ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Jagannath Mahaprabhu

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କର ବନକଲାଗି ନୀତି। କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଗତକାଲି ତ୍ରୟୋଦଶୀ ତିଥିରେ ଶ୍ରୀଜିଉଙ୍କ ଘଣାଲାଗି ନୀତି ଅନୁଷ୍ଠିତ ହୋଇଥିବାବେଳେ ଆଜି ଚତୁର୍ଦ୍ଦଶୀ ତିଥିରେ…

ରତ୍ନବେଦୀକୁ ବାହୁଡ଼ିଗଲେ ଶ୍ରୀଜିଉ, ବାଟ…

ପୁରୀ: ସରିଲା ମହାପ୍ରଭୁଙ୍କ ରଥଯାତ୍ରା। ସବୁ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡ଼ିଛନ୍ତି ଶ୍ରୀଜିଉ। ବିଜେ କାହାଳୀ, ଘଣ୍ଟଘଣ୍ଟାର ତାଳେ ତାଳେ ଗୋଟି ପହଣ୍ଡିରେ ଶ୍ରୀବିଗ୍ରହମାନେ ନୀଳକନ୍ଦରକୁ ବିଜେ କରିଛନ୍ତି। ହରିବୋଲ, ହୁଳହୁଳି ସାଙ୍ଗକୁ ଜୟ ଜଗନ୍ନାଥ ଧ୍ୱନିରେ ସିଂହଦ୍ୱାର କମ୍ପି ଉଠିଛି। ଚଳିତ ବର୍ଷ…

ଶେଷ ହେଲା ମହାପ୍ରଭୁଙ୍କ ଅଧରପଣା ନୀତି,…

ପୁରୀ: ମହାପ୍ରଭୁଙ୍କ ଅଧରପଣା ନୀତି ଶେଷ ହୋଇଛି। ରଥରେ ଥିବା ପାର୍ଶ୍ୱ ଦେବାଦେବୀ ଓ ଚଣ୍ଡି ଚାମଣ୍ଡାଙ୍କୁ ତୃପ୍ତ କରିବା ପାଇଁ ରଥ ଉପରେ ଅଧରପଣା ନୀତି କରିବାର ପରମ୍ପରା ରହିଛି । ମଧ୍ୟାହ୍ନ ଧୂପ ପରେ ରଥ ଉପରେ ଅନୁଷ୍ଠିତ ହୋଇଥାଏ ଏହି ଅଧର ପଣା ନୀତି ।ଶ୍ରୀଜୀଉମାନଙ୍କ ଅଧର ପର୍ୟ୍ୟନ୍ତ ଉଚ୍ଚ…

ସରିଲା ଅଣସର, ଆଜି ମହାପ୍ରଭୁଙ୍କ ନବଯୌବନ…

ପୁରୀ : ଶେଷ ହୋଇଛି ମହାପ୍ରଭୁଙ୍କ ୧୫ ଦିନର ଅଣସର। ସୁସ୍ଥ ହୋଇ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ବୁଧବାର ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦିବ୍ୟ ପ୍ରଲେପ ଲାଗି ପରେ ଗୁରୁବାର ଦତ୍ତମହାପାତ୍ର ଶ୍ରୀଅଙ୍ଗରେ ଖଡି ଲାଗି ନୀତି କରିଛନ୍ତି । ଏହାପରେ…