ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Japan

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା…

ଜାପାନ: ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୪ ରେକର୍ଡ । ଜାପାନର ଉତ୍ତର-ପଶ୍ଚିମ ତଟବର୍ତ୍ତୀ ଇସିକାଓ୍ବା ଅଞ୍ଚଳରେ ଝଟକା ଲାଗିଛି । ଭୂକମ୍ପ ପରେ ସେଠାରେ ସୁନାମୀ ଚେତାବନୀ ଜାରି କରାଯାଇଥିଲା । ତେବେ ଭୂକମ୍ପ ପରେ ସମୁଦ୍ରରେ ୧ ମିଟର ଉଚ୍ଚତାର ଜୁଆର ଉଠିଥିବା…

ସ୍ତ୍ରୀଙ୍କ ସହ ଦୀର୍ଘ ୨୦ ବର୍ଷ…

ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେଲେ ଦୁହେଁ କିଛି ଘଣ୍ଟା ତଥା କିଛି ଦିନ ପାଇଁ ରାଗିକି ପରସ୍ପର ସହ କଥାବାର୍ତ୍ତା ହୋଇ ନ ଥାନ୍ତି। ତେବେ ଜାପାନର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ସହ ମାସେ, ଦୁଇମାସ କି ବର୍ଷେ ନୁହେଁ, ବରଂ ଦୀର୍ଘ ୨୦ ବର୍ଷ ପର୍ଯ୍ୟନ୍ତ ପଦୁଟିଏ ବି କଥା ହୋଇ ନ ଥିଲେ। ଏଭଳି ଏକ ଘଟଣା…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା…

ନୂଆଦିଲ୍ଲୀ: ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ । ରିକ୍ଟର ସ୍କେଲରେ ତୀବ୍ରତା ୬.୬ ରେକର୍ଡ କରାଯାଇଛି । ଜାପାନର ଇଜୁ ଚେନ୍ ଦ୍ବୀପରେ ଏହି ଭୂମିକମ୍ପ ଝଟକା ଲାଗିଛି । ଭୂମିକମ୍ପ ପରେ ସୁନାମୀ ଚେତାବନୀ ଜାରି କରିଛି ଜାପାନ ପାଣିପାଗ ବିଭାଗ । ଇଜୁ ଚେନ୍ ଦ୍ୱୀପରେ ୧ ମିଟର ଉଚ୍ଚ ଜୁଆର ଆସିପାରେ…

ଜାପାନ ପ୍ରାଧନମନ୍ତ୍ରୀ ଫୁମିଓ କିସିଦାଙ୍କ…

ଟୋକିଓ: ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ସଭାରେ ୧୫ ଏପ୍ରିଲ ଅର୍ଥାତ୍‌ ଶନିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଓ୍ବାକାୟାମା ସହରରେ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ଭାଷଣ ଆରମ୍ଭ ହେବାର ଠିକ ପୂର୍ବରୁ ହୋଇଛି। ଏହି ସମୟରେ ଖୁବ ଜୋରରେ ବିସ୍ଫୋରଣର ଶବ୍ଦ ଶୁଭିଥିଲା। ସୂଚନା…

ସମୃଦ୍ଧିର ସୋପାନରେ ଓଡିଶା, ଆଜି…

ଟୋକିଓ: ସମୃଦ୍ଧିର ସୋପାନରେ ଓଡିଶା । ପର୍ଯ୍ଯଟନ ଶିଳ୍ପ, ବୌଦ୍ଧ ଧର୍ମଭିତ୍ତିକ ଇକୋଟୁରିଜିମ କ୍ଷେତ୍ରର ବିକାଶ ଉପରେ ଆଜି ଜାପାନ ପ୍ରତିନିଧିଙ୍କ ସହ ଆଲୋଚନା ହେବ । ଜାପାନର ସମୃଦ୍ଧ ସହର କ୍ୟୋଟୋରେ ଜାପାନ ଓ ଓଡ଼ିଶା ପ୍ରତିନିଧିଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗ ଉପରେ ହେବ ଭାବବିନିମୟ । ଆଲୋଚନାରେ…

ଜାପାନରେ ନବୀନଙ୍କୁ ଭବ୍ୟ ସ୍ବାଗତ: ଆଜି…

ଟୋକିଓ: ସୂର୍ଯ୍ୟୋ ଦୟର ଦେଶରେ ଓଡ଼ିଶା ବିକାଶର ନୂଆ ଅଧ୍ୟାୟ । ଜାପାନର ରାଜଧାନୀ ଟୋକିଓରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୋକିଓରେ ପହଞ୍ଚିବା ପରେ ଭାରତର ରାଷ୍ଟ୍ରଦୂତ ସିବି ଜର୍ଜ ଓ ଦୂତାବାସର ଅଧିକାରୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ୱାଗତ ଜଣାଇଥିଲେ। ଜାପାନ ଗସ୍ତରେ…

ଓଡ଼ିଶାରେ ଶିଳ୍ପ ବିକାଶର ଏକ ନୂଆ ଯୁଗ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠୁ ଏକ ସପ୍ତାହ ବ୍ୟାପୀ ଜାପାନ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ଏକ ୪ ଜଣିଆ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଜାପାନ ଗସ୍ତ କରିଛନ୍ତି । ଏହି ପ୍ରତିନିଧି ଦଳରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଶିଳ୍ପ…

ଆଜି ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ, ୩…

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ୍‌‌ ଗସ୍ତରେ ଯିବେ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଓ ସେଠାରୁ ଜାପାନ ଅଭିମୁଖେ ଯାତ୍ରା କରିବେ। ଜାପାନ୍‌‌ର ୩ ସହର ଟୋକିଓ, କିଓଟା ଓ ଓସାକା ସହରରେ ନିବେଶକଙ୍କ ସହ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ମୁଖ୍ୟମନ୍ତ୍ରୀ ସିଧାସଳଖ…

୩ରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ, ୩…

ଭୁବନେଶ୍ୱର: ଆସନ୍ତା ୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ୍‌‌ ଗସ୍ତରେ ଯିବେ। ଜାପାନ୍‌‌ର ୩ ସହର ଟୋକିଓ, କିଓଟା ଓ ଓସାକାରେ ମୁଖ୍ୟମନ୍ତ୍ରୀ ନିବେଶକଙ୍କ ସହ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ସିଧାସଳଖ ଆଲୋଚନା କରିବେ ଏବଂ ୯ ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ।୨୦୧୮ ଏବଂ…

‘ମେକ୍‌‌ ଇନ୍‌‌ ଓଡ଼ିଶା’ର ତୃତୀୟ…

ଭୁବନେଶ୍ୱର: ‘ମେକ୍‌‌ ଇନ୍‌‌ ଓଡ଼ିଶା’ର ତୃତୀୟ ସଂସ୍କରଣରେ ଓଡ଼ିଶାରେ ନିବେଶ ନିମନ୍ତେ ଦେଶ ବିଦେଶରୁ ଅନେକ ପ୍ରସ୍ତାବ ମିଳିଛି। ପ୍ରାୟ ୧୦ଲକ୍ଷ କୋଟିରୁ ଊର୍ଦ୍ଧ୍ବ ନିବେଶ ନିମନ୍ତେ ବିଭିନ୍ନ ନିବେଶକ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ରାଜ୍ୟରେ ଶିଳ୍ପାୟନକୁ ଆହୁରି ଗତିଶୀଳ କରିବା ନିମନ୍ତେ ଶିଳ୍ପ ବିଭାଗ…