଳରେ ଭାରତକୁ ୭ ଓ୍ବିକେଟରେ ପରାସ୍ତ କରିଛି ଦକ୍ଷିଣ ଆଫ୍ରିକା ।…

ଓମିକ୍ରନ୍ ଆତଙ୍କ: ସପ୍ତାହେ ଘୁଞ୍ଚିପାରେ…

ନୂଆଦିଲ୍ଲୀ: ଚଳିତ ମାସରେ ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଥାନ୍ତା ଟିମ୍ ଇଣ୍ଡିଆ । କିନ୍ତୁ କରୋନା ଭାଇରସର ନୂଆ ଭାରିଏଣ୍ଟ ‘ଓମିକ୍ରନ’ କାରଣରୁ ଭାରତର ଦକ୍ଷିଣ ଆଫ୍ରିକା ଗସ୍ତ ହେବ କି ନାହିଁ, ତାକୁ ନେଇ ଆଶଙ୍କା ଦେଖା ଦେଇଛି। ଓମିକ୍ରନ୍ ପାଇଁ ଘୁଞ୍ଚିପାରେ ଭାରତ-ଦକ୍ଷିଣ ଆଫ୍ରିକା ସିରିଜ୍ । ଦକ୍ଷିଣ…