ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Jagannath Temple

ଶ୍ରୀମନ୍ଦିରର କାର୍ତ୍ତିକ ନୀତି ଚୂଡ଼ାନ୍ତ:…

ପୁରୀ: ଆଶ୍ୱିନ ଶୁକ୍ଳ ଏକାଦଶୀ ଅର୍ଥାତ୍‌‌ ଅକ୍ଟୋବର ୨୫ ତାରିଖଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ କାର୍ତ୍ତିକ ମାସ ବାଳଧୂପ ନୀତି। ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ଆଶ୍ୱିନ ଶୁକ୍ଳ ଏକାଦଶୀରୁ ଆରମ୍ଭ ହୋଇ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାପରେ ୫ ଦିନ ଧରି ପଞ୍ଚୁକ ଚାଲିବ। ତେବେ…

ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା…

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିଥାଏ । ଦତ୍ତମହାପାତ୍ରମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ତେବେ ବନକଲାଗି ନୀତି ଲାଗି ଅପରାହ୍ଣ ୫ଟାରୁ ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ…

ହବିଷ୍ୟାଳୀ ଯୋଜନା, ୩ରୁ ଆରମ୍ଭ ହେବ…

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ପ୍ରତିବର୍ଷ ଧର୍ମମାସ କାର୍ତ୍ତିକରେ ‘ରାଇଦାମୋଦର ବ୍ରତ’ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳୀ ଯୋଜନା କାର୍ଯ୍ୟକାରୀ କରାଯାଉଛି। କୋଭିଡ଼ ମହାମାରୀ ପାଇଁ ୨୦୨୦ ଓ ୨୦୨୧ରେ ଏହି ଯୋଜନା ବନ୍ଦ ରହିଥିଲା ବେଳେ ପୁନର୍ବାର ଗତବର୍ଷଠାରୁ ଏହା ଆରମ୍ଭ ହୋଇଛି।…

ଦୀର୍ଘ ୫ ଘଣ୍ଟାରୁ ଉର୍ଦ୍ଧ୍ବ ସମୟ ପରେ…

ପୁରୀ: ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ଘଟଣା। ଦୀର୍ଘ ୫ ଘଣ୍ଟାରୁ ଉର୍ଦ୍ଧ୍ବ ସମୟ ପରେ ଆରମ୍ଭ ହେଲା ପରବର୍ତ୍ତୀ ନୀତିକାନ୍ତି। ବଡ଼ ମହାସ୍ନାନ ପରେ ଚାଲିଛି ଅବକାଶ ନୀତି । ନୀତିକାନ୍ତି ବିଳମ୍ବ ନେଇ ପ୍ରତିକ୍ରିୟା ରଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ୍। ଆଲୋଚନା ମାଧ୍ୟମରେ ସମାଧାନ ହୋଇଛି।…

ସେବା ନିବୃତ ଜଣେ ସିଂହାରୀ ସେବାୟତକୁ ନେଇ…

ପୁରୀ: ସେବା ନିବୃତ ଜଣେ ସିଂହାରୀ ସେବାୟତକୁ ନେଇ ଶ୍ରୀମନ୍ଦିରରେ ବିବାଦ ଉପୁଜିଛି । ସେବା ନିବୃତ ସତ୍ତ୍ୱେ ଜଣେ ସେବାୟତ ମହାପ୍ରଭୁଙ୍କ ସେବା କାର୍ଯ୍ୟରେ ନିୟୋଜିତ ଥିବାରୁ ବିରୋଧ କରାଯାଇଛି । ଅନ୍ୟ ସେବାୟତଙ୍କ ବିରୋଧ ଯୋଗୁଁ ଆଗକୁ ବଢୁନି ନୀତିକାନ୍ତି। ମଙ୍ଗଳ ଆଳତୀ ପରେ ଆଗକୁ ବଢ଼ିପାରୁନି…

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥ…

ଭୁବନେଶ୍ବର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ସୀତାରମଣ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା । ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ…

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି…

ପୁରୀ: ସବୁ ବିବାଦର ଅନ୍ତ ଘଟି ଶେଷରେ ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି କରାଯିବ। ବୁଧବାର ଏବଂ ଗୁରୁବାରର ଦ୍ୱନ୍ଦ୍ୱ ମଧ୍ୟରେ ଦୀର୍ଘ ଦିନ ହେବ ମହାପ୍ରଭୁଙ୍କ ବନକଲାଗି ନୀତି ହୋଇପାରି ନ ଥିଲା । ଶେଷରେ ପରିଚାଳନା କମିଟି ବୈଠକ ଏବଂ ଦତ୍ତ ମହାପାତ୍ର ନିଯୋଗ ସହ ଆଲୋଚନା ପରେ ବିବାଦର ସମାଧାନ…

ତୀବ୍ର ହେଉଛି ବନକଲାଗି ବିବାଦ: ଉଭୟଙ୍କ…

ପୁରୀ: ଦିନ ଯେତେ ଗଡ଼ୁଛି ବନକଲାଗି ବିବାଦ ସେତେ ତୀବ୍ର ହେଉଛି। ଶ୍ରୀମନ୍ଦିର ପ୍ରଶାସନର ନୋଟିସ୍‌‌ ପରେ ଦତ୍ତମହାପାତ୍ର ନିଯୋଗ ନୋଟିସ୍‌‌ର ଜାବବ ରଖିଲା। ହେଲେ ଉତ୍ତର ସନ୍ତୋଷଜନକ ନୁହେଁ ବୋଲି କହି ଦତ୍ତମହାପାତ୍ରଙ୍କୁ ଶେଷ ସୁଯୋଗ ଦେଇଥିଲା ମନ୍ଦିର ପ୍ରଶାସନ। ବୁଧବାର ବନକଲାଗି କରିବା ପାଇଁ କହିଥିଲା।…

ପଶ୍ଚିମ ଦ୍ବାର ଦେଇ ମହାପ୍ରଭୁଙ୍କୁ ଦର୍ଶନ…

ପୁରୀ: ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ବାର । ସକାଳ ୭ଟାରୁ ପୁରୀବାସୀଙ୍କ ପାଇଁ ଖୋଲିଛି ପଶ୍ଚିମ ଦ୍ବାର । ପରିଚୟ ପତ୍ର ଦେଖାଇ ପ୍ରବେଶ କରୁଛନ୍ତି ପୁରୀବାସୀ । ଆବଶ୍ୟକ ହେଲେ ପରବର୍ତ୍ତୀ ସମୟରେ ଅନ୍ୟ ଦୁଇ ଦ୍ବାରା ଖୋଲାଯିବା ନେଇ ନିଷ୍ପତ୍ତି ନିଆଯିବ । ଗତକାଲି ବସିଥିବା ଗୁରୁତ୍ବପୂର୍ଣ୍ଣ ବୈଠକରେ ଏନେ…

ରୂପାନ୍ତରିତ ହେବ ଜଗତସିଂହପୁରର ଧ୍ୟାନକୁଦ…

ଜଗତସିଂହପୁର: ରୂପାନ୍ତରିତ ହେବ ଜଗତସିଂହପୁରର ଧ୍ୟାନକୁଦ ପଞ୍ଚସଖା ଜଗନ୍ନାଥ ମନ୍ଦିରର ରୂପରେଖ। ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବା ସହିତ ଉନ୍ନତିକରଣ ନେଇ ଆଲୋଚନା କରିଛନ୍ତି 5T ସଚିବ। ଏହି ଅବସରରେ ମନ୍ଦିରର ପାରିପାର୍ଶ୍ବିକ ଉନ୍ନତି ପାଇଁ ଆଲୋଚନା କରିଛନ୍ତି। ଏହାପରେ ଏକ ଜନଶୁଣାଣି କାର୍ଯ୍ୟକ୍ରମରେ…