Browsing Tag

KALIA Assistance

ନୂଆଁଖାଇରେ ଚାଷୀଙ୍କ ଆକାଉଣ୍ଟକୁ ଆସିଲା…

ଭୁବନେଶ୍ବର: ନୂଆଁଖାଇରେ ଚାଷୀଙ୍କୁ ମିଳିଛି କାଳିଆ ସହାୟତା । ରାଜ୍ଯବାସୀଙ୍କୁ ଜୟ ଜଗନ୍ନାଥ ଓ ଜୟ ମା' ସମଲେଶ୍ବରୀ କହି ନୂଆଁଖାଇ ଜୁହାର ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆଁଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ…

ଚାଷୀଙ୍କୁ ‘ଅକ୍ଷୟ’ ଭେଟି : ଆଜି ମିଳିବ…

ଭୁବନେଶ୍ୱର : ଆଜି ରାଜ୍ୟ ସରକାର ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଉପଲକ୍ଷେ ଚାଷୀମାନଙ୍କୁ ‘କାଳିଆ’ ଭେଟି ପ୍ରଦାନ କରିବେ। ରାଜ୍ୟର ୪୦ ଲକ୍ଷରୁ ଊର୍ଦ୍ଧ୍ବ  କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟ ୮୦୪ କୋଟି ଟଙ୍କାର ସହାୟତା ପ୍ରଦାନ କରାଯିବ। ମଙ୍ଗଳବାର ଅପରାହ୍ନରେ…