ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

jagannnath tample

ଜନ୍ମବେଦୀରେ ମହାପ୍ରଭୁ, ଆଜିଠୁ ଆଡ଼ପ…

ପୁରୀ: ଜନ୍ମବେଦୀରେ ମହାପ୍ରଭୁ । ଆଡପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିବ ଆଡ଼ପ ଅବଢା । ଅନ୍ୟପଟେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗ ମଣ୍ଡପ ପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । କଳା,…

ଆଜିଠୁ ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ…

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ ବ୍ୟବସ୍ଥା କରାଯାଇଛି । ସିଂହଦ୍ୱାର ସମେତ ପଶ୍ଚିମ ଦ୍ୱାରରେ ମଧ୍ୟ ଭକ୍ତମାନେ ମନ୍ଦିର ଭିତରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଆଗକୁ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଥିବାରୁ ରଥ ଖଳାରେ ଆସନ୍ତା ଅକ୍ଷୟ ତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ଯ…

ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି-…

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଗଜପତି । ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ଶ୍ରୀମନ୍ଦିର ସୌନ୍ଦର୍ଯ୍ଯକରଣ କାମରେ କୌଣସି ବାଧା ସୃଷ୍ଟି ହେବା ଉଚିତ ନୁହେଁ । ସରକାର ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଏହି ପରିକ୍ରମା ପ୍ରକଳ୍ପ କାମ ହାତକୁ ନେଇଛନ୍ତି ।…

ଭକ୍ତଙ୍କ ଉପରେ ଲାଗିଲା କଟକଣା, ମେ ୧୫…

ଭୁବନେଶ୍ବର: ରାଜ୍ଯରେ କରୋନା ସଂକ୍ରମଣ ମାମଲା ବଢ଼ିବାରେ ଲାଗିଛି। କରୋନା ମହାମାରୀ ପାଇଁ ଶ୍ରଦ୍ଧାଳୁଙ୍କ ଲାଗି ଜଗା ଦର୍ଶନ ବନ୍ଦ କରାଯାଇଛି। ମେ ୧୫ ତାରିଖ ପର୍ଯ୍ଯନ୍ତ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ନିଷ୍ପତ୍ତି ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି…

ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ,…

ପୁରୀ: ଏଣିକି ସକାଳ ୬ଟାରୁ ଜଗା ଦର୍ଶନ କରିବେ ଭକ୍ତ। ଏହାସହ କାଲିଠୁ ସବୁ ରବିବାର ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ପ୍ରତି ରବିବାର ମନ୍ଦିର ସାନିଟାଇଜ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଅନ୍ୟ ବାରରେ ସକାଳ ୬ଟାରୁ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ ବୋଲି ପ୍ରଶାସନ ନିଷ୍ପତ୍ତି…

୨୦୨୧-୨୨ ପାଇଁ ୨୦୨ କୋଟିର ବଜେଟ୍…

ପୁରୀ : ଶ୍ରୀମନ୍ଦିରର ୨୦୨୧ – ୨୦୨୨ ବର୍ଷର ଆର୍ଥିକ ବର୍ଷ ପାଇଁ ୨୦୨ କୋଟି ଟଙ୍କା ବଜେଟ ପ୍ରସ୍ତୁତ ହୋଇଛି । ଶ୍ରୀମନ୍ଦିର ଅର୍ଥ ସବ କମିଟି ଏହି ବଜେଟ ପ୍ରସ୍ତୁତ କରିଛି, ଯାହା ଆଗାମୀ ପରିଚାଳନା କମିଟିରେ ହେବ ଅନୁମୋଦିତ ହେବ । ଏହି ବଜେଟ୍ରେ ଆଗାମୀ ରଥଯାତ୍ରା ପାଇଁ ୧୧ କୋଟି ବ୍ୟୟ ବରାଦ ହୋଇଥିବା ବେଳେ…