ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

kalia yojana

ଖରିଫ ଚାଷ ପାଇଁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ବର: ଚାଷୀଙ୍କୁ ମିଳିଲା କାଳିଆ ସହାୟତା ଅର୍ଥ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିଛନ୍ତି।  ଖରିଫ ଚାଷ ପାଇଁ ଏହି କାଳିଆ ସହାୟତା ପ୍ରଦାନ କରାଯାଇଛି। ୪୬ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାର ଉପକୃତ ହେବେ ।…

ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ…

ଭୁବନେଶ୍ଵର : ଆଜି ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି। ପ୍ରତ୍ୟେକ…

କୃଷି ଯୋଜନାର ସଫଳ ରୂପାୟନ ଦିଗରେ ବଳିଷ୍ଠ…

ଭୁବନେଶ୍ୱର: ପ୍ରତି ଜିଲ୍ଲାରେ କାଳିଆ ସେଣ୍ଟର କାର୍ଯ୍ୟକ୍ଷମ ହେବ। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଉଦ୍ୟମରେ ଜିଲ୍ଲା ମୁଖ୍ୟାଳୟଗୁଡ଼ିକରେ ଗୋଟିଏ ଲେଖାଏଁ କାଳିଆ ସେଣ୍ଟର ଖୋଲିବ। କାଳିଆ ଯୋଜନା ସମେତ ପ୍ରମୁଖ କୃଷି ଯୋଜନାଗୁଡ଼ିକର ସଫଳ ରୂପାୟନ ଦିଗରେ ଏହି ସେଣ୍ଟର କାର୍ଯ୍ୟ କରିବ। ଚାଷୀମାନଙ୍କୁ ସୂଚନା…

ଉତ୍କଳ ଦିବସରେ ଚାଷୀଙ୍କୁ ‘କାଳିଆ’…

ଭୁବନେଶ୍ୱର: ଆସନ୍ତା ୧ ତାରିଖ ଉତ୍କଳ ଦିବସରେ ଚାଷୀମାନଙ୍କୁ ‘କାଳିଆ’ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନ୍‌‌ଫରେନ୍ସିଂ ଜରିଆରେ ରାଜ୍ୟର ୫୩ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ଏହି ଅର୍ଥରାଶି ବଣ୍ଟନ କରାଯିବ। ତେବେ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷିତ…

ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ବର : କୃଷିଭିତ୍ତିକ ଗଣପର୍ବ ନୂଆଁଖାଇରେ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭେଟି। ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ସହାୟତା। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ ସମଗ୍ର ରାଜ୍ୟର ଚାଷୀଙ୍କୁ କାଳିଆ ଟଙ୍କା ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପ୍ରତ୍ୟେକ ଚାଷୀଙ୍କ…

ମୁଖ୍ଯମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି:…

ଭୁବନେଶ୍ୱର: ଚାଷୀଙ୍କ ଖାତାକୁ ଆସିଲା ‘କାଳିଆ’ ଟଙ୍କା । ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । ୪୦ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୮୦୪ କୋଟି ଟଙ୍କା ସହାୟତା ଦିଆଯାଇଛି । ୨୦୨୨ ଆର୍ଥିକ ବର୍ଷ ପାଇଁ କ୍ଷୁଦ୍ର…

ଚାଷୀଙ୍କୁ ‘ଅକ୍ଷୟ’ ଭେଟି : ଆଜି ମିଳିବ…

ଭୁବନେଶ୍ୱର : ଆଜି ରାଜ୍ୟ ସରକାର ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଉପଲକ୍ଷେ ଚାଷୀମାନଙ୍କୁ ‘କାଳିଆ’ ଭେଟି ପ୍ରଦାନ କରିବେ। ରାଜ୍ୟର ୪୦ ଲକ୍ଷରୁ ଊର୍ଦ୍ଧ୍ବ  କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟ ୮୦୪ କୋଟି ଟଙ୍କାର ସହାୟତା ପ୍ରଦାନ କରାଯିବ। ମଙ୍ଗଳବାର ଅପରାହ୍ନରେ…

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ…

ଭୁବନେଶ୍ୱର: ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି। କ୍ଷୁଦ୍ର, ନାମମାତ୍ର, ଭାଗ ଓ ଭୂମିହୀନ ଚାଷୀଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ଉପହାର ଦେବେ ମୁଖ୍ୟମନ୍ତ୍ରୀ। ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ କାଳିଆ ଟଙ୍କା। ଆସନ୍ତାକାଲି ଅପରାହ୍ନରେ…

ଉପକୃତ ହେବେ ଚାଷୀ: ପୁରୀ ଜିଲ୍ଲା ପାଇଁ…

ଭୁବନେଶ୍ୱର: ପୁରୀ ଜିଲ୍ଲା ଚାଷୀମାନଙ୍କ ପାଇଁ କାଳିଆ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୧, ୬୫, ୧୩୧ ଚାଷୀ ପାଇବେ ୩୩କୋଟି ଟଙ୍କାର ସହାୟତା । ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ ‘କାଳିଆ’ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ସହାୟତା ପାଇବେ।…

କାଳିଆ ଯୋଜନାରେ ଭୂମିହୀନ କୃଷକଙ୍କୁ…

ଭୁବନେଶ୍ୱର: କାଳିଆ ଯୋଜନାର ଭୂମିହୀନ କୃଷକ ପରିବାର ପାଇଲେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା । ୧୮ ଲକ୍ଷ ପରିବାରକୁ ୩୮୬ କୋଟି ଟଙ୍କାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ସ୍ବାମୀନାଥନ କମିଟି ରିପୋର୍ଟ ଲାଗୁ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…