ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

JagannathTemple

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ,…

ପୁରୀ: ଆଜି ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପୂର୍ବାହ୍ନ ୧୧ଟାରେ ବସିବାକୁ ଥିବା ବୈଠକରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଅଧ୍ୟକ୍ଷତା କରିବେ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ କରାଯିବ ଆଲୋଚନା। ମାସେରୁ ଅଧିକ ହେବ ମହାପ୍ରଭୁଙ୍କ ବନକଲାଗି…

ଆଜି ଦଶମୀରେ ସମ୍ପନ୍ନ ହେବ ଚକା ବିଜେ…

ପୁରୀ: ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ । ନିଶବ୍ଦ, ଅନ୍ଧକାର ଓ ରୁଦ୍ଧଦ୍ବାରର ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର । ମହାପ୍ରଭୁଙ୍କ ନିକଟରେ ଷଷ୍ଠୀରୁ ଓଷ ଲାଗି ନୀତି ଚାଲିଥିବାବେଳେ ଆଜି ଦଶମୀରେ ଚକା ବିଜେ ନୀତି ସମ୍ପନ୍ନ ହେବ । ଶ୍ରୀବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଶ୍ରୀମନ୍ଦିରକୁ ବିଜେ…

ବନକଲାଗି ପାଇଁ ବୁଧବାର ୪ ଘଣ୍ଟା ବନ୍ଦ…

ପୁରୀ: ଶ୍ରୀମନ୍ଦିରରେ ଜ୍ୟେଷ୍ଠ କୃଷ୍ଣ ତ୍ରୟୋଦଶୀ ତିଥିରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ…

ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରକୁ କେହି…

ପୁରୀ: ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଆଜି ଶ୍ରୀମନ୍ଦିର ପରିଚାଳନା ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଗୁରୁକୂଳ ପ୍ରତିଷ୍ଠା ନେଇ ଏମଓୟୁ ସ୍ଵାକ୍ଷର ହୋଇଛି। ଜଗନ୍ନାଥ ବନ ପ୍ରକଳ୍ପ ନେଇ ୩୬ ହଜାରରୁ ଉର୍ଦ୍ଧ୍ବ ହେକ୍ଟରରେ ବୃକ୍ଷ ରୋପଣ ହୋଇଥିବା ବେଳେ ଆହୁରି ଅଧିକ ବୃକ୍ଷ ରୋପଣ…

ଶ୍ରୀମନ୍ଦିର ଭିତରକୁ ପୁଲିସ…

ପୁରୀ: ଶ୍ରୀମନ୍ଦିରରେ ପ୍ରବେଶ ଏବଂ ଡିୟୁଟି ସମୟରେ ପୁଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ବାରଣ କରାଯାଇଛି। ବିଶେଷ କାର୍ଯ୍ଯରେ ନିୟୋଜିତ ଥିବା କିଛି ଅଧିକାରୀଙ୍କୁ ଛାଡି ଦେଲେ ଅନ୍ୟ ସମସ୍ତ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ମନା କରାଯାଇଛି। ଏନେଇ ପୁରୀ ଏସ୍ପି ସୂଚନା ଦେଇଛନ୍ତି। । ପୂର୍ବରୁ ବିଭିନ୍ନ ସମୟରେ…

ଶ୍ରୀଜିଉଙ୍କ ନିକଟରେ ବିଶ୍ବର ମଙ୍ଗଳ ପାଇଁ…

ପୁରୀ: ପୁରୀ ଗସ୍ତରେ ଯାଇ ଶ୍ରୀଜିଉଙ୍କ ଦର୍ଶନ କଲେ ୫ଟି ସଚିବ ଭିକେ ପାଣ୍ଡିଆନ। ଏହାସହ ଶ୍ରୀଜଗନ୍ନାଥଙ୍କ ନିକଟରେ ବିଶ୍ବର ମଙ୍ଗଳ ପାଇଁ ପ୍ରାର୍ଥନା କରିଥିଲେ। ଶ୍ରୀଜିଉଙ୍କ ଦର୍ଶନ କରିବା ପରେ ପାଣ୍ଡିଆନ ଭୁବନେଶ୍ବର ଫେରିଛନ୍ତି ।ଶ୍ରୀମନ୍ଦିରରେ ପାଖାପାଖି ୪୫ ମିନିଟ ପର୍ଯ୍ଯନ୍ତ ରହିବା ସହ ପାର୍ଶ୍ବ…

ଆଜି ହେଉଛି ଉଭାଯାତ୍ରା, ଭକ୍ତଙ୍କୁ…

ପୁରୀ: ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଆଜି ହେଉଛି ଉଭାଯାତ୍ରା । ଗତକାଲି ନେତ୍ରୋତ୍ସବରେ ଲକ୍ଷାଧିକ ଭକ୍ତ ଶ୍ରୀଜିଉଙ୍କୁ ଦର୍ଶନ କରି ସୌଭାଗ୍ୟ ଲାଭ କରିଥିବାବେଳେ ଆଜି ଉଭାଯାତ୍ରାରେ ମଧ୍ୟ ସାଧାରଣ ଦର୍ଶନକୁ ଅନୁମତି ମିଳିଛି । ପ୍ରଥମେ ଭୋର ୪ଟାରୁ ୬ଟା ୩୦ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ…