ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Jharkhand

ବଢିଲା ହେମନ୍ତ ସୋରେନ୍‌ଙ୍କ ଅଡୁଆ; ୫…

ରାଞ୍ଚି: ୫ଦିନିଆ ଇଡି ରିମାଣ୍ଡରେ ହେମନ୍ତ ସୋରେନ୍ । ଇଡି ଦ୍ୱାରା ଗିରଫ ହୋଇଥିବା ଜେଏମଏମ କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନଙ୍କୁ ୫ ଦିନିଆ ହେପାଜତକୁ ନେଇଛି ଇଡି । ଜମି ଦୁର୍ନୀତି ମାମଲାରେ ଅଧିକ ପଚରାଉଚରା ପାଇଁ ନ୍ୟାୟିକ ହେପାଜତକୁ ନେଇଛି ଇଡି। ଆଜି ସୁପ୍ରିମକୋର୍ଟ ଗିରଫଦାରୀ ଆବେଦନକୁ ଖାରଜ…

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ…

ରାଞ୍ଚି: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ( JMM)ର ବିଧାୟକ ଦଳ ନେତା ଚମ୍ପଇ ସୋରେନ ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶୁକ୍ରବାର ରାଜଭବନରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ବିଧାୟକ ଦଳ ନେତା ହେଉଛନ୍ତି…

ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ…

ରାଞ୍ଚି: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ୍‌। ଝାଡ଼ଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ)ର ବରିଷ୍ଠ ନେତା ଚମ୍ପଇ ସୋରେନ୍ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ମାରଥାନ ଜେରା କରିବା ସହ ତାଙ୍କୁ ଗିରଫ ମଧ୍ୟ…

ବାହାଘର ଭୋଜି ଖାଇ ଫେରିବାବେଳେ ଗଛରେ…

ଝାରଖଣ୍ଡ: ଝାରଖଣ୍ଡର ଗିରିଡିହ ଜିଲ୍ଲା ଲୁକୈୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କୋଡରମା-କୋଓ୍ବାଡ-ଭରକଟ୍ଟା ଜାତୀୟ ରାଜପଥରେ ଗଛରେ ପିଟି ହେଲା ସ୍କର୍ପିଓ । ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଚାଲିଯାଇଛି । ଏକ ବାହାଘର ଉତ୍ସବରୁ ଫେରୁଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ସ୍କର୍ପିଓ ଭାରସାମ୍ୟ ହରାଇ…

ଅଫିସ ଅଫ ପ୍ରଫିଟ ମାମଲା: ଇଡି ଅଫିସରେ…

ରାଞ୍ଚି: ଇଡି ଅଫିସରେ ହାଜର ହେଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଅବୈଧ ଖଣି ଖନନ ମାମଲାରେ ସୋରେନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମନ କରିଥିଲା । ଇଡିରେ ହାଜର ହେବା ପୂର୍ବରୁ ସୋରେନ ସମର୍ଥକଙ୍କୁ ସମ୍ବୋଧିତ କରିଥିଲେ । ମାଇନିଂ ମାମଲାରେ ତାଙ୍କୁ ଫସାଯାଉଥିବା ସୋରେନ କହିଛନ୍ତି ।…

ଝାଡ଼ଖଣ୍ଡର: ବିଶ୍ବାସ ଭୋଟ ଜିତିଲେ…

ରାଞ୍ଚି: ଝାଡ଼ଖଣ୍ଡରେ ବିଶ୍ବାସ ଭୋଟ ଜିତିଲେ ସୋରେନ । ବିଧାନସଭାରେ ବହୁମତ ସାବ୍ୟସ୍ତ କଲେ ମେଣ୍ଟ ସରକାର । ୮୧ ମଧ୍ୟରୁ ସୋରେନଙ୍କ ସପକ୍ଷରେ ୪୮ ଭୋଟ୍ ପଡ଼ିଛି । ଭୋଟିଂ ବେଳେ ବିଧାନସଭାରୁ ଓ୍ବାକଆଉଟ୍ କଲା ବିଜେପି । ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ସୋରେନ ବିଜେପିକୁ ଚ୍ୟାଲେଞ୍ଜ କରି କହିଥିଲେ ଯେଉଁ…

୨୨ ବର୍ଷରେ ଝାଡଖଣ୍ଡରେ ୧୧…

ନୂଆଦିଲ୍ଲୀ : ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଅଡ଼ୁଆ ତୁଟିବାର ନାଁ ଧୁରନି। ସେ ରାଜ୍ୟର ଗୋଟିଏ ଖଣି ଖାଦାନର ନିଲାମ ନିଜ ନାଁରେ କରି ଅଡ଼ୁଆରେ ଫସିଛନ୍ତି। ଅଫିସ ଅଫ ପ୍ରଫିଟ ବା ଦ୍ୱୈତ ସ୍ୱାର୍ଥ ଘଟଣାରେ ତାଙ୍କ ସୋରେନଙ୍କ ବିଧାୟକ ପଦ ରଦ୍ଦ କରିଛନ୍ତି ନିର୍ବାଚନ ଆୟୋଗ । ନିର୍ବାଚନ ଆୟୋଗ…

ଅଡୁଆରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ…

ରାଞ୍ଚି: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ପାଇଁ ବଢିଲା ଅଡୁଆ । ରଦ୍ଦ ହୋଇପାରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାନସଭା ସଦସ୍ୟତା । ଏକ ଖଣି ପଟ୍ଟା ମାମଲାରେ ତାଙ୍କ ନାମରେ ନିର୍ବାଚନ ଆୟୋଗଙ୍କ ନିକଟରେ ହୋଇଥିବା ଅଭିଯୋଗ ଉପରେ ଆଜି ନିର୍ବାଚନ ଆୟୋଗ ଝାଡଖଣ୍ଡ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି । ଏହି…

ଇଡିର ରେଡ୍‌ ବେଳେ ଝାଡଖଣ୍ଡ…

ରାଞ୍ଚି: ବେଆଇନ ଖଣି ଖନନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହଯୋଗୀ ପ୍ରେମ ପ୍ରକାଶଙ୍କ ଘରେ ଚଢାଉ କରିଥିଲା। ଏହି ସମୟରେ ତାଙ୍କ ଘରର ଆଲମିରାରୁ ୨ଟି ଏକେ-୪୭ ମିଳିଛି। ଏଥିସହ ବିପୁଳ ପରିମାଣର ଅଫୁଟା ଗୁଳି ମଧ୍ୟ ଜବତ କରାଯାଇଛି। ସେ ବେଆଇନ ଭାବେ…

ସସପେଣ୍ଡ ହେଲେ ଝାଡଖଣ୍ଡର ବିବାଦୀୟ ଆଇଏଏସ…

ରାଞ୍ଚି: ମନରେଗା ସହ ବିଭିନ୍ନ ଦୁର୍ନୀତି ଅଭିଯୋଗରେ ୨ ଦିନର ମାରାଥନ ଜେରା ପରେ ପୂଜା ସିଂଘଲଙ୍କୁ ଗତକାଲି ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏହାପରେ ଆଜି ସସପେଣ୍ଡ ହୋଇଛନ୍ତି ଏହି ବିବାଦୀୟ ଆଇଏଏସ ପୂଜା । ଝାଡଖଣ୍ଡ ସରକାର ତାଙ୍କୁ ନିଲମ୍ବନ କରିଥିବା ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି…