ଶ୍ରୀଜଗନ୍ନାଥଙ୍କ ଜମି ବିକ୍ରିକୁ ନେଇ…
ପୁରୀ : ଶ୍ରୀଜଗନ୍ନାଥଙ୍କ ଜମି ବିକ୍ରି ଖବରକୁ ଖଣ୍ଡନ କରିବା ସହ ସ୍ପଷ୍ଟୀକରଣ ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ଜମି ବିକ୍ରି ଯୋଜନା ଖବର ତଥ୍ୟହୀନ, ମିଥ୍ୟା ଓ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କୁହାଯାଇଛି । ଶ୍ରୀଜଗନ୍ନାଥଙ୍କ ୩୫ ହଜାର ଏକର ଜମି ବିକ୍ରି ମିଛ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି ।…