ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

journalist

ବଢ଼ିଲା କାର୍ଯ୍ୟରତ ସାମ୍ବାଦିକଙ୍କ…

ଭୁବନେଶ୍ୱର: କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ନେଇ ଆଜି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ…

ସାମ୍ବାଦିକ କଲ୍ୟାଣ ଯୋଜନା ୱେବ…

ଭୁବନେଶ୍ୱର: ଏଣିକି କାଗଜକଲମ ନୁହେଁ ଗୋଟିଏ କ୍ଲିକରେ ସାମ୍ବାଦିକ ବୀମା । ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ସାମ୍ବାଦିକଙ୍କୁ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ…

ସାମ୍ବାଦିକମାନେ ଦ୍ବିତୀୟ ଡୋଜ୍ ନେବାର ୯…

ଭୁବନେଶ୍ବର: ରାଜ୍ଯରେ କରୋନା ଆକ୍ରାନ୍ତାଙ୍କ ସଂଖ୍ଯା ବୃଦ୍ଧି ପାଇଥିବା ବେଳେ ଟିକାକରଣକୁ ଆହୁରି ଜୋର ଦାର କରାଯାଇଛି। ଯେଉଁମାନେ ଦ୍ବିତୀୟ ଡୋଜ୍ ନେବାର ୯ ମାସ ହୋଇଯାଇଥିବ ସେମାନେ ପ୍ରିକସନ୍ ଡୋଜ୍ ନେଇପାରିବେ । ଯେତେଶୀଘ୍ର ସମ୍ଭବ ଟିକାକରଣ ଶେଷ କରାଯିବ ବୋଲି ରାଜ୍ଯ ପରିବାର କଲ୍ୟାଣ ନିର୍ଦ୍ଦେଶକ…

ଗଣମାଧ୍ୟମ ସଂସ୍ଥାର ଭିଜୁଆଲ ଏଡିଟରଙ୍କୁ…

ଭୁବନେଶ୍ୱର: ନୂଆପଲ୍ଲୀ ଥାନା ଅଞ୍ଚଳରୁ ଏକ ଗଣମାଧ୍ୟମ ସଂସ୍ଥାର ଭିଜୁଆଲ ଏଡିଟରଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ କରିଛନ୍ତି ରାଜେନ୍ଦ୍ର ସାହୁ। ତାଙ୍କ ଅଭିଯୋଗ ଆଧାରରେ ପୁଲିସ ଜଣେ କିନ୍ନରଙ୍କ ସହ ୨ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି।ସୂଚନା ଅନୁସାରେ, ରାଜେନ୍ଦ୍ରଙ୍କୁ…

ବୃଦ୍ଧି ହେବ ସାମ୍ବାଦିକଙ୍କ ବୀମା ରାଶି,…

ଭୁବନେଶ୍ୱର: ରାଜ୍ୟ ସରକାର ସାମ୍ବାଦିକଙ୍କ କଲ୍ୟାଣ ପାଇଁ ସର୍ବଦା ଚେଷ୍ଟିତ ଅଛନ୍ତି। ଆଗାମୀ ଦିନରେ ରାଜ୍ୟରେ ସାମ୍ବାଦିକମାନଙ୍କ ସାମାଜିକ ନିରାପତ୍ତା ସମ୍ପର୍କିତ ପଦକ୍ଷେପକୁ ତ୍ୱରାନ୍ୱିତ କରାଯାଇ କାର୍ଯ୍ୟକାରୀ କରାଯିବ। ଏହି ପ୍ରରିପେକ୍ଷୀରେ କାର୍ଯ୍ୟକାରୀ ହେଉଥିବା ସ୍ୱାସ୍ଥ୍ୟ ବୀମାରାଶିର ପରିମାଣକୁ…

ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪…

ଭୁବନେଶ୍ୱର: ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବା ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କର ଗଣମାଧ୍ୟମ ପରାମର୍ଶ ଦାତା ମାନସ ମଙ୍ଗରାଜ…

ପଞ୍ଚଭୂତରେ ଲୀନ ହେଲେ ସାମ୍ବାଦିକ…

ଭୁବନେଶ୍ୱର: ପଞ୍ଚଭୂତରେ ଲୀନ ହେଲେ ସାମ୍ବାଦିକ ଅରିନ୍ଦମ ଦାସ । ତାଙ୍କ ଅକାଳ ବିୟୋଗ ପରେ କେନ୍ଦୁଝରରରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ଜନ୍ମମାଟିରେ କେନ୍ଦୁଝର ପାଟଣା ବ୍ଲକ ରାଜନଗର ରାଇକଳା ଗ୍ରାମରେ ଶୋକାକୂଳ ପରିବେଶରେ ଅନ୍ତିମ ସଂସ୍କାର କରାଯାଇଛି । କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ।…

ସାମ୍ୱାଦିକଙ୍କୁ ଦିଆଯିବ କରୋନା ଟିକାର…

ଭୁବନେଶ୍ୱର: ରାଜଧାନୀରେ ଆରମ୍ଭ ହେବ ସାମ୍ୱାଦିକଙ୍କୁ ଟିକାକରଣ କାର୍ଯ୍ଯକ୍ରମର ଦ୍ୱିତୀୟ ପର୍ଯ୍ଯାୟ । ଭୁବନେଶ୍ୱର ମ୍ୟୁନସିପାଲଟି କର୍ପୋରେସନ୍ ପକ୍ଷରୁ ଆରମ୍ଭ ହେବାକୁ ଥିବା ଏହି କାର୍ଯ୍ଯକ୍ରମରେ ଅପରାହ୍ଣ ୩ ଘଣ୍ଟିକାରୁ ସନ୍ଧ୍ୟା ୬ ଘଣ୍ଟିକା ପର୍ଯ୍ଯନ୍ତ ରାଜ୍ୟ ସରକାରଙ୍କ ଗୋପବନ୍ଧୁ କାର୍ଯ୍ଯରତ…

ରାଜ୍ୟରେ ଆରମ୍ଭ ହେଲା ସାମ୍ବାଦିକଙ୍କ…

ଭୁବନେଶ୍ବର: ସାମ୍ବାଦିକ ମାନଙ୍କୁ ରାଜ୍ୟ ସରକାର ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିବା ପରେ ସୋମବାର ଦିନ ସେମାନଙ୍କ ଟିକା କରଣ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ବିଏମସି ପକ୍ଷରୁ ସାମ୍ବାଦିକଙ୍କ ଟିକାକରଣ ପାଇଁ ସ୍ବତନ୍ତ୍ର କ୍ୟାମ୍ପ କରାଯାଇଛି। ଭୁବନେଶ୍ବର କଟକରୋଡ୍ ଯାତ୍ରୀ ନିବାସରେ ସାମ୍ବାଦିକଙ୍କୁ…

କରୋନାରେ ବରିଷ୍ଠ ସାମ୍ବାଦିକ ମାନସ ରଂଜନ…

ସମ୍ବଲପୁର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବା ବେଳେ ମୃତ୍ୟୁ ମାମଲା ମଧ୍ୟ ବଢିବାରେ ଲାଗିଛି । କରାେନା ସଂକ୍ରମଣରୁ ବାଦ୍ ପଡୁନାହାଁନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ବିଶିଷ୍ଟ ବ୍ୟକ୍ତିବିଶେଷ । ଏହି ପରିପ୍ରେକ୍ଷୀରେ ମହାମାରୀରେ ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ ।…